ପୋତି ହୋଇଯିବ ପଟ୍ଟାମୁଣ୍ଡାଇ କେନାଲ
କେନ୍ଦ୍ରାପଡା, ୨।୮(ଜଗନ୍ନାଥ ଧଳ): କଟକ ଜଗତପୁରଠାରୁ ବାହାରିଥିବା ପଟ୍ଟାମୁଣ୍ଡାଇ କେନାଲ ପ୍ରତି ବିପଦ ସୃଷ୍ଟି ହୋଇଛି। ପଟ୍ଟାମୁଣ୍ଡାଇ ଶୁକୁଆ ସାହିଠାରୁ କଖାରୁଣି ପୋଲ ପର୍ଯ୍ୟନ୍ତ ନୂତନ ବାଇପାସ ରାସ୍ତା ନିର୍ମାଣ କାମରେ ବ୍ୟବହାର ପଙ୍କୁଆ ମାଟି ବୋହି କେନାଲ ଶଯ୍ୟା ପୋତି…
ପ୍ରବଳ ବର୍ଷା,ବନ୍ୟା ଆଶଙ୍କା
କେନ୍ଦୁଝର,୨।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ମଙ୍ଗଳବାର ପୂର୍ବାହ୍ନରୁ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ଜିଲାରେ ଅଧିକ ପରିମାଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ କରି ରେଡ୍ ଆଲର୍ଟ ଜାରି କରିଛି ା ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ…
ଦନ୍ତା ଉତ୍ପାତ, ଭାଙ୍ଗିଲାଣି ୫ ଘର
ପାଟଣା, ୨।୮ (ବୀର କିଶୋର ଦାଶ) କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ୍ରେ ଏକ ଗୋଠଛଡ଼ା ଦନ୍ତା ହାତୀ ରବିବାର ରାତିରେ ଘଟଗଁା ରେଞ୍ଜ୍ରୁ ଆସି ଉତ୍ପାତ ଆରମ୍ଭ କରିଛି। ଦୁଇଦିନରେ ଏହି ଦନ୍ତା ୫ ଘର…
ଜିଏମ୍ୟୁରେ ଗୋଷ୍ଠୀ ସଂଘର୍ଷ: ୩ ଆହତ
ସମ୍ବଲପୁର, ୨।୮(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍ୟୁ) ପରିସରରେ ମଙ୍ଗଳବାର ସମ୍ବଲପୁରୀ ଦିନ୍ କାର୍ଯ୍ୟକ୍ରମ ଚାଲିଥିବାବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ୩ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଛାତ୍ରନେତା ତଥା ଏବିଭିପି ରାଜ୍ୟ ସହ…
ଥମୁନି ଫଳକ ବିବାଦ, ଜୋଲାପୁଟରେ ପୁଣି ଆନ୍ଧ୍ର ଅଧିକାରୀ
ନନ୍ଦପୁର, ୨।୮୨୦୨୩(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସୀମାନ୍ତ ଜଲାପୁଟ ରିଜର୍ଭରରେ ଥମୁନି ଫଳକ ବିବାଦ। ମଙ୍ଗଳବାର ପୁୁଣି ଆନ୍ଧ୍ର ମୁଚିମପୁଟ ରାଜସ୍ବ ଓ ପୋଲିସ ଅଧିକାରୀ ପହଞ୍ଚତ୍ ଡ୍ୟାମ ନିକଟରେ ସ୍ଥାପିତ କୋରାପୁଟ ଜିଲା ପ୍ରଶାସନର ଫଳକ ଉପାଡିବାକୁ…
ସ୍ବର୍ଗଦ୍ୱାରର ହରିଶ୍ଚନ୍ଦ୍ର ସହାୟତା ରାଶି ୪ହଜାରକୁ ବୃଦ୍ଧି
ପୁରୀ,୨।୮(ଅଜିତ ମହାନ୍ତି): ସ୍ବର୍ଗଦ୍ୱାରକୁ ଦାହ ସଂସ୍କାର ପାଇଁ ଆସୁଥିବା ବ୍ୟକ୍ତି ବିଶେଷମାନଙ୍କୁ ଶୋଷଣମୁକ୍ତ କରିବା ପାଇଁ ସ୍ବର୍ଗଦ୍ୱାର ସେବା ସମିତି ତରଫରୁ ବିଭିନ୍ନ ପ୍ରକାର ସେବାର ବ୍ୟବସ୍ଥା କରାଯାଇଛି। ଇତି ମଧ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେକ୍ରମେ ହରିଶ୍ଚନ୍ଦ୍ର ଯୋଜନା ରାଶିକୁ ୩ହଜାରରୁ…
ବଜ୍ରକାପ୍ତା ଉଦ୍ଧାର: ୮ଗିରଫ
ବାରିପଦା,୨।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଓ ରାଇରଙ୍ଗପୁର ବନଖଣ୍ଡ ପକ୍ଷରୁ ମିଳିତ ଚଢାଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଏହି ଘଟଣାରେ ରାଇରଙ୍ଗପୁର ନିକଟରୁ ୮ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସେମାନଙ୍କ ପାଖରୁ…
ପୋଲ ଉପରେ ୪ ଫୁଟର ପାଣି : କେନ୍ଦୁଝର -ମୟୂରଭଞ୍ଜ ଯୋଗାଯୋଗ ବିଛିନ୍ନ
ପାଟଣା,୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି। ଫଳରେ ବୁଧବାର ବିଭିନ୍ନ ସ୍ଥାନରେ ନଦୀ ନାଳ ସବୁ ଫୁଲି ଉଠିଛି। ପାଟଣା ବ୍ଲକ ରାଜନଗର କେନ୍ଦେଈପଶି…
ଅସୁସ୍ଥ ଛୁଆକୁ ଛାଡ଼ି ପଳାଇଲା ମା’ ହାତୀ
କରଞ୍ଜିଆ(କବିତା ମହାନ୍ତ)/ଠାକୁରମୁଣ୍ଡା(ତାରାକାନ୍ତ ପଟ୍ଟନାୟକ),୨।୮: ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ରରୁଅଁା ସେକ୍ସନର ଜାମୁତି ମୁଣ୍ଡାସାହି ନିକଟରେ ନିଅଁାହୁଳା ମାଡ଼ରେ ଆହତ ମା’ ହାତୀ ତା’ର ଛୁଆକୁ ଛାଡ଼ି ପଳାଇଛି। ମାତୃତ୍ୱ ସ୍ନେହରୁ ବଞ୍ଚତ୍ତ ଉକ୍ତ ଛୁଆହାତୀ ଅସୁସ୍ଥ ହୋଇପଡ଼ିବାରୁ ବନବିଭାଗ ତାକୁ…
ଗ୍ରାମ୍ୟ ଉନ୍ନୟନ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ରାୟଗଡ଼ା,୨।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଉପରସାଜା ଗ୍ରାମରେ କଲଭର୍ଟ ଭୁଶୁଡ଼ି ୫ଜଣଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗର ୩ ଯନ୍ତ୍ରୀଙ୍କୁ ନିଲମ୍ବନ କରାଯାଇଛି। ସେମାନେ…
୯ରେ ହୋଇପାରେ ମହାପ୍ରଭୁଙ୍କ ବନକଲାଗି
ପୁରୀ,୨ ।୮(ଅଜିତ ମହାନ୍ତି): ମହାପ୍ରଭୁଙ୍କ ବନକଲାଗି ନୀତିକୁ ନେଇ ଦୀର୍ଘ ୧ ମାସ ଧରି ଲାଗିରହିଥିବା ବିବାଦ ଅନିଶ୍ଚିତତା ମଧ୍ୟରେ ରହିଛି। ନୀଳାଦ୍ରି ବିଜେ ପରଠାରୁ ହୋଇ ନ ଥିବା ବନକଲାଗି ନୀତି ଆସନ୍ତା ୯ତାରିଖ(ବୁଧବାର)ରେ ହୋଇପାରେ ବୋଲି ବିଶେଷ ସୂତ୍ରରୁ…
ଶୁଣିଲାନି କ୍ଷୁଦ୍ର ଜଳସେଚନ ବିଭାଗ, ନିଜସ୍ବ ଉଦ୍ୟମରେ ଭଙ୍ଗା କେନାଲକୁ ମରାମତି କରି ଜଳସେଚନ କରୁଛନ୍ତି ଚାଷୀ
କୋକସରା,୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)ଜଳସେଚନର ସୁବ୍ୟବସ୍ଥା ଓ ଚାଷୀଙ୍କ ଚାଷଜମିକୁ ଜଳସେଚନ ପାଇଁ କୋଟି କୋଟି ଟଙ୍କା ଅନୁଦାନରେ କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ସ୍ଥାନରେ କ୍ଷୁଦ୍ର ଜଳସେଚନ ଅଣୁ ବିଭାଗ ପକ୍ଷରୁ ଚେକ ଡ୍ୟାମ ନିର୍ମାଣ କରାଯାଇଛି । ହେଲେ…

