ଆମ ଜିଲା ଖବର

ଏସ୍‌ଟିଏଫ୍‌ ପଞ୍ଝାରେ ଧଳା ଜହର: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ଭଦ୍ରକ -ଚାନ୍ଦବାଲି ରାସ୍ତାରୁ ସୋମବାର ସକାଳେ ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଏସ୍‌ଟିଏଫ୍‌ ଟିମ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କଠାରୁ ୧ କେଜି ୧୪୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୧ କୋଟି ୧୪...

ସ୍ବାଧୀନତା ସଂଗ୍ରାମୀଙ୍କୁ ଭେଟିଲେ ପ୍ରଶାସନିକ ଅଧିକାରୀ

ବରଗଡ଼ ଅଫିସ୍‌,୨୬।୧: ଦେଶବ୍ୟାପୀ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ପାଳନ କରାଯାଉଛି। ଏହି ଅବସରରେ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ସଂଗ୍ରାମୀ ପୀଠ ପାଣିମୋରା ଗ୍ରାମରୁ ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରାଯାଇଥିଲା। ବରଗଡ଼ ଅତିରିକ୍ତ ଜିଲାପାଳ ମିର୍ଦ୍ଧା...

ବରଗଡ଼ରେ ପତାକା ଉତ୍ତୋଳନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୬।୧: ବରଗଡ଼ରେ ମଙ୍ଗଳବାର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରଗଡ଼...

ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ ଅବସରରେ ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା

ଢେଙ୍କାନାଳ ଅଫିସ, ୨୬।୧: ଢେଙ୍କାନାଳ ଜିଲା ଷ୍ଟାଡିୟମ୍‌ଠାରେ ୭୨ତମ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। କୋଭିଡ୍‌ କଟକଣା ମଧ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।...

ଗଞ୍ଜାମ ବ୍ଲକରେ ଅଗ୍ନିକାଣ୍ଡ: ଜଳିଗଲା ୬ ବଖରା

ଗଞ୍ଜାମ, ୨୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ପୋଇରାଶି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ଟି ବଖରା ସମ୍ପୂର୍ଣ ଜଳିଯାଇଛି l ଖବର ପାଇ ଦମକଳ ଗାଡି ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି...

ବଡ଼ ବଜାରରେ ନାହିଁ ଶୌଚାଳୟ: ଲୋକେ ହଇରାଣ

ବ୍ରହ୍ମପୁର ଅଫିସ,୨୬।୧ – ବ୍ରହ୍ମପୁର ସହରର ପ୍ରାଣ କେନ୍ଦ୍ର ବଡ଼ବଜାର। ନିୟମିତ ଗଞ୍ଜାମ ଜିଲା ସମେତ ଅନ୍ୟ ସ୍ଥାନରୁ ବହୁ ବ୍ୟବସାୟୀ ଓ ଗ୍ରାହକଙ୍କ ଭିଡ଼ ଏଠାରେ ଲାଗିରହିଥାଏ। କିନ୍ତୁ ଦୀର୍ଘବର୍ଷଧରି ବଡ଼ବଜାରର ଶୌଚାଳୟ ସମସ୍ୟା ଦୂରହୋଇ ପାରିନାହିଁ। ଫଳରେ...

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ କୋର କମିଟି ଅଧ୍ୟକ୍ଷ

ବଲାଙ୍ଗୀର ଅଫିସ, ୨୬।୧: ବଲାଙ୍ଗୀର ଜିଲା କେଶରୀୟା ହିନ୍ଦୁ ବାହିନୀ ତରଫରୁ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ ଜିଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେଶରୀୟା ହିନ୍ଦୁ ବାହିନୀର ରାଜ୍ୟ ମହାମନ୍ତ୍ରୀ ତଥା କୋର କମିଟି ଅଧ୍ୟକ୍ଷ ସନ୍ତୋଷ...

ହାଇକୋର୍ଟଙ୍କ ସ୍ଥିତାବସ୍ଥା ବଳବତ୍ତର

କଟକ ଅଫିସ,୨୬।୧: ବଲାରପୁର ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ବିକ୍ରି ହେବାକୁ ଥତ୍ବା ଚୌଦ୍ୱାର କାଗଜକଳର ୬୦୦ ଏକର ଜାଗା ଉପରେ ହାଇକୋର୍ଟ ପୂର୍ବରୁ ଜାରି କରିଥିବା ସ୍ଥିତାବସ୍ଥାକୁ ସୋମବାର ବଳବତ୍ତର ରଖିଛନ୍ତି ସ୍ଥାନୀୟ ଅଞ୍ଚଳର ଅଧିବାସୀ ଶ୍ରୀକାନ୍ତ ବେହେରା ଏବଂ ଅନ୍ୟମାନଙ୍କ...

କେନ୍ଦୁଝରରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ

କେନ୍ଦୁଝର, ୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଷ୍ଟାଡିୟମ୍‌ ଠାରେ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ କରୋନା କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଳ୍ପ, ଶକ୍ତି, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ତଥା ଗୃହ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର...

ପୁସ୍ତକ ଅସୁମାରି ସ୍ବପ୍ନ ସମାଜ ପାଇଁ ଆଲୋକ ବର୍ତ୍ତିକା

ସୋନପୁର,୨୬ା୧(ନି.ପ୍ର.) – ପୁସ୍ତକ ଅସୁମାରି ସ୍ବପ୍ନ ଏକ ପ୍ରବନ୍ଧ ସଙ୍କଳନ। ଏହା ସମାଜରେ ସୁଧାର ଆଣିବ। ସମସାମୟିକ ସାମାଜିକ ସମସ୍ୟା ସମ୍ପର୍କରେ ଏଥିରେ ସୁନ୍ଦର ଭାବେ ଉପସ୍ଥାପନ କରାଯାଇଛି। ଶିଶୁ ଅଧିକାର, ସୁରକ୍ଷା, ବାଲ୍ୟ ବିବାହ ଓ ପ୍ରାଥମିକ ଶିକ୍ଷା...

ଦୁର୍ଘଟଣାର ଦ୍ରୁତଗତି

ଅମିତ କୁମାର ସାମଲ ଅନୁଗୋଳ ଅଫିସ,୨୬ା୧- କରୋନା ସଂକ୍ରମଣ ରୋକିବାକୁ ଗତବର୍ଷ ଲକ୍‌ଡାଉନ୍‌, ଶଟ୍‌ଡାଉନ୍‌କୁ କଡ଼ାକଡ଼ି କରାଯାଇଥିଲା। ଫଳରେ ୨୦୨୦ରେ ରାଜ୍ୟର ଅନେକ ଜିଲାରେ ସଡ଼କ ଦୁର୍ଘଟଣା ପୂର୍ବାପେକ୍ଷା ହ୍ରାସ ପାଇଛି। କିନ୍ତୁ ଅନୁଗୋଳ ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ...

ଭାଇଚାରାର ପରମ୍ପରା ‘ଜୁଗିନୀଗିଡି’

ବାରିପଦା ଅଫିସ,୨୬।୧-ଭାରତୀୟ ସଂସ୍କୃତିର ଆଦି ନିର୍ମାତା ଭାବେ ଆଦିବାସୀମାନେ ନିଜ ସଂସ୍କୃତି ଓ ପରମ୍ପରାକୁ ଜାବୁଡ଼ି ଧରିଥାନ୍ତି। ଏହାମଧ୍ୟରେ ‘ଜୁଗିନୀଗିଡି’ ହେଉଛି ସେମାନଙ୍କର ଅନନ୍ୟ ଏକ ପରମ୍ପରା। ଏହି ପରମ୍ପରାରେ ରହିଛି ଭାଇଚାରା, ସ୍ବଚ୍ଛତା, ସାମାଜିକ ଚଳଣୀ ଓ ପରିବେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri