ଆମ ଜିଲା ଖବର

ପୋଖରୀରେ ବୁଡ଼ି ଅଙ୍ଗନଓ୍ବାଡି ଶିଶୁ ମୃତ, ଜଣେ ଗୁରୁତର

ଠାକୁରମୁଣ୍ଡା,୨୦ା୭(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ କେଶଡ଼ିହା ପଞ୍ଚାୟତ ଖେଡ଼ିଆପୋଷି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଅଙ୍ଗନଓ୍ବାଡିରୁ ଛୁଟି ହୋଇ ଘରକୁ ଫେରୁଥିବା ସମୟରେ ପୋଖରୀରେ ବୁଡ଼ି ଯାଇ ଜଣେ ଶିଶୁର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ…

ପିଲାଙ୍କ ମଧ୍ୟାହ୍ନଭୋଜନ ସମୟରେ ବିଦ୍ୟାଳୟ ପରିସରରେ ପଶିଲା ବର୍ଷାଜଳ

ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଲାଗିରହିଛି। ତେବେ ଗୁରୁବାର ମଧ୍ୟାହ୍ନରେ କିଛିସମୟ ପ୍ରବଳ ବର୍ଷା ହୋଇଥିଲା। ଫଳରେ ଉକ୍ତ ବ୍ଲକ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁଖ୍ୟ ଫାଟକ ଦେଇ ଯାଇଥିବା ପଞ୍ଚାୟତ…

ଓଲଟିଲା ଟୁରିଷ୍ଟ ବସ୍‌

ଭଦ୍ରକ,୨୦ା୭(ସନାତନ ରାଉତ): ୧୬ ନଂ. ଜାତୀୟ ରାଜପଥ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଛତାବରପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଏକ ଟୁରିଷ୍ଟ ବସ୍‌ ଓଲଟି ୨ ଜଣ ଗୁରୁତର ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଭଣ୍ଡାରିପୋଖରୀ…

୫ ଦିନ ପରେ ହରିଜନପଡ଼ାକୁ ହେଲା ଜଳଯୋଗାଣ

ଡୁଙ୍ଗୁରିପାଲି,୨୦ା୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଦିଗଶିରା ହରିଜନପଡ଼ାବାସୀ ପାଇପ ପାଣି ପାଇଁ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ପାଇପ ଫାଟି ଯାଇଥିବାରୁ ଏହି ସମସ୍ୟା ଉପୁଜି ଥିଲା। ଦୀର୍ଘଦିନ ଧରି ମରାମତି ନ ହେବାରୁ ଗ୍ରୀଷ୍ମରେ ପରିସ୍ଥିତି ସଙ୍ଗୀନ ରୂପ…

ସ୍ବାବଲମ୍ବୀ କରିଛି ଲଙ୍କାମରିଚ, କଖାରୁ ଚାଷ

ନବରଙ୍ଗପୁର,୨୦।୭(ସଦାଶିବ ପ୍ରହରାଜ)ଚାଷ ପ୍ରତି ବିମୁଖ ଅନେକ ଯୁବକ ଦାଦନ ଖଟିବାକୁ ଯାଉଛନ୍ତି। ନିଯୁକ୍ତି ସୁଯୋଗ ନ ପାଇ ଶିକ୍ଷିତ ଯୁବତୀଯୁବକ ଅନ୍ୟ ବାଟକୁ ଚାଲି ଯାଉଛନ୍ତି। ତେବେ ଚାଷରେ ଭଲ ରୋଜଗାର ରହିଛି। ଏହାର ଉଦାହରଣ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି…

ବାୟାପଡ଼ା ଘାଟିରେ ଭୂସ୍ଖଳନ

କୋରୁକୋଣ୍ଡା,୨୦ା୭(ଅବିନାଶ ବେହେରା): ମାଲକାନଗିରି ଜିଲାରେ ଗତ ତିନି ଦିନ ଧରି ଲଗାଣ ବର୍ଷା ଲାଗିରହିଥିବା ବେଳେ ଜିଲାର ଅଧିକାଂଶ ଅଞ୍ଚଳ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇରହିଛି । ଆଜି ପ୍ରବଳ ବର୍ଷା ଯୋଗୁ ଜିଲାର କୋରୁକୋଣ୍ଡା ବ୍ଲକ ଅନ୍ତରଗତ ନାକାମାମୁ ପଞ୍ଚାୟତର…

ଦୁର୍ଘଟଣାରେ ସାଇକେଲ ଚାଳକଙ୍କ ଜୀବନ ଗଲା

ଚୌଦ୍ୱାର,୨୦ା୭(ଆଶୁତୋଷ ଦାସ): ୫୫ନମ୍ବର ଜାତୀୟ ରାଜପଥ କଟକ ଜିଲା ଚୌଦ୍ୱାର ଧୂମାବତୀ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ପୌରପାଳିକା ୧୩ନମ୍ବର ଓ୍ବାର୍ଡ ପାଇକରାପୁର ଗ୍ରାମର ଅଲିଆ ନାୟକ (୭୬)। ଅଲିଆ…

ଭୁସ୍ଖଳନ ଆଶଙ୍କାରେ ପାହାଡ଼ ରାସ୍ତା ସିଲ୍‌

ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ କୁମ୍ଭାରୀପଦର ଗ୍ରାମରେ ପୁଣି ଭୂସ୍ଖଳନ ହେବା ଆଶଙ୍କା କରି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଗାଁଠାରୁ ପାହାଡ଼ ରାସ୍ତାକୁ ସିଲ୍‌ କରିଦିଆଯାଇଛି। ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। ଏବେ ଲଘୁଚାପ…

ଯୁବକଙ୍କୁ ଗଳାକାଟି ହତ୍ୟା

ବରଗଡ଼ ୨୦।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବୁଧବାର ବିଳମ୍ବିତ ରାତିରେ ଏକା ହତ୍ୟାକାଣ୍ଡ ଘଟିଛି। ବରଗଡ଼ ପୌର ପରିଷଦ ଅଧୀନ ୧ ନଂ ଓ୍ବାର୍ଡର ମାଳପଡ଼ାସ୍ଥିତ ଏକ ନିର୍ମାଣାଧୀନ ଘର ପାଖରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ…

ବ୍ରିଟିଶ ନିର୍ମିତ ବଙ୍ଗଳା ପରିସରରେ ନିର୍ମାଣ ହେବ ପର୍ଯ୍ୟଟନ କ୍ଷେତ୍ର

ମହାକାଳପଡ଼ା,୨୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ଲକ୍‌ଠାରେ ୧୮୮୫ରେ ବ୍ରିଟିଶ୍‌ ଶାସନ ସମୟରେ ଏକ ଷ୍ଟର୍ମ ୱେଭ୍‌ ବା ବାତ୍ୟା ଆଶ୍ରୟସ୍ଥଳ ବା ବଙ୍ଗଳା ନିର୍ମାଣ କରାଯାଇଥିଲା। ସ୍ବାଧୀନତା ପରେ ରାଜ୍ୟ ସରକାରଙ୍କ ଜଳ ସେଚନ…

ଅଙ୍ଗନଓ୍ବାଡି ପିଲାଙ୍କୁ ପୋକ ସାଲୁବାଲୁ ଛତୁଆ

କେନ୍ଦ୍ରାପଡ଼ା,୨୦ା୭(ଜଗନ୍ନାଥ ଧଳ)ସମନ୍ବିତ ଶିଶୁ ବିକାଶ ଯୋଜନାରେ ସରକାରଙ୍କ ତରଫରୁ ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କ ସ୍ବାସ୍ଥ୍ୟ ଗଠନରେ ସହାୟକ ହେବା ନିମନ୍ତେ ପୁଷ୍ଟିକର ଛତୁଆ, ସୁଜି ହାଲୁଆ ଓ ବାଦାମଲଡୁ ଯୋଗାଇ ଦିଆଯାଉଛି। ଏହାର ପ୍ରସ୍ତୁତି ନିମନ୍ତେ ମିଶନଶକ୍ତି…

‘ଛାତ୍ର ସଂସଦ ନିର୍ବାଚନ ଘୋଷଣା କରାଯାଉ’

ଖୋର୍ଦ୍ଧା,୨୦ା୭(ପ୍ରଭାତ ପାଣିଗ୍ରାହୀ)ବିଭିନ୍ନ ପ୍ରସଙ୍ଗ ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି। ଦୀର୍ଘ ୪ବର୍ଷ ହେବ ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରହିଛି। ଗୋଟିଏ ପଟେ କ୍ୟାମ୍ପସରେ ଶାସକ ଦଳ ବିଜୁ ଛାତ୍ର ବାହିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?