ଆମ ଜିଲା ଖବର

ମହଙ୍ଗା ପଡ଼ିଲା ଅନଧିକୃତ ସାଇଲେନ୍ସର: ୪୫ ହଜାର ଗଣିଲେ ୯ ବାଇକ୍‌ ଚାଳକ

ବରଗଡ଼,୧୧।୭(ପ୍ରେମାନନ୍ଦ ଖମାରୀ): ବାଇକ୍‌ରେ ଉଚ୍ଚଶବ୍ଦ ସୃଷ୍ଟି ତଥା ଅନଧିକୃତ ସାଇଲେନ୍ସର ବ୍ୟବହାର କରୁଥିବା ବାଇକ୍‌ ଚାଳକଙ୍କୁ ଧରିବା ପାଇଁ ବରଗଡ଼ ପୋଲିସ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି। ଏହି ଅଭିଯାନରେ ମଙ୍ଗଳବାର ପୋଲିସ ୯ବାଇକ୍‌ ଆରୋହୀଙ୍କୁ ଧରିଛି। ସେମାନଙ୍କଠାରୁ ପୋଲିସ ୪୫ହଜାର…

୪ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଅଧ୍ୟାପକ

ବାରିପଦା,୧୨ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ନିଖିଳ ଓଡ଼ିଶା ୬୬୨(+୨ ଓ +୩)ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକ ଓ କର୍ମଚାରୀ ସଂଘ ମୟୂରଭଞ୍ଜ ଜିଲା ଶାଖା ପକ୍ଷରୁ ୪ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆସନ୍ତା ୨୦ ତାରିଖ…

ପାଣି ଅଭାବରୁ ତଳିଘେରା ଫାଟି ଆଁ

ନବରଙ୍ଗପୁର, ୧୨।୭ (ସଦାଶିବ ପ୍ରହରାଜ): ଶ୍ରାବଣରେ ବର୍ଷା ଉଭାନ। ନବରଙ୍ଗପୁର ଜିଲାରେ ଶ୍ରାବଣ ମାସରେ ଭୀଷଣ ଗୁଳୁଗୁଳି ହେଉଛି। ଜୁନ୍‌ ଓ ଜୁଲାଇରେ ଅତି କମ୍‌ ପରିମାଣର ବର୍ଷା ଯୋଗୁ ତଳି ଘେରା ଫାଟି ଆଁ କଲାଣି। ଜଳସେଚନ ବିହୀନ ନବରଙ୍ଗପୁର…

ହକ୍‌ ପାଇଁ ସ୍ବାମୀଙ୍କ ଘର ସମ୍ମୁଖରେ ବସିଲେ

ଅନୁଗୋଳ,(ଅମିତ କୁମାର ସାମଲ)/ କଣିହଁା, (ସଚିଦାନନ୍ଦ ପ୍ରଧାନ), ପାଲଲହଡ଼ା, (ଦିବ୍ୟଜ୍ୟୋତି ଦାଶ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ), ୧୨।୭: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୨ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଥିବା ୫-ଟି ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ ମଙ୍ଗଳବାର…

ପଥର ହଟିଲା, ମରାମତି ପରେ ସ୍ବାଭାବିକ ହେଲା ରେଳ ଚଳାଚଳ

ନନ୍ଦପୁର, ୧୨।୭(ଶଙ୍କର ପୂଜାରୀ): କୋଟଭାଲସା ଓ ବରା ଷ୍ଟେଶନ ମଧ୍ୟଭାଗରେ ପାହାଡ ଉପରୁ ସୋମବାର ଏକ ବଡ଼ ପଥର ଖସି ରେଳ ଧାରଣାରେ ପଡ଼ିଥିଲା। ଫଳରେ ସୋମବାର ସନ୍ଧ୍ୟାରୁ ବିଶାଖାପାଟଣା-କିରାଣ୍ଡୁଲ ରେଳ ଧାରଣାରେ ରେଳ ଚଳାଚଳ ବନ୍ଦ ରହିଥିଲା। ଏହି ରୁଟ୍‌ରେ…

ଜାଇଲୋ ଗାଡ଼ିରେ ଛେଳି ଚୋରି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ଥାନା ଅନ୍ତର୍ଗତ ଦହିଗାଁ ଗ୍ରାମରୁ ଛେଳି ଚୋରି ଘଟଣାରେ ଏକ ଜାଇଲୋ ଗାଡ଼ି ଜବତ ହୋଇଛି। ସୋମବାର ବିଳମ୍ବିତ ରାତିରେ ଉକ୍ତ ଗ୍ରାମର କାର୍ତ୍ତିକ ବରିହାଙ୍କ ଘରୁ ୩ଟି ଛେଳି ଚୋରି…

ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ

ବଅଁରପାଳ,୧୨।୭(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ନାଲ୍‌କୋ ପକ୍ଷରୁ କୁଲାଡ଼ସ୍ଥିତ ଏଫ୍‌ସିଆଇ ଛକଠାରେ ନିର୍ମାଣ କରାଯାଇଥିବା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଦୀର୍ଘଦିନ ହେଲା ଅଚଳ ହୋଇପଡିଛି। ଫଳରେ ବଜାରବାସୀ ଓ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରକାଶ ଯେ, ଏଫ୍‌ସିଆଇ ଛକରେ…

ଶୀଘ୍ର କାର୍ଯ୍ୟକ୍ଷମ ହେବ ମେଗା ପାଇପ୍‌ ଜଳ ପ୍ରକଳ୍ପ

ଅନୁଗୋଳ,(ଅମିତ କୁମାର ସାମଲ)/ କଣିହଁା, (ସଚିଦାନନ୍ଦ ପ୍ରଧାନ), ପାଲଲହଡ଼ା, (ଦିବ୍ୟଜ୍ୟୋତି ଦାଶ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ), ୧୨।୭ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୨ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଥିବା ୫-ଟି ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ ମଙ୍ଗଳବାର…

ତାମାଙ୍ଗିକୁ ବର୍ଷେ ହେଲା ଚାଲିନି ବସ୍‌

ଦାରିଙ୍ଗବାଡି,୧୨।୭(ଅରୁଣ ସାହୁ ): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ଦୁର୍ଗମ ତାମାଙ୍ଗି ଗ୍ରାମକୁ ସଂଯୋଗୀକରଣ ପୋଲ ନିର୍ମାଣରେ ବିଳମ୍ବ ହେବାରୁ ଗତ ୧ ବର୍ଷ ହେଲା ବସ ଚଳାଚଳ ବନ୍ଦ ହୋଇଯାଇଛି । ଫଳରେ ତାମାଙ୍ଗି ଗ୍ରାମ ସମେତ କୁମ୍ଭାରିପଦର, ପୀଡ଼ିକାରିପି,…

ବାଉଁଶ ଦୋଳାରେ ବୁହାହେଲେ ରୋଗୀ

ଭଦ୍ରକ, ୧୨।୭ (ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଚଡ଼ଦିଆ ପଞ୍ଚାୟତର ହରିଶପୁର ଗଁା ରାସ୍ତା କାଦୁଅ ପଚପଚ ହୋଇଛି। ଫଳରେ ଗଁାକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ଜଣେ ଗୁରୁତର ରୋଗୀଙ୍କୁ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ବାଉଁଶ ଦୋଳାରେ…

ଆଗରପଡ଼ା ବଜାରରେ ଟ୍ରାଫିକ୍‌ ସମସ୍ୟା

ଆଗରପଡ଼ା, ୧୨।୭ (ସୁଶାନ୍ତ କୁମାର ଦାଶ): ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲାର ସୀମାନ୍ତରେ ଅବସ୍ଥିତ ଆଗରପଡ଼ା ବଜାର। ଏହି ବଜାର ଉପରେ ୩ ଜିଲା ସହ ମୟୂରଭଞ୍ଜର କେତେକାଂଶର ଲୋକେ ପ୍ରତ୍ୟେହ ଗମନାଗମନ ପାଇଁ ନିର୍ଭର କରନ୍ତି। ଆଗରପଡ଼ା ବଜାର…

ଅସୁରକ୍ଷିତ ହାତୀପଲ

କେନ୍ଦୁଝର, ୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦେଇ ଯାଇଥିବା ଜଖପୁରା-ବାଂଶପାଣି ରେଳଧାରଣା ପାଲଟିଛି ହାତୀଙ୍କ ମରଣଯନ୍ତା। ଗତ ୨୦୧୨ରୁ ଅଦ୍ୟାବଧି ରେଳ ଦୁର୍ଘଟଣାରେ ୧୧ ହାତୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏନେଇ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା କରାଯାଉନାହିଁ। ରେଳ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?