ଆମ ଜିଲା ଖବର

ନିଷ୍କାସନ ପଥ ବନ୍ଦ, ରାସ୍ତାରେ ଲହଡ଼ି ମାରୁଛି ଆବର୍ଜନା ପାଣି

ଖଣ୍ଡପଡ଼ା,୨୮ା୭(ଅଜୟ କୁମାର ମହାରଣା): ବିପର୍ଯ୍ୟସ୍ତ ଡ୍ରେନେଜ ବ୍ୟବସ୍ଥା ଯୋଗୁ ଖଣ୍ଡପଡ଼ା ବ୍ଳକ ବେଣାଗାଡିଆ ପଞ୍ଚାୟତ ଅଧୀନ ବେଣାଗାଡିଆ ଛକ ପୂର୍ତ୍ତ ବିଭାଗ ରାସ୍ତାଠାରୁ ତେନ୍ତୁଳାପଲ୍ଲୀ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ପରିତ୍ୟକ୍ତ ଅବସ୍ଥାରେ ରହିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନେଜ ବ୍ୟବସ୍ଥା…

ଭାଙ୍ଗିଲା କ୍ରୀଦାଶପୁର କେନାଲ ବନ୍ଧ

ନୟାଗଡ଼,୨୮।୬(ଲୋକନାଥ ମିଶ୍ର): ଜଳସମ୍ପଦ ବିଭାଗର ଖାମଖିଆଲି ନୀତି କାରଣରୁ ନୟାଗଡ଼ ବ୍ଲକ ଡାହୁକାନଦୀର କ୍ରୀଦାଶପୁର କେନାଲର ବନ୍ଧ ଭାଙ୍ଗି ଯାଇଛି । କେନାଲ ବନ୍ଧ ଭାଙ୍ଗିବା କାରଣରୁ ଡାହୁକା ନାଳ ଓ କେନାଲ ଶୁଖିଲା ପଡ଼ିଛି । ବର୍ଷାଋତୁରେ ନାଳ ଓ…

ଅବ୍ୟବସ୍ଥାରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

କାଶୀନଗର,୨୮ା୭ (ଟି.କ୍ରିଷ୍ଣାରାଓ): ଗଜପତି ଜିଲା କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୧୧ ମଞ୍ଜୁରୀ ପ୍ରାପ୍ତ ଡାକ୍ତର ପଦବୀ ରହିଛି । କିନ୍ତୁ ୭ ଜଣ ଡାକ୍ତର ବର୍ତ୍ତମାନ ଅଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଚୁକ୍ତିଭିତ୍ତିକ ପଦବୀରେ ଥିବା ବେଳେ ୩ ଜଣ…

ନୂଆ ରୂପରେ ହରିଡ଼ାମଡ଼ା ପୋଖରୀ

ଖୋର୍ଦ୍ଧା,୨୮ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ମେଣ୍ଢାଶାଳ ପଞ୍ଚାୟତ ଅନ୍ତର୍ଗତ ହରିଡାମଡ଼ା ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଧରିତ୍ରୀ ଏବଂ ଏନ୍‌ଭାଇରନ୍‌ମେଣ୍ଟାଲିଷ୍ଟ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆ (ଇଏଫ୍‌ଆଇ)ର ମିଳିତ ଆନୁକୂଲ୍ୟରେ ଏହି ପୁନରୁଦ୍ଧାର କାର୍ଯ୍ୟ କରାଯାଇଛି। ଦିନେ ପରିତ୍ୟକ୍ତ ଅବସ୍ଥାରେ ଅବ୍ୟବହୃତ…

ବିପଦପୂର୍ଣ୍ଣ ଅବସ୍ଥାରେ ନଦୀ ପାର ହେଉଛନ୍ତି ସ୍କୁଲ ପିଲା

ଆର.ଉଦୟଗିରି,୨୮ା୭(ମନୋଜ କୁମାର ପାଢୀ): ଗତ କିଛି ଦିନ ଧରି ଲଗାଣ ବର୍ଷା ଲାଗିରହିଥିବା ବେଳେ ନଦୀ ଗୁଡ଼ିକର ପାଣି ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ସ୍କୁଲ ପିଲା ମାନେ ବିପଦପୂର୍ଣ୍ଣ ଅବସ୍ଥାରେ ନଦୀ ପାର ହୋଇ ସ୍କୁଲ ଯାଉଛନ୍ତି। ଏଭଳିକି ସ୍କୁଲ…

ମହାନଦୀର ପ୍ରଥମ ବନ୍ୟାଜଳ ସମୁଦ୍ରରେ ମିଶୁଛି

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଚିରସ୍ରୋତା ମହାନଦୀ ପ୍ରବାହିତ ହେଉଛି। ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବା ପରେ ପ୍ରଥମଥର ଏହି ବନ୍ୟା ମହାକାଳପଡ଼ା ଅଞ୍ଚଳର ମହାନଦୀ ଜଳ ସମୁଦ୍ରରେ ମିଶୁଛି। ଏହି…

ବିଶେଷଜ୍ଞ ଡାକ୍ତର ଅଭାବ: ରୋଗୀ ସେବା ବିପର୍ଯ୍ୟସ୍ତ

କେନ୍ଦ୍ରାପଡ଼ା,୨୮ା୭(ଜଗନ୍ନାଥ ଧଳ): ଉତ୍ତମ ରୋଗୀ ସେବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ବହୁବିଧ ସମସ୍ୟା ଦେଇ ଗତି କରୁଛି। ଏହି ଅଞ୍ଚଳରେ ଦିନକୁଦିନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେମାନେ…

ଶିକ୍ଷକ ଅଛନ୍ତି, ଛାତ୍ରୀଛାତ୍ର ଆସୁନାହାନ୍ତି

ରଘୁନାଥପୁର,୨୮ା୭(ରାଜେନ୍ଦ୍ର ନାରାୟଣ ସିଂହ): ସରକାର ଶିକ୍ଷାକ୍ଷେତ୍ରରେ ଅର୍ଥ ବିନିଯୋଗ କରୁଛନ୍ତି। ସଭିଏଁ ପଢ଼ନ୍ତୁ ଓ ଶିକ୍ଷିତ ହୁଅନ୍ତୁ ସ୍ଲୋଗାନ ଦେଉଛନ୍ତି। ହେଲେ ଜଣେ ଶିକ୍ଷୟିତ୍ରୀଙ୍କ ଡେପୁଟେଶନ ବାତିଲ ଦାବି କରି ୩ ଦିନ ହେଲା ବିଦ୍ୟାଳୟକୁ ଛାତ୍ରୀଛାତ୍ର ଆସୁନାହାନ୍ତି। ଏହା ଶିକ୍ଷା…

ଭିତରକନିକା ସୁରକ୍ଷାକୁ ନେଇ ପ୍ରଶ୍ନ

କେନ୍ଦ୍ରାପଡ଼ା,୨୮ା୭(ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟ ଦେଇ ଧାମରାରୁ କଟକ ପର୍ଯ୍ୟନ୍ତ କୋଇଲା ଚୋରା ଚାଲାଣ ପୁନର୍ବାର ଆରମ୍ଭ ହୋଇଯାଇଛି। ଏହି ଚୋରା ଚାଲାଣକାରୀ ରାକେଟ ଏବେ ସକ୍ରିୟ ହୋଇଥିବା ବେଳେ ଭିତରକନିକାର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଲାଣି। ୪…

ବଢୁଛି ଡ୍ରପ୍‌ ଆଉଟ୍‌ ପିଲା ସଂଖ୍ୟା

ଯାଜପୁର,୨୮ା୭(ହର୍ଷବର୍ଦ୍ଧନ ବେହେରା): ଶିକ୍ଷାକ୍ଷେତ୍ରରେ ବିକାଶଶୀଳ ଜିଲା ଭାବେ ପରିଚିତ ଯାଜପୁରରେ ଅଧାରୁ ପାଠ ଛାଡିବା(ଡ୍ରପ୍‌ ଆଉଟ) ଏବଂ ଆଦୌ ସ୍କୁଲ ବାରଣ୍ଡା ମାଡି ନ ଥିବା ପିଲାଙ୍କ ସଂଖ୍ୟା ହ୍ରାସ ପାଇ ପାରୁନାହିଁ। ଜିଲାରେ ୨୦୧୮-୧୯ ଶିକ୍ଷା ବର୍ଷରେ ଅନୁସୂଚିତ ଜାତି(ଏସ୍‌ସି)…

ବୈତରଣୀ ନଦୀବନ୍ଧ ମରଣଯନ୍ତା

ପାଣିକୋଇଲି,୨୮ା୭(ବିକାଶ ମଲ୍ଲିକ): ବୈତରଣୀ ନଦୀବନ୍ଧ କେବଳ ନଦୀର ସୁରକ୍ଷା ପାଇଁ ନୁହେଁ ବରଂ ଜନସାଧାଣରଙ୍କ ଯାତାୟାତର ମୁଖ୍ୟରାସ୍ତା। କୋରେଇ ବ୍ଲକ ଅନ୍ତର୍ଗତ ମୂଳାପାଳ ଗ୍ରାମଠାରୁ ବୈତରଣୀ ବ୍ରିଜ ପର୍ଯ୍ୟନ୍ତ ଏହି ନଦୀ ବନ୍ଧ ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ମୂଳାପାଳ…

ଆଜିଠାରୁ ମାଓବାଦୀଙ୍କ ଶହୀଦ ସପ୍ତାହ

ମାଲକାନଗିରି,୨୮ା୭(ଦୁର୍ଯ୍ୟୋଧନ ପାତ୍ର): ଜୁଲାଇ ୨୮ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ ହେବାକୁ ଯାଉଥିବା ବେଳେ ଜିଲାରେ ଯେପରି ମାଓବାଦୀଙ୍କ ଦ୍ୱାରା କୌଣସି ଅଘଟଣ ନ ଘଟେ ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ଏସ୍‌ପି ନିତିଶ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?