ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ
ପଟ୍ଟାମୁଣ୍ଡାଇ,୨୦ା୪(ସ୍ବ.ପ୍ର.): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶାରେ ଆଜିବି ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିଛି। ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ଅପରାହ୍ନରୁ ବାହାରକୁ ବାହାରିବାକୁ ପସନ୍ଦ କରୁନାହାନ୍ତି। ଏପରିସ୍ଥଳେ…
ପିପିଏଲ୍ ପରିସରରେ ଆମୋନିଆ ସମ୍ପର୍କିତ ମକ୍ ଡ୍ରିଲ୍
ପାରାଦୀପ,୨୦ା୪(ସ୍ବ.ପ୍ର.): ପାରାଦୀପ ଫସ୍ଫେଟସ୍ ଲିମିଟେଡ଼ (ପିପିଏଲ) କାରଖାନା ପରିସରରେ ବୁଧବାର ଆମୋନିଆ ଗ୍ୟାସ ନିର୍ଗମନ ଓ ତା’ର ପ୍ରତିକାର ସମ୍ପର୍କିତ ମକ୍ ଡ୍ରିଲ୍ ଅନୁଷ୍ଠିତ ହୋଇଯାଇଛି। କାରଖାନା ଓ ବାଷ୍ଫିତ ବିଭାଗରେ ସହକାରୀ ନିର୍ଦ୍ଦେଶକ ଚନ୍ଦ୍ରକାନ୍ତ ଦଳାଇଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଆୟୋଜିତ…
କୃଷି ଶିକ୍ଷାର ହବ୍ ହେବ ଏନ୍ଆର୍ଆର୍ଆଇ
କଟକ ଅଫିସ,୨୦ା୪: କଟକ ଉପକଣ୍ଠ ବିଦ୍ୟାଧରପୁରଠାରେ ଥିବା ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ (ଏନ୍ଆର୍ଆର୍ଆଇ) କୃଷି ଶିକ୍ଷାର ହବ୍ ପାଲଟିବ। ଏହି ଐତିହାସିକ ପ୍ରତିଷ୍ଠାନ କୃଷି ଗବେଷଣା ସହ ଶିକ୍ଷାଦାନର ଏକ ପ୍ରମୁଖ ପ୍ରତିଷ୍ଠାନ ହେବ। କୃଷିଶିକ୍ଷା ନିମନ୍ତେ ଚୟନ ହୋଇଥିବା…
‘ସମସ୍ତ ଦିବ୍ୟାଙ୍ଗଙ୍କ ନିକଟରେ ସେବା ପହଞ୍ଚତ୍ବ’
ଖୋର୍ଦ୍ଧା ଅଫିସ,୨୦ା୪: ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ଯୋଗାଣ ପାଇଁ ଓଡ଼ିଶା ସରକାର ଏବଂ ଶ୍ରୀ ଭଗବାନ ମହାବୀର ବିକଳାଙ୍ଗ ସହାୟତା ସମିତି (ବିଏମ୍ଭିଏସ୍ଏସ୍) ଜୟପୁରର ମିଳିତ ପ୍ରୟାସରେ ଖୋର୍ଦ୍ଧା ଗୁରୁଜଙ୍ଗଠାରେ ନବନିିର୍ମିତ ବିଜୁ ମହାବୀର ଜୟପୁଟ ଫୁଟ୍ ସେଣ୍ଟରକୁ ବୁଧବାର…
ଜନ ପ୍ରତିନିଧିଙ୍କ ନାଁ ନ ଥିବାରୁ ଫଳକ ଗାଏବ
ବାଳକାଟୀ/ବାଲିପାଟଣା,୨୦୯।୪(ଡି.ଏନ୍.ଏ.): ପୂର୍ତ୍ତ ବିଭାଗ ଡିଭିଜନ ୨ ପକ୍ଷରୁ ଉତ୍ତରାଠାରୁ ନିମାପଡ଼ା ରାସ୍ତାର ଚାରିଥାକିଆ ରାସ୍ତାର ବୁଧବାର ବାଳକାଟୀରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଥିଲା। ହେଲେ କାର୍ଯ୍ୟକ୍ରମର କିଛି ଘଣ୍ଟା ପୂର୍ବରୁ ଫଳକ ହଠାତ୍ ଉଦ୍ଘାଟନ ସ୍ଥଳରୁ ଗାଏବ ହୋଇଯାଇଥିଲା। ଖବରପାଇ ପୋଲିସ…
ପାଣିରେ ଗଲା ୪ ଜୀବନ
ବାଲେଶ୍ୱର ଅଫିସ/ଯାଜପୁର ଟାଉନ/ଟାଙ୍ଗୀ(ଖୋର୍ଦ୍ଧା)(ଡି.ଏନ୍.ଏ.), ୨୦ା୪: ରାଜ୍ୟର ପୃଥକ୍ ସ୍ଥାନରେ ପାଣିରେ ବୁଡ଼ିଯାଇ ବୁଧବାର ୪ ଜଣଙ୍କ ମୃତ୍ୟୁ ଘଟିଛି। ବୁଢ଼ାବଳଙ୍ଗ ନଦୀରେ ଗାଧୋଇବା ବେଳେ ବୁଡ଼ିଯାଇ ଦୁଇ ସମ୍ପର୍କୀୟ ଭାଇଙ୍କ ଜୀବନ ଯାଇଛି। ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଞ୍ଚଳରେ ଏଭଳି…
୧୪ ଜିଲାରେ ବନ୍ଦ ଶାନ୍ତିପୂର୍ଣ୍ଣ
ସମ୍ବଲପୁର(ବ୍ୟୁରୋ)/ନବରଙ୍ଗପୁର(ବି.ପ୍ର.),୨୦ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଗତ ୧୨ ଓ ୧୪ ତାରିଖରେ ସୃଷ୍ଟ ସାମ୍ପ୍ରଦାୟିକ ହିଂସାର ପ୍ରଭାବ ଏବେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାକୁ ବ୍ୟାପିଛି। ଭାଜପା ସମର୍ଥନରେ ବୁଧବାର ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ଆହ୍ବାନକ୍ରମେ…
ବଢୁଛି ତାପମାତ୍ରା: ପ୍ରବଳ ଗରମରେ ଲୋକେ ଛଟପଟ
ବାଲିଗୁଡ଼ା,୧୯ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଆଜକୁ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଜଳସ୍ତର କମିବାରେ ଲାଗିଛି। ପ୍ରତିଦିନର ତାପମାତ୍ରା ୪୦ରୁ ୪୧ଡିଗ୍ରୀ ରହୁଛି। ତାପମାତ୍ରା ବୃଦ୍ଧି…
ଭାଲୁ ଆକ୍ରମଣରେ ବାପା-ପୁଅ ଗୁରୁତର
କେନ୍ଦୁଝର,୧୯।୪(ସ୍ବ.ପ୍ର.): ସଦର ରେଞ୍ଜ ଅନ୍ତର୍ଗତ ପଳାଶପଙ୍ଗା ପଞ୍ଚାୟତ ସତେଇଭଞ୍ଜ ପାହାଡ ପାଶର୍ବ ନିକଟବର୍ତ୍ତୀ ଶ୍ରୀ ଜଗନ୍ନାଥ କାରଖାନା ରାସ୍ତା ସମ୍ମୁଖରେ ବୁଧବାର ଭାଲୁ ଆକ୍ରମଣରେ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ କାଉଁରୀକଳା ପଞ୍ଚାୟତ ଖୁଣ୍ଟାପଡା ଗ୍ରାମର ଦୁଲ୍ଲଭ ମୁଣ୍ତା(୪୫) ସାନପୁଅ…
ଜୁଆଆଡ୍ଡାରେ ବଡ଼ଧରଣର ଚଢ଼ାଉ: ୯ ଗିରଫ, ୧୨ କାର୍ ଜବତ
ବରଗଡ଼ ଅଫିସ/ସୋହେଲା୧୯ା୪(ଡି.ଏନ୍.ଏ.): ବରଗଡ଼ ଜିଲା ପୋଲିସ ସ୍ପେଶାଲ ସ୍କ୍ବାଡ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଜୁଆଆଡ୍ଡାରେ ଚଢ଼ାଉ କରିଥିଲା। ଜିଲାର ସୋହେଲା ଥାନା ଲୁହୁରାଚଟି ନିକଟ ରାଜସ୍ଥାନୀ ଢାବା ପଛପଟେ ଚାଲିଥିବା ଏହି ଜୁଆଆଡ୍ଡାରୁ ପୋଲିସ ନଗଦ ୨ଲକ୍ଷ ୫୪ହଜାର…
ଦ୍ୱିତୀୟ ଗୁରୁପ୍ରିୟା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍ପି
ଚିତ୍ରକୋଣ୍ଡା,୧୯ା୪(ଡି.ଏନ୍.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ଆଦିବାସୀ ବହୁଳ ତଥା ମାଓବାଦୀ ପ୍ରବଣ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ ଯନ୍ତ୍ରୀକୁ ଜଳପଥ ଦେଇ ଲଞ୍ଚ ଯୋଗେ ୪୦ କିଲୋମିଟର ଜଳଯାତ୍ରା କରି ନବରଙ୍ଗପୁର ଏମ୍ପି ରମେଶ…
ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହଙ୍କ ଯୋଡ଼ା-ବଡ଼ବିଲ ଗସ୍ତ
ବଡ଼ବିଲ,୧୯ା୪(ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ଓ ସୂଚନା ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହ ବୁଧବାର କେନ୍ଦୁଝର ଜିଲା ଯୋଡ଼ା-ବଡ଼ବିଲ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଶ୍ରୀ ସିଂହ, ପ୍ରଥମେ ଯୋଡ଼ା ବ୍ଲକ କଣ୍ଡରାଠାରେ ନିର୍ମାଣାଧୀନ…
Archives


