ଆମ ଜିଲା ଖବର

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ରେଡ୍‌ , ୭ଟି ସ୍ଥାନରେ ଏକକାଳୀନ ଚଢାଉ

କୋରାପୁଟ/ନନ୍ଦପୁର, ୧୯।୬( ଅମିତାଭ ବେହେରା/ତୁଷାର କାନ୍ତ ମହାନ୍ତି ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇଛି। କୋରାପୁଟ ଜିଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ସତ୍ୟନାରାୟଣ ସେଠୀଙ୍କ…

ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଫଳରେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ତାଙ୍କ ନାମ ଶ୍ରୀକାନ୍ତ…

କାନ୍ଥ ଉପରେ ମୋବାଇଲ ରଖି ମହିଳାଙ୍କ ଗାଧୁଆ ସମୟର ଭିଡିଓ ଶୁଟିଂ କରୁଥିଲେ ଯୁବକ , ତା’ପରେ…

ଜଳେଶ୍ୱର, ୧୯ା୬ (ନବୀନ ସାହୁ): ମହିଳାଙ୍କ ଗୋପନୀୟତାକୁ ନେଇ ଅତି ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଦକ୍ଷିଣ ପ୍ରହରାଜପୁର ପଞ୍ଚାୟତ ପ୍ରହରାଜପୁର ଗ୍ରାମରେ ମହିଳାମାନେ ଗାଧୋଉଥିବା ବେଳେ ଭିଡିଓ ରେକର୍ଡିଂ…

ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ…

ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ତେଲେନଡିହି ଗ୍ରାମର ପିତୃଷ କେରକେଟାଙ୍କ ପୁଅ ଏଫ୍ରେମ (୩୭)…

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା କନ୍ୟା ସନ୍ତାନ ପ୍ରସବ କରିଛନ୍ତି। ପ୍ରସବ ପରେ ଚିକିତ୍ସାଳୟ ପକ୍ଷରୁ ଜରପଡା ଥାନାରେ…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି OSSSC ପକ୍ଷରୁ ଗୁରୁବାର ଅବଗତ କରାଯାଇଛି। NEET-UG ପରୀକ୍ଷା କାରଣରୁ ଆର୍‌ଆଇ ପରୀକ୍ଷାକୁ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି। ଜିଲାରେ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଆଦର୍ଶ ବିଦ୍ୟାଳୟ ସମେତ ସମସ୍ତ…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଭୀଷ୍ମଗିରି ଗ୍ରାମ ଉଷାକୋଠୀ ଗୋଲା…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ଉଦ୍ଦେଶ୍ୟରେ ବିକାଶ ଧାରା ଓଡ଼ିଶା ସାରା ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ ବ୍ଲକ…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ ଯାତ୍ରୀବାହୀ ବସ୍‌କୁ ବେଆଇନ ଭାବେ ଅଟକାଇ ଚାଳକଙ୍କୁ ଧମକ ଚମକ ଦେବା ଘଟଣା…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଘଟଣାର ଦୀର୍ଘ ୨ ବର୍ଷ ପରେ ଅଭିଯୁକ୍ତ ଯୁବକଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?