ଆମ ଜିଲା ଖବର

ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍‌(ନଂ. ଟିଏନ ୩୯-ସିକେ-୧୯୫୯)ରେ ଗୋରୁ ଚାଲାଣ ବେଳେ ସ୍ଥାନୀୟ ଲୋକେ ଅଟକାଇଥିଲେ। ଏହି ସମୟରେ ଉତ୍ତ୍ୟକ୍ତ…

ପ୍ରବଳ ବର୍ଷା-ବିଦ୍ୟୁତ କାଟ ସତ୍ତ୍ୱେ ଭୀମଭୋଇ ଭିନ୍ନକ୍ଷମ ଶିବିର: ଟର୍ଚ୍ଚ ଆଲୁଅରେ ସେବା ଯୋଗାଇଲେ ଡାକ୍ତର

ଥୁଆମୂଳ ରାମପୁର,୧୧।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଲଗାଣ ବର୍ଷା ସତ୍ତ୍ୱେ ୧୭୪ ଜଣ ହିତାଧିକାରୀ ପଞ୍ଜୀକରଣ କରି ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି। ବର୍ଷା ଯୋଗୁ ବିଦ୍ୟୁତ…

ଧର୍ମଶାଳାରେ ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ମିଳିତ ଚଢ଼ାଉ: ଟ୍ୟୁବ୍‌ ଭିତରୁ ୪୦୦ ଲିଟର ଦେଶୀ ମଦ ଜବତ

ଧର୍ମଶାଳା,୧୧ା୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଅବକାରୀ ବିଭାଗ ଅନ୍ତର୍ଗତ ଦେଓଦା ଗାଁରେ ଶୁକ୍ରବାର ସକାଳୁ ଅଚାନକ ଚଢ଼ାଉ କରାଯାଇଛି । ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ମିଳିତ ଭାବେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି । ଚଢ଼ାଉ…

କୋରାପୁଟ ଜିଲାରେ ୪୭୭ ମିମି ବର୍ଷା: କୁନ୍ଦ୍ରାରେ ସର୍ବାଧିକ ୫୯ ମିମି

କୋରାପୁଟ,୧୧ା୯(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବ୍ଲକ୍‌ରେ ଶୁକ୍ରବାର ୪୭୭ ମିମି ବର୍ଷା ରେକର୍ଡ ହୋଇଛି । ଜିଲାର କୁନ୍ଦ୍ରା ବ୍ଲକ୍‌ରେ ସର୍ବାଧିକ ୫୯ ମିମି ବର୍ଷା ରେକର୍ଡ ହୋଇଛି । ଜୟପୁରରେ ୫୪.୬, ଲମତାପୁଟରେ ୪୮, କୋଟପାଡ଼ ଓ ବୈପାରିଗୁଡ଼ାରେ…

ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା

ନୂଆପଡ଼ା,୧୧ା୯ (ମକାରୁ ବେମାଲ):ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ମେଡିକାଲ ପଠାଇ ମାନବିକତାର ପରିଚୟ ଦେଇଛନ୍ତି ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ। ଗୁରୁବାର ଅପରାହ୍ନରେ ଜିଲା ଅଦାଲତ ନିକଟ ୩୫୩ନଂ. ଜାତୀୟ ରାଜପଥ ଉପରେ ଜଣେ ଯୁବକ ଭାରସାମ୍ୟ ହରାଇ ବାଇକ୍‌ରୁ ଛିଟିକି…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ ସମ୍ପଦ। ସୁବର୍ଣ୍ଣପୁର ଜିଲାର ଏଭଳି ଏକ ନିଆରା ଲୋକ ପରମ୍ପରା ହେଉଛି ପୂରାଉଁଆସ।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ପ୍ରତିକ୍ରିୟା ପରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ପରିସରରେ ବଦଳିବାକୁ…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ କରୁଥିବା ଦୁଇ ଅଫିସରକୁ ବାଲେଶ୍ବର ଭଜିଲାନ୍ସ ଚଢାଉ କରି ଅଟକ ରଖିଛି ।…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ପଢ଼ୁଛନ୍ତି। ଏପରିକି ଉକ୍ତ କୋଠରିରେ ବିଦ୍ୟାଳୟର କାର୍ଯ୍ୟାଳୟ କାମ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ଏବେ ବିଶେଷଜ୍ଞଙ୍କ ପରାମର୍ଶକ୍ରମେ ୧୦ଦିନ ଯାଏ ଚାପମୁକ୍ତ ରଖିବାକୁ ପ୍ରୟାସ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ ଗ୍ରାମର ପ୍ରାଣେଶ୍ୱର ପ୍ରଧାନ (୫୫)। ପ୍ରାଣେଶ୍ୱର ପଡ଼ିଶାଙ୍କ ଘରୁ ନିଜ ଘରକୁ ଫେରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?