ଆମ ଜିଲା ଖବର

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ ବିଚିତ୍ର ନୀତି ଦେଖିବାକୁ ମିଳିଛି। ଏହି ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ମାଣ୍ଡିଆପଦର ଗ୍ରାମ…

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା ଏବଂ ବୃନ୍ଦାବନ ପଡ଼ିଆ ମଧ୍ୟ ଅଛି। କେବଳ ସେତିକି ନୁହେଁ, ଏଠାରେ ଶ୍ରୀକୃଷ୍ଣ ଥିବାବେଳେ…

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏଲ. ଗୌରୀ ରେଡ୍ଡୀ ଓ ତାଙ୍କ ସ୍ବାମୀଙ୍କ ମଧ୍ୟରେ କୌଣସି…

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ ଛତ୍ରପୁରସ୍ଥିତ ଜିଲା ଯୋଗାଣ ଅଧିକାରଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସମସ୍ତ ଚାଷୀଙ୍କ କିପରି…

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ ଓପନ ଟାଏକୋଣ୍ଡୋ ପ୍ରତିଯୋଗିତାରେ କନ୍ଧମାଳ ଜିଲାରୁ ୨୫ ଜଣ ଛାତ୍ରୀଛାତ୍ର ଭାଗ ନେଇଥିଲେ।…

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ ନୌକା ଓ ତୀର ଚାଳନା ପ୍ରତିଯୋଗିତା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ମଙ୍ଗଳବାର…

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ ମୃତଦେହକୁ କିଏ ଏବଂ କାହିଁକି ଫିଙ୍ଗି ଦେଇ ଚାଲିଯାଇଛି ତାହା…

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ ମ୍ୟାଚରେ କନ୍ଧମାଳ ଜିଲା ଦାରିଙ୍ଗିବାଡି ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ ଗଜପତି…

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ ବୋଇରାଣୀ ମଧ୍ୟରେ ହୋଇଥିଲା। ଏଥିରେ ବୋଇରାଣୀ ୫ ଉଇକେଟରେ ବିଜୟୀ ହୋଇଥିଲା। ସାନକୋଦଣ୍ଡା ପ୍ରଥମେ…

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ ମ୍ୟାଚରେ କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ଗ୍ରାମର ଭଲିବଲ ଟିମ୍‌ ପ୍ରତିପକ୍ଷ ଗଜପତି ଜିଲା ମୋହନା…

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀ  ବିକ୍ଷୋଭ ଅନୁଷ୍ଠିତ ହୋଇଥିଲା।ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ର କାର୍ଯ୍ୟକର୍ତ୍ତା, ବହୁ ସଂଖ୍ୟକ ସଭ୍ୟ…

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା କରିଛନ୍ତି। ଏହି ଉପଲକ୍ଷେ  ବିଜେଡି ସୁପ୍ରିମୋ  କଳାହାଣ୍ଡି ଜିଲା  କେସିଙ୍ଗା ବ୍ଲକ ବିଜେଡିର ସାଧାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri