ଆମ ଜିଲା ଖବର

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ଧନୁଯାତ୍ରା ପଡ଼ିଆକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ଏକ ସୁସଜ୍ଜିତ ହାତୀ ପିଠିରେ…

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ ମନମୁଣ୍ଡା ଟିମ୍‌ ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ମନମୁଣ୍ଡା ଦଳ କର୍ଣ୍ଣିବେଡ଼ାକୁ ୧୧୪ ରନ୍‌ରେ…

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି ପରିବାର ଲୋକେ। ଏଭଳି ଏକ ଅଭାବନୀୟ…

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଫାର୍ମାସିଷ୍ଟମାନେ ପଦୋନ୍ନତି ପାଇଁ ଦୀର୍ଘ ବର୍ଷରୁ ଦାବି…

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର ଗ୍ରାମରେ ଏମପିଙ୍କ ବାସଭବନ ହୋଇଥିବା ବେଳେ କେହି ଦୃର୍ବୁତ୍ତ ତାଙ୍କ ଘର ଉପରକୁ ମଦ…

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼ ହେବ ବୋଲି ଆଶା କରାଯାଉଛି। ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷଣା ପରେ ସେମାନଙ୍କ ସମର୍ଥକମାନେ…

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’ ହେବ ବୋଲି BMC ପକ୍ଷରୁ କୁହାଯାଇଛି। ଉତ୍ସବ ଜନପଥର ମାଷ୍ଟରକ୍ୟାଣ୍ଟିନ ଏବଂ ରାମ ମନ୍ଦିର…

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ। ମିଳିଥିବା ସୂଚନାନୁଯାୟୀ, ସନ୍ଧ୍ୟା ୬ଟାରେ ରଙ୍ଗମହଲରେ ପହଞ୍ଚି ସନ୍ଧ୍ୟା ୭ଟା ୨୫ ମିନିଟ ପର୍ଯ୍ୟନ୍ତ…

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ…

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ତାମିଲନାଡୁ ସରକାରଙ୍କୁ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା ଦର୍ଶାଇ ମୃତଦେହକୁ ଘରୋଇ ହସ୍ପିଟାଲ ସମ୍ମୁଖରେ ରଖି ନ୍ୟାୟ ଦାବିରେ ଲୋକେ ଧାରଣାରେ ବସିଛନ୍ତି…

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ ପ୍ରତାପ ଦିଗଲ ଓ ତାଙ୍କ ସହଯୋଗୀ। ଉଭୟଙ୍କ ଘର କନ୍ଧମାଳ ଅଞ୍ଚଳରେ। ପ୍ରତାପ ପୂର୍ବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri