ଆମ ଜିଲା ଖବର

ଫିଜିଓଥେରାପି ସେଣ୍ଟରରେ ଚାଲିଥିଲା ଲିଙ୍ଗ ନିରୂପଣ

କଟକ,୧୪ା୯ (କାର୍ତ୍ତିକ ସାହୁ)କଟକ ସହରରେ ମାଳ ମାଳ କ୍ଲିନିକ୍‌ ଓ ଡାଇଗ୍ନୋଷ୍ଟିକ୍‌ ସେଣ୍ଟର ଖୋଲିଛି। ସେଠାରେ ବେଆଇନ ଭାବେ ଲିଙ୍ଗ ନିରୂପଣ କରାଯାଉଛି। ହେଲେ ପ୍ରମାଣ ଅଭାବରୁ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରୁ ନ ଥିଲା। ଖବରପାଇ ବୁଧବାର…

ଶୃଙ୍ଖଳିତ, ସୌନ୍ଦର୍ଯ୍ୟକରଣ ହେବ ଆନନ୍ଦ ବଜାର

ପୁରୀ, ୧୪ା୯(ଅଜିତ ମହାନ୍ତି)ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଶୃଙ୍ଖଳା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଆନନ୍ଦବଜାର ଶୃଙ୍ଖଳା ନେଇ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ତେବେ ବୈଠକରେ ଭକ୍ତଙ୍କ ପାଇଁ…

୩ ଦିବ୍ୟାଙ୍ଗଙ୍କ ଓଠରେ ଫୁଟିଲା ହସ

ଖୋର୍ଦ୍ଧା,୧୪ା୯(ପ୍ରଭାତ ପାଣିଗ୍ରାହୀ)ମାନବିକତା ଦେଖାଇଛନ୍ତି ଖୋର୍ଦ୍ଧା ଉପଜିଲାପାଳ ଦିପ୍ତୀରଞ୍ଜନ ସେଠୀ। ସେ ୩ ଦିବ୍ୟାଙ୍ଗଙ୍କୁ ସହଯୋଗ ଯୋଗାଇଦେଇଛନ୍ତି। ଫଳରେ ସେମାନଙ୍କ ମୁହଁରେ ହସ ଫୁଟିଛି। ପେଟ ପୋଷିବା ପାଇଁ ରାସ୍ତାରେ ଗଡ଼ିି ଭିକ୍ଷା ମାଗୁଥିଲେ ଏହି ୩ ଦିବ୍ୟାଙ୍ଗ। ଜଣେ ଦୁଇଗୋଡ଼ ଏବଂ…

ଏଥର କୈଳାସ ପର୍ବତ, ହାଓଡା ଷ୍ଟେଶନ ତୋରଣ

କଟକ,୧୪।୯(ସୁପ୍ରିୟା ପ୍ରିୟଦର୍ଶିନୀ)ଆସନ୍ତା ୧୯ରେ ଗଣେଶ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଛି କଟକ ସହର। ବିଭିନ୍ନ କ୍ଲବ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଜୋର୍‌ସୋର୍‌ରେ ଆଗେଇ ଚାଲିଛି। ସହରରେ ନୂଆପଡାର ଗଣେଶ ପୂଜା ବେଶ୍‌ ପ୍ରସିଦ୍ଧ। ଏଠାକାର ତୋରଣ ଦେଖିବାକୁ ଲୋକଙ୍କ ଭିଡ ଜମିଥାଏ।…

ଲଗାଣ ବର୍ଷା: କୋରାପୁଟ ଜିଲାରେ ଭାଙ୍ଗିଛି ୩୦ ଘର

ନନ୍ଦପୁର/କୋରାପୁଟ,୧୪ା୯(ଶଙ୍କର ପୂଜାରୀ/ଅମିତାଭ ବେହେରା)କୋରାପୁଟ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ୨ଦିନ ଧରି ଲଗାଣ ବର୍ଷାରେ କୋରାପୁଟ ଜିଲାର ବିଭିନ୍ନ ବ୍ଲକରେ ୩୦ ଘର ଭାଙ୍ଗିଛି। ସେଥିରୁ କୋରାପୁଟ ବ୍ଲକରେ ୩ଟି, ନନ୍ଦପୁର ବ୍ଲକରେ ୮ଟି, ପଟ୍ଟାଙ୍ଗି ବ୍ଲକରେ ୨ଟି, ସେମିଳିଗୁଡା…

ଜିଲାରେ ଖାଲି ପଡ଼ିଛି ୧୫୦ ଡାକ୍ତର ପଦବୀ

ରାୟଗଡ଼ା,୧୪।୯ (ଆଶିଷ ରଞ୍ଜନ ପଣ୍ଡା)ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଚିକିତ୍ସା ସେବାକୁ ଉନ୍ନତମାନର ଓ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ବାସ୍ତବ ଚିତ୍ର କିଛି ଭିନ୍ନ ଦେଖିବାକୁ ମିଳିଛ। ଜିଲାରେ ୧୫୦ ଡାକ୍ତର…

ଚାଷଜମିରେ ପାଣି, ଫସଲ ନଷ୍ଟ ଆଶଙ୍କା

ପାପଡ଼ାହାଣ୍ଡି/ମଇଦଲପୁର,୧୪।୯(ସ୍ବପ୍ନଜିତ ପଟ୍ଟନାୟକ/ ସଦାଶିବ ଦାସ)ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ଘି ଖଣ୍ଡି ନିକଟ ପୋଲ ଉପରେ ପାଣି ଆସିବା ଯୋଗୁ ମଇଦଲପୁରରୁ ମାଝିଗୁଡ଼ା, ସାନବାର୍ଲି ଓ ଝରିଗାଁ ବ୍ଲକକୁ…

ରୁଆର ୧୫ ଦିନରେ ଧାନଗଛରେ ଥୋଡ଼

ପଟ୍ଟାମୁଣ୍ଡାଇ, ୧୪ା୯(କଳ୍ପତରୁ ନାୟକ)କେନ୍ଦ୍ରପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚାଷଜମିରେ ତଳି ରୋଇବାର ମାତ୍ର ୧୫ ଦିନରେ ଧାନ ଗଛରୁ ଥୋଡ଼ ବାହାରିଛି। ଏହାକୁ ନେଇ ଚାଷୀ ଭାଗ୍ୟକୁ ଆଦରି ବସି ଥିବା ବେଳେ କୃଷି ବିଭାଗ ଅଫିସରେ ଜଣାଇଛନ୍ତି। କୃଷି ଅଧିକାରୀ…

ସାମୂହିକ ଛୁଟିରେ ଗଲେ ପ୍ରାଥମିକ ଶିକ୍ଷକ

ନୟାଗଡ଼,୧୪।୯(ଲୋକନାଥ ମିଶ୍ର)ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ଭୁବନେଶ୍ୱର ଡାକରାରେ ସାରା ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ତଥା ଉଚ୍ଚ ବିଦ୍ୟାଳୟର କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ଛୁଟିରେ ଯିବା ପରେ ବୁଧବାରଠାରୁ ପାଠପଢ଼ାରେ ଅଚଳାବସ୍ଥା ଦେଖା ଦେଇଛି। ଜିଲାର ୮ଟି…

ବାରଣ୍ଡା,ଶିଡ଼ି ତଳେ ପାଠପଢ଼ା

ନୟାଗଡ଼,୧୪।୯(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକ ନୟାଗଡ଼ର ଘଡୁଆଳ ସରକାରୀ ଉଚ୍ଚ ବିଦ୍ୟାଳୟ ୫-ଟିରେ ସାମିଲ ହୋଇ ଗୃହ ନିର୍ମାଣ କାମ ଆରମ୍ଭ ପାଇଁ ପିଲର ଗାତ ଖୋଳା ଯାଇଛି। ତେବେ ପିଲର ଗାତ ଖୋଳି ୧ମାସ ହେଲା ପକାଯାଇଛି ା…

ଜଣେ ମାଓବାଦୀ ଗିରଫ, ୬ ଜଣଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୪ା୯(ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲା କୋଣ୍ଟା ଅଞ୍ଚଳରେ ପୋଲିସ ଓ ସିଆର୍‌ପିଏଫ୍‌ର ୨୧୯ ବାଟାଲିୟନର ଯବାନ କୋମ୍ବିଂ ଅପରେଶନ କରୁଥିବାବେଳେ ମାଡକମ ବୁଦରା ନାମକ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଥିଲା। ତାଙ୍କ ନିକଟରୁ ୧୦ଟି ଜିଲୋଟିନ ଷ୍ଟିକ୍‌,…

ଜୀବନକୁ ବାଜି ଲଗାଇ ନଦୀ ପାର

ବାଲିଗୁଡା,୧୪ା୯(ସଞ୍ଜୟ କୁମାର ପାଣିଗ୍ରାହୀ)ଗାଁ କୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଭରା ନଈରେ ରୋଗୀଙ୍କୁ ଟ୍ୟୁବରେ ବସାଇ ଖଡ଼ଗ ନଦୀ ପାର କରାଇଲେ ପରିବାର। ବାଲିଗୁଡାଠାରୁ ସାଇନପଡାକୁ ଯିବା ପାଇଁ ଖଡ଼ଗ ନଦୀରେ ଏକ ପୋଲ ହେବାକୁ ଥିବା ବେଳେ ଏପର୍ଯ୍ୟନ୍ତ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?