ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…
ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଡବେରୀ ଗ୍ରାମର ଶ୍ମଶାନ ଲଟାବୁଦାରେ ଭର୍ତ୍ତି ହୋଇ…
ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା
ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିବା…
ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍ କଫ୍ସିରପ୍ ଚାଲାଣକାରୀଙ୍କୁ….
ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା ଅଞ୍ଚଳରେ ଚାଲିଥିବା ରାତ୍ରିକାଳୀନ ପାଟ୍ରୋଲିଂ ସମୟରେ ପୋଲିସ ଓ ନିଶା କଫ୍ସିରପ୍ ଚୋରା…
ସିମନବାଡ଼ି ସବ୍ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ
ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ ବିଭାଗ ପକ୍ଷରୁ ଏହାକୁ କାର୍ଯ୍ୟକ୍ଷମ କରିବାରେ ଅହେତୁକ ବିଳମ୍ବ କରାଯାଉଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…
ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…
ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ ଯାଉଛି। ଗ୍ରାମକୁ ସ୍ଥାୟୀ ପକ୍କା ରାସ୍ତା ନିର୍ମାଣ ନିମନ୍ତେ ଶନିବାର ଗୁଡ଼ାରି ବିଡ଼ିଓ…
ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ
ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ ଜବତ କରି ପୋଲିସ ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…
ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର
ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆନନ୍ଦଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ର ବିଭିନ୍ନ ଜୋନାଲ ସ୍ତରୀୟ ପ୍ରତିଯୋଗିତାରୁ କୃତିତ୍ୱ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି
କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପରୀକ୍ଷାକୁ ବାତିଲ କରିବା ସହ ଘଟଣାର ଆଇନଗତ ତଦନ୍ତ ପାଇଁ ପଦକ୍ଷେପ…
ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର
ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ଓ ଚିନ୍ତା ପ୍ରକାଶ ପାଇଛି। ଆଗକୁ ପାର୍ବଣ ଋତୁ ଆସୁଥିବା…
କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ
ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଚଢ଼ାଉ କରାଯାଇ ୫୬ କେଜି ଗଞ୍ଜେଇ ଜବତ…
ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ
ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ ସମ୍ପୂର୍ଣ୍ଣ ନିଆରା ଓ ସାରସ୍ୱତ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଜନ୍ମଦିନକୁ…
ଧରାପଡ଼ିଲେ ନକଲି ଏମ୍ଭିଆଇ
ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ ଚକାପାଦ ଗ୍ରାମ ତୋଟାସାହିର ଧର୍ମେନ୍ଦ୍ର କୁମାର ବେହେରା ଓରଫ ନିଖିଲ କୁମାର ପଟ୍ଟନାୟକ…

