ଆମ ଜିଲା ଖବର

ରାଇରଙ୍ଗପୁରରେ ରାଷ୍ଟ୍ରପତି : ଆଜି ଆସିବେ ପ୍ରଧାନମନ୍ତ୍ରୀ

ବାରିପଦା/ରାଇରଙ୍ଗପୁର,୨୦ା୬ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ମାନସ ମହାନ୍ତି): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଶୁକ୍ରବାର ଅପରାହ୍ନ ୫ଟାରେ ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ପ୍ରତିକୂଳ ପାଗ ଯୋଗୁ ହେଲିକପ୍ଟରରେ ନ ଆସି ପଶ୍ଚିମବଙ୍ଗର କୋଲେଇକୁଣ୍ଡା ଏୟାରଷ୍ଟ୍ରିପ୍‌ରୁ ସେ ସଡ଼କ…

କୁଚେଇଯୋର ନିକଟରେ ଓଲଟିଲା ଫ୍ଲାଏ ଆସ୍ ବୋଝେଇ ହାଇୱା: କ୍ୟାବିନ୍‌ରେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ, ଯାତାୟାତ ଠପ୍

ଲାଞ୍ଜିଗଡ଼,୧୯।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭବାନୀପାଟଣାରୁ ବିଶାଖାପାଟଣାକୁ ସଂଯୋଗ କରୁଥିବା ୬ ନମ୍ବର ଜାତୀୟ ରାଜପଥର କୁଚେଇଯୋର (ଡେଙ୍ଗେନ୍) ଘାଟି ନିକଟରେ ଫ୍ଲାଏ ଆସ୍ ବୋଝେଇ ଏକ ହାଇୱା ଗାଡ଼ି ଓଲଟି ପଡ଼ିଛି।…

ଚାମେଲିଙ୍କ ଭାଇଙ୍କୁ ବି ମିଳିଲା ଜାମିନ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଥିବା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ଭାଇ ସୂର୍ଯ୍ୟକାନ୍ତ ଓଝାଙ୍କୁ ଜାମିନ ମିଳିଛି। କେନ୍ଦ୍ରାପଡ଼ା ଏସଡିଜେଏମ (SDJM) କୋର୍ଟ…

ଗିରିଜାଶଙ୍କରଙ୍କ ବିବାହ ସମ୍ପନ୍ନ

ପାଟଣା,୧୯ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ଗିରିଜାଶଙ୍କର ମନ୍ଦିର ପରିସରରେ ଗୁରୁବାର ରାତିରେ ଦେବ ଦମ୍ପତ୍ତିଙ୍କ ବିବାହ (ଶିବ ବିବାହ ଓ ଶୀତଳଷଷ୍ଠୀ) ଉତ୍ସବ ପାଳିତ ହୋଇଛି। ଶୁକ୍ରବାର ସନ୍ଧ୍ୟାରେ ଦେବ ଦମ୍ପତି ତୁରୁମୁଙ୍ଗା ବଜାର ଓ ବିଭିନ୍ନ…

ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଜାତୀୟ ସ୍ତରରେ କୃତିତ୍ୱ ହାସଲ କଲେ ଶିବ

ଛତ୍ରପୁର,୧୯ା୬(ଦିଲୀପ ସାମଲ): ଜାତୀୟ ସ୍ତରରେ ଆୟୋଜିତ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଚମକିଛନ୍ତି ଓଡ଼ିଆ ଯୁବକ। ସେ ହେଲେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଲିଆବାଦ ଗ୍ରାମର ଶିବ କୁମାର ନାୟକ। ବେଙ୍ଗାଲୁରୁର କେପିଟି ମଲରେ ଜିଜୁ ପକ୍ଷରୁ ଆୟୋଜିତ ଏହି ଜାତୀୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା: ଅଗଷ୍ଟ ୧୯ରୁ ସମ୍ପୂର୍ଣ୍ଣ ବନ୍ଦ କରି ଦେବାକୁ ନିଷ୍ପତ୍ତି…

ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ବନ୍ଦ ହୋଇଯିବ। ଆସନ୍ତା ଅଗଷ୍ଟ ୧୯ରୁ ଏହାକୁ ସମ୍ପୂର୍ଣ୍ଣଭାବେ ବନ୍ଦ କରି ଦିଆଯିବ। ଏ ନେଇ ଶୁକ୍ରବାର କାରଖାନା କର୍ତ୍ତୃପକ୍ଷ ଭାରତ ସରକାରଙ୍କ ଶ୍ରମ…

ଜମି ବିବାଦରୁ ବାପପୁଅଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ପାରଳାଖେମୁଣ୍ଡି,୧୯ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ସାରିଆପଲ୍ଲୀ ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ରକରି ଗୁରୁବାର ରାତିରେ ଗ୍ରାମର ଗୋଟିଏ ପରିବାରର ବାପପୁଅଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଦୀର୍ଘଦିନ ଧରି ଚାଲିଥିବା ଏହି ବିବାଦ ଉଗ୍ରରୂପ ନେଇଛି। ଆକ୍ରମଣରେ…

ଜଗନ୍ନାଥପୁର ପଞ୍ଚାୟତକୁ ଆଇଏସ୍‌ଓ ୯୦୦୧:୨୦୧୫ ମାନ୍ୟତା

ଲାଞ୍ଜିଗଡ଼,୧୯ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକର ଜଗନ୍ନାଥପୁର ଗ୍ରାମପଞ୍ଚାୟତ ରାଜ୍ୟ ସରକାରଙ୍କ ଦ୍ୱାରା ଆଇଏସ୍‌ଓ ୯୦୦୧ : ୨୦୧୫ ମାନ୍ୟତା ସହିତ ପ୍ରମାଣପତ୍ର ପ୍ରାପ୍ତ କରିଛି। ଏହି ପଞ୍ଚାୟତ ଅଞ୍ଚଳରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସହିତ ଜନସାଧାରଣ ପାଇଁ ସମସ୍ତ ପ୍ରକାର…

ଯନ୍ତ୍ରୀଙ୍କ ବଦଳି ପରେ ୬ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ଠପ୍ : ବଢୁଛି ଜନଅସନ୍ତୋଷ 

ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରସହକାରୀ ଯନ୍ତ୍ରୀ ଇଂ. ସୁଶାନ୍ତ କୁମାର ଚୌଧୁରୀ ଙ୍କ ପ୍ରାୟ ୭ ମାସ ହେଲା ଜଗନ୍ନାଥ ପ୍ରସାଦ ବ୍ଲକ କାର୍ଯ୍ୟାଳୟ କୁ ବଦଳି ହେଲା ପରେ ମଧ୍ୟ ଅଦ୍ୟାବଧି ୬ ପଞ୍ଚାୟତ…

ଫେରିପାରିଲେନି ଗାଁକୁ ରାସ୍ତାରେ ଚାଲିଗଲା….

ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକ ଟି. ଗୋବିନ୍ଦପୁର ପଞ୍ଚାୟତ ଛେଦନଇ ଗ୍ରାମ ନିକଟ ୩୨୬ ନଂ. ଜାତୀୟ ରାଜପଥ ରେ ଶୁକ୍ରବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ…

ଛିଡ଼ିଲା ମୁଖ୍ୟମନ୍ତ୍ରୀ ବସର ଆଗ ଚକା

ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରି ପଞ୍ଚାୟତ ବାହାଡା ଗୁଡ଼ା ଗ୍ରାମ ନିକଟରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୫ ଟାରେ ମୁଖ୍ୟମନ୍ତ୍ରୀ ବସ ସେବା(ଏମବିଏସ) ଯୋଜନାରେ ଚାଲୁଥିବା ଏକ ସରକାରୀ ଯାତ୍ରୀବାହୀ ବସ (ନଂ. ଓଡ଼ି୦୭ୟୁ –…

ପିସିସି ସଭାପତି, ସୁର ରାଉତରାୟଙ୍କୁ ଛତ୍ରପୁର କଂଗ୍ରେସ କମିଟି ପକ୍ଷରୁ ସ୍ୱାଗତ…

ଛତ୍ରପୁର, ୧୯।୬ (ଦିଲ୍ଲୀପ ସାମଲ): ରାହୁଲ ଗାନ୍ଧୀଙ୍କ ଜନ୍ମଦିନ ଅବସରରେ ଗଞ୍ଜାମ ଜିଲ୍ଲାର ଆସିକା ନିକଟସ୍ଥ ବାଲିସିରାଠାରେ ଆୟୋଜିତ ରକ୍ତଦାନ ଶିବିରରେ ଯୋଗଦେବା ପାଇଁ ଯାଉଥିବା ବେଳେ ଖଲ୍ଲିକୋଟଠାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?