ଆମ ଜିଲା ଖବର

ବୈତରଣୀ ନଦୀବନ୍ଧ ମରଣଯନ୍ତା

ପାଣିକୋଇଲି,୨୮ା୭(ବିକାଶ ମଲ୍ଲିକ): ବୈତରଣୀ ନଦୀବନ୍ଧ କେବଳ ନଦୀର ସୁରକ୍ଷା ପାଇଁ ନୁହେଁ ବରଂ ଜନସାଧାଣରଙ୍କ ଯାତାୟାତର ମୁଖ୍ୟରାସ୍ତା। କୋରେଇ ବ୍ଲକ ଅନ୍ତର୍ଗତ ମୂଳାପାଳ ଗ୍ରାମଠାରୁ ବୈତରଣୀ ବ୍ରିଜ ପର୍ଯ୍ୟନ୍ତ ଏହି ନଦୀ ବନ୍ଧ ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ମୂଳାପାଳ…

ଆଜିଠାରୁ ମାଓବାଦୀଙ୍କ ଶହୀଦ ସପ୍ତାହ

ମାଲକାନଗିରି,୨୮ା୭(ଦୁର୍ଯ୍ୟୋଧନ ପାତ୍ର): ଜୁଲାଇ ୨୮ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ ହେବାକୁ ଯାଉଥିବା ବେଳେ ଜିଲାରେ ଯେପରି ମାଓବାଦୀଙ୍କ ଦ୍ୱାରା କୌଣସି ଅଘଟଣ ନ ଘଟେ ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ଏସ୍‌ପି ନିତିଶ୍‌…

ସ୍ତ୍ରୀଙ୍କ ନାଁରେ ପୁଅ ବିକ୍ରି ଅଭିଯୋଗ ଆଣିଲେ ସ୍ବାମୀ

ଟିଟିଲାଗଡ଼, ୨୭ା୭ (ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହର ପଦ୍ମନାଭପୁରର ଜଣେ ମହିଳା ନିଜ ଅଢ଼େଇ ବର୍ଷର ଶିଶୁପୁତ୍ରକୁ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ଶିଶୁର ବାପା ଅକ୍ଷୟ ପଟେଲ ଗୁରୁବାର ଟିଟିଲାଗଡ଼ ଥାନାରେ ଅଭିଯୋଗ କରିଛନ୍ତି।…

ନାବାଳିକାଙ୍କୁ ପ୍ରେମ ପ୍ରତାରଣା: ଅଭିଯୁକ୍ତ ଗିରଫ

କୋକସରା,୨୭।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ପୋଲିସ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ଅପହରଣ କରିନେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ କୋକସରା ଥାନା ଟେମରା ପଞ୍ଚାୟତ ସିର୍ଲିଗୁଡା ଗ୍ରାମର…

ଛାତ୍ରୀଙ୍କୁ ଅସଦାଚରଣ ମାମଲା: ବଦଳିଲେ ସହକାରୀ ପରିଚାଳିକା, ମାଟ୍ରନ

କେନ୍ଦୁଝର,୨୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟରେ ଦୁଇ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ ଘଟଣାରେ ସହକାରୀ ପରିଚାଳିକାଙ୍କୁ ବଦଳି କରାଯାଇଛି। ଏହି ମାମଲାରେ ପୂର୍ବରୁ ପ୍ରଧାନ ଶିକ୍ଷକ ଇଶ୍ୱର ଚନ୍ଦ୍ର ସାହୁଙ୍କୁ ୧୩ ତାରିଖରେ…

କୀଟନାଶକ ପିଇ ଜୀବନ ହାରିଲେ

ପାଟଣା,୨୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ସରାସକୋଲା ପଞ୍ଚାୟତ ସରାସକୋଲା ଗ୍ରାମ ତୁଳସୀପୁର ସାହିର ଜଣେ ବୃଦ୍ଧ କୀଟନାଶକ ପିଇ ଗୁରୁବାର ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସାହିର ରତ୍ନାକର ବେହେରା(୭୬)। ସେ ବୁଧବାର ରାତିରେ ବିଷ ପିଇଥିବା ବେଳେ…

ନାବାଳିକା ପ୍ରେମିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ବ୍ରହ୍ମପୁର,୨୭ା୭(ସୁବାସ ଚନ୍ଦ୍ର ପାଢ଼ୀ): ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ବଡବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଉଛନ୍ତି ଲକ୍ଷ୍ମୀନୃସିଂହସାହି ୮ମ ଲାଇନର ସୀମାଞ୍ଚଳ ନାହାକ(୨୩)। ପୋଲିସ ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଇଛି। ଧାରା ୧୬୪…

ଦାବି ପୂରଣ ନ ହେଲେ ୨୦୨୪ ଭୋଟ ବର୍ଜନ

ବାଲିଗୁଡ଼ା,୨୭।୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଟିକାବାଲି ବ୍ଲକ ଅଧୀନ କଇଁଝର ପଞ୍ଚାୟତରେ କିଛି ବର୍ଷ ହେଲା ଏକ ବିଏସ୍‌ଏନ୍‌ଏଲ୍‌ ଟାୱାର୍‌ ସ୍ଥାପନ କରାଯାଇଛି। ହେଲେ ମାସର ଅଧିକାଂଶ ଦିନ ନେଟ୍‌ ୱାର୍କ ରହୁ ନ ଥିବାରୁ କଇଁଝର…

ଚିଟ୍‌ଫଣ୍ଡ୍‌ ସଂସ୍ଥାର ବ୍ରାଞ୍ଚ ମ୍ୟାନେଜରଙ୍କୁ ଜେଲ୍‌ ଦଣ୍ଡାଦେଶ

ବାଲେଶ୍ୱର,୨୭ା୭: ରିଅଲ ଭିଜନ ଇଣ୍ଟର ନ୍ୟାଶନାଲ ଲିମିଟେଡ୍‌ ଚିଟ୍‌ଫଣ୍ଡ ସଂସ୍ଥାର ବ୍ରାଞ୍ଚ ମ୍ୟାନେଜର ରୋହିତ ସାହୁଙ୍କୁ ଜେଲଦଣ୍ଡ ଶୁଣାଇଛନ୍ତି ମାନ୍ୟବର ବାଲେଶ୍ୱର ସ୍ବତନ୍ତ୍ର ଓପିଆଇଡି କୋର୍ଟ ଜଜ୍‌ ବିଶ୍ୱଜିତ ସାହୁ। ଦୋଷୀଙ୍କୁ ୩ ବର୍ଷ ଜେଲଦଣ୍ଡ ସହ ୬୨ ହଜାର ଟଙ୍କା…

ସଂଗ୍ରାମୀ ସ୍ମୃତିବନ ଅନ୍ୟମାନଙ୍କ ପାଇଁ ଉଦାହରଣ

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ଦେଶ ମାତୃକାର ସ୍ବାଧୀନତା ପାଇଁ ଅନେକ ସଂଗ୍ରାମୀଙ୍କ ଅବଦାନ ଅତୁଳନୀୟ ଓ ଅବର୍ଣ୍ଣନୀୟ । ବ୍ରିଟିଶ କବଳରୁ ଦେଶକୁ ମୁକ୍ତ କରିବା ପାଇଁ ଅନେକ ସଂଗ୍ରାମୀ ଶହୀଦ ହୋଇଛନ୍ତି । ସ୍ବାଧୀନତା ସଂଗ୍ରାମ ଇତିହାସ ପୃଷ୍ଠାରେ ଲିପିବଦ୍ଧ ହୋଇ…

ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ୍‌ ମାମଲା: ମାଷ୍ଟରମାଇଣ୍ଡ ଗିରଫ

ବାଲେଶ୍ୱର,୨୭ା୭(ମାନସ ବିଶ୍ୱାଳ): ଓଏସ୍‌ଏସ୍‌ସି ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ମାଷ୍ଟରମାଇଣ୍ଡଙ୍କୁ ରାଜ୍ୟ ବାହାରୁ ଗିରଫ କରିଛି ବାଲେଶ୍ୱର ପୋଲିସ। ମାଷ୍ଟରମାଇଣ୍ଡ ସମେତ ଅନ୍ୟ କେତେଜଣଙ୍କୁ ପୋଲିସ ଧରିଛି । ପୂର୍ବରୁ ଏହି ମାମଲାରେ ୯ ଜଣ ଗିରଫ…

କାର୍‌-ଅଟୋ ମୁହାଁମୁହିଁ ଧକ୍କା, ଜଣେ ମୃତ

ବସ୍ତା,୨୭ା୭(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବସ୍ତା ବାଲିଆପାଳ ମୁଖ୍ୟ ରାସ୍ତାର ମୁକୁଳୁଶି ଛକ ନିକଟରେ କାର୍‌ ଏବଂ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, ସିଂଲା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?