ଆମ ଜିଲା ଖବର

ଅସୁରକ୍ଷିତ ଛାତ ତଳେ ଦେଶର ଭବିଷ୍ୟତ

ଟେନସା,୧୭ା୭(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ କାଲଟା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୋଡା ଗୀର୍ଜା ଟୋଲା ରେ ଥିବା ଅଙ୍ଗନବାଡି କେନ୍ଦ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ହୋଇପଡିଛି । ଏହି ଅଙ୍ଗନବାଡି କେନ୍ଦ୍ର ଏବେ ଅସୁରକ୍ଷିତ ହୋଇପଡିଛି।…

ବିଧବା, ବୃଦ୍ଧାଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ଆବାସ

ଲାଠୋର,୧୭ା୭(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପଞ୍ଚାୟତ ସଦର ଗ୍ରାମ ଆଦର୍ଶ ପଡ଼ାର କେତେକ ବିଧବା ଏବଂ ବୃଦ୍ଧାଙ୍କୁ ମିଳିନି ପ୍ରଧାନମନ୍ତ୍ରୀ ଆବାସ। ଏ ନେଇ ସେମାନେ ବିଭିନ୍ନ ସମୟରେ ଆବେଦନ କରି ଆସୁଥିଲେ ହେଁ ସେମାନଙ୍କ କଥା…

ଥାନାରେ ଖତ ଖାଉଛିି ଜବତ ଗାଡ଼ି

ଭବାନୀପାଟଣା,୧୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଥାନାଗୁଡିକରେ ବିଭିନ୍ନ ମାମଲାରେ ଜବତ ଦୁଇ, ଚାରିଚକିଆ ଗାଡ଼ିଗୁଡିକଦୀର୍ଘ ବର୍ଷ ହେବ ଥାନା ପରିସରରେ ପଡିରହିଛି। ମାମଲାର ଫଇସଲା ହେଉ ନ ଥିବାରୁ ସେଗୁଡିକ ଦୀର୍ଘ ବର୍ଷ ହେଲା ଖୋଲା ଆକାଶ ତଳେ ଖରା…

୫-ଟି ସଚିବଙ୍କୁ ଅଭିଯୋଗ ପରେ ବି ଇକୋ ପାର୍କ ରାସ୍ତା ହେଲାନି

ମାଲକାନଗିରି,୧୭ା୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ମହକୁମାଠାରୁ ୫ କି.ମି.ଦୂର ସତୀଗୁଡା ଜଳଭଣ୍ଡାରକୁ ଲାଗି ପ୍ରାକୃତିକ ପର୍ଯ୍ୟଟନ ସ୍ଥଳି ରହିଛି। ମାଲକାନଗିରି-ଜୟପୁର ଜାତୀୟ ରାଜପଥ ଡ୍ୟାମ୍‌ ସାଇଡ୍‌ ଛକଠାରୁ ପର୍ଯ୍ୟଟନ ସ୍ଥଳୀ ଯିବା ପାଇଁ ୫ କି.ମି.ରାସ୍ତା ୪ ବର୍ଷ ହେଲା…

ସୀମାନ୍ତରେ ଭୁଶୁଡ଼ିପଡ଼ିଛି ପ୍ରାକ୍‌ଶିକ୍ଷା ବ୍ୟବସ୍ଥା

ନନ୍ଦପୁର,୧୭ା୭ (ଶଙ୍କର ପୂଜାରୀ): କୋରାପୁଟ ଜିଲା ଆନ୍ଧ୍ର ସୀମାନ୍ତରେ ପ୍ରାକ୍‌ଶିକ୍ଷା ବ୍ୟବସ୍ଥା ଭୁଶୁଡିପଡିଛି। ଓଡ଼ିଆ ଭାଷାଠାରୁ କ୍ରମଃଶ ଦୂରେଇ ଯାଉଛନ୍ତି ସୀମାନ୍ତବାସୀ। ଦୁର୍ବଳ ଭିତ୍ତିଭୂମି ସାଙ୍ଗକୁ ଛାତ୍ରୀଛାତ୍ର ଅଭାବ, ଶ୍ରେଣୀ ଅନୁପାତରେ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଭାବ, ଖାଦ୍ୟପେୟ, ପ୍ରୋତ୍ସାହନ, ଖେଳ ପଡିଆ,…

ଘର ଭାଙ୍ଗି ଧାନଚାଉଳ ଖାଇଗଲା ଦନ୍ତା, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ପାଟଣା,୧୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ଗୁରୁବାରଠାରୁ ଏକ ଗୋଠଛଡ଼ା ଦନ୍ତାହାତୀ ସଦର ରେଞ୍ଜରୁ ପ୍ରବେଶ କରି ଉପଦ୍ରବ ଜାରି ରଖିଥିବା ଦେଖିବାକୁ ମିଳିଛି। ରବିବାର ରାତିରେ ଏହି ରେଞ୍ଜ କ୍ଷୀରେଇଟାଙ୍ଗିରି ବିଟ୍‌ ଅଧିନସ୍ଥ କ୍ଷୀରେଇଟାଙ୍ଗିରି ଗ୍ରାମର ବଳଭଦ୍ର ନାଏକଙ୍କ…

୩ କି.ମି. ରାସ୍ତା ଶୋଚନୀୟ

ବଇଣ୍ଡା,୧୭।୭ (ପରିକ୍ଷିତ ସାହୁ): ଗ୍ରାମାଞ୍ଚଳକୁ ଗମନାଗମନ ସଦୃଢ଼ କରିବାକୁ ଚାଲିଛି ଯୋଜନା। ଖର୍ଚ୍ଚ ହେଉଛି ବହୁକୋଟି ଟଙ୍କା। ହେଲେ ସାମାନ୍ୟ ବର୍ଷାରେ ବାରି ହୋଇପଡୁଛି ବାସ୍ତବ ସ୍ଥିତି। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ସାନହୁଲା ପଞ୍ଚାୟତର ସାନହୁଲା ଭାୟା ମିଣ୍ଡୋଳ ଦେଇ…

ବାଲ୍ୟ ବିବାହମୁକ୍ତ ଜିଲା ଘୋଷଣା ଭେଳିକି

ବ୍ରହ୍ମପୁର,୧୭ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାକୁ ୨୦୨୨ ଜାନୁୟାରୀ ୩ତାରିଖରେ ବାଲ୍ୟବିବାହ ମୁକ୍ତ ଜିଲା ଘୋଷଣା କରାଯାଇଥିଲା। କିନ୍ତୁ ସେହି ବର୍ଷ ଗଞ୍ଜାମ ଜିଲାରେ ୩୩୧ ବାଲ୍ୟବିବାହ ଯୋଜନା ଚାଲିଥିବା ବେଳେ ପ୍ରଶାସନ ବନ୍ଦ କରିଥିଲା। ନବାଳିକା ବିବାହ ଖବରପାଇ ପ୍ରଶାସନିକ…

ବର୍ଷା ଆସିଲେ ଦାଣ୍ଡରେ ହୁଡ଼ା

ପରଜଙ୍ଗ, ୧୭।୭(ନିଗମାନନ୍ଦ ଦଳବେହେରା): ଆଷାଢ଼ ଆସିଲେ ଚିନ୍ତା ବଢ଼େ। ବର୍ଷାପାଣି ଯେପରି ଘରେ ନ ପଶିବ, ସେଥିଲାଗି ସଜାଗ ହୋଇଯାଆନ୍ତି ଗାଁ ଲୋକେ। ଏଥିଲାଗି ଘର ସମ୍ମୁଖ ଦାଣ୍ଡରେ ମାଟିରେ ହୁଡ଼ା ବାନ୍ଧନ୍ତି। ପଞ୍ଚାୟତ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀଙ୍କ ଅବହେଳା…

ଯୋଗ୍ୟ ହୋଇ ବି ମିଳିଲାନି ଆବାସ

ତିହିଡି,୧୭।୭(ସଞ୍ଜିତ ବଳ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀମାନଙ୍କୁ ଘର ଯୋଗାଇ ଦିଆଯିବା ସହ ନିର୍ମାଣ କାର୍ଯ୍ୟ ପାଇଁ ପ୍ରଥମ କିସ୍ତି ଟଙ୍କା ମଧ୍ୟ ମିଳିସାରିଛି। ଅଯୋଗ୍ୟମାନେ ଘର ହାତେଇ ନେଉଥିବା ବେଳେ ଯୋଗ୍ୟ ହିତାଧିକାରୀ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହେଉଛି। ପ୍ରଧାନମନ୍ତ୍ରୀ…

ଅତିଥି ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ରାଜ୍ୟ ସରକାର ୫-ଟି ଜରିଆରେ ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଉନ୍ନତୀକରଣ କରୁଛନ୍ତି। ଶିକ୍ଷା ପ୍ରତି ପିଲାଙ୍କୁ ଆକର୍ଷିତ କରିବା ଓ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବାକୁ ଅନେକ କୋଟି ଟଙ୍କା ଖର୍ଚ୍ଚ ହେଉଛି। ମାତ୍ର ମୟୂରଭଞ୍ଜ ଜିଲା ଶୁଳିଆପଦା…

କସିପଦା ପଞ୍ଚାୟତ ହାଇସ୍କୁଲ ଶିକ୍ଷକ ଶୂନ

ରୂପସା, ୧୭।୭(ବାଞ୍ଛାନିଧି ଦେ): ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ଅଧୀନ କସିପଦା ପଞ୍ଚାୟତ ହାଇସ୍କୁଲ ଏବେ ଦୁର୍ଦ୍ଦିନରେ ଗତି କରୁଛି। ଚଳିତ ଶିକ୍ଷାବର୍ଷରେ ଅଷ୍ଟମରୁ ଦଶମ ଶ୍ରେଣୀରେ ୨୨୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ କୌଣସି ଶିକ୍ଷକ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?