ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ
ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ ବିଶିଷ୍ଟ ବ୍ୟକ୍ତି ଓ ରାଜନୈତିକ ବ୍ୟକ୍ତି ବିଶେଷ ଫୁଲତୋଡ଼ା ଓ ନେଇ ଯାଇଥାନ୍ତି l…
ବାଇକ୍ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…
କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ ଓ ପୁତୁରା ଯାଉଥିବା ବେଳେ ମାଞ୍ଜା ଗୁଡ଼ି ସୂତା ଆସି ଗୁଡ଼ାଇ ହୋଇଯାଇଥିଲା। ଏଥିରେ…
ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…
ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର ଯାତ୍ରା ହେଉଥିବାବେଳେ ସେଠାରେ ବେଆଇନ ଭାବରେ କୁକୁଡ଼ା ଲଢ଼େଇ ଚାଲିଥିଲା । ପାଖାପାଖି ୧୦ହଜାରରୁ…
ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ
ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ ଲୋକମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି । ବୁଧବାର ସକାଳୁ ହାତୀଟି ଘସିପୁରା ବଜାର ଦେଇ…
ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ବନ ବିଭାଗ ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶିବିରରେ ଦିଗପହଣ୍ଡି…
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ
ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନୂଆବର୍ଷ ପାଇଁ ଯେଉଁ କ୍ୟାଲେଣ୍ଡର ଛପାଯାଇଛି…
ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…
ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାରୁ ବୁଧବାର ଭୋର ସମୟରେ ସୁମନ୍ତ ବେହେରାଙ୍କ ସ୍ତ୍ରୀ ଝିଲି ବେହେରା (୩୫) ଘର…
ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା ଥାନା ପୋଲିସ ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ…
୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ…
ଜାଲ୍ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ
ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍ର ପର୍ଦ୍ଦାଫାଶ କରିଛି। ଜାଲ୍ କାଗଜପତ୍ର ମାଧ୍ୟମରେ ଅବୈଧ ଅସ୍ତ୍ର ଲାଇସେନ୍ସ ସଂଗ୍ରହ ଏବଂ ଅସ୍ତ୍ର ଚାଲାଣ କରୁଥିବା ଏହି…
ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର ଲୋକେ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଉପଭୋଗ କରିବା ପାଇଁ ଏଠାକୁ ଧାଇଁଆସନ୍ତି। ବରଗଡ଼ ଧନୁଯାତ୍ରା…
ଚମକିଲେ କୁନି ଝିଅ: ଇଫ୍ରାତ୍ ଜୋଏଲ୍ଙ୍କୁ ଲିଟିଲ ମିସ୍ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ ପୁଣି ଚମକିଛନ୍ତି। ସେହେଲେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡାର ଇଫ୍ରାତ୍ ଜୋଏଲ୍(୯)।…
Archives


