ଆମ ଜିଲା ଖବର

ଜିଲାରେ ଡେଙ୍ଗୁ ବ୍ୟାପିବା ଆଶଙ୍କା

ବାଲେଶ୍ୱର,୧୦।୭ (ମାନସ ବିଶ୍ୱାଳ) : ବାଲେଶ୍ୱର ଜିଲାରେ ଡେଙ୍ଗୁ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ନିୟନ୍ତ୍ରଣ ଲାଗି ତପତ୍ରତା ଦେଖାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା ସହ ଘର ଘର ବୁଲି ସଚେତନ…

ଜଣଙ୍କ ନାମରେ କାର୍ଯ୍ୟାଦେଶ, ଆଉ ଜଣଙ୍କୁ କିସ୍ତି

ଆନନ୍ଦପୁର(ସନ୍ତୋଷ ରାଉତ)/କଣ୍ଟିପାଳ(ସୁଶାନ୍ତ ସାହୁ),୧୦ା୭: କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ଆବାସ କାର୍ଯ୍ୟାଦେଶକୁ ନେଇ ସବୁ ସମୟରେ ଚର୍ଚ୍ଚା ଲାଗି ରହିଛି। ନିକଟରେ ମୋଚିନ୍ଦା ପଞ୍ଚାୟତର ହିତାଧିକାରୀ ପ୍ରଭାତ କୁମାର ସାହୁଙ୍କୁ ଆବାସ କାର୍ଯ୍ୟାଦେଶ ମିଳିଥିଲେ ସୁଦ୍ଧା ଦୀର୍ଘ ୧୫ ଦିନ ପରେ…

କାମରେ ଲାଗୁନି ଖଣି ସ୍କ୍ବାଡ୍‌

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଖଣି ଚୋରି ଓ ଖଣିଜପଥର ମାନ ହେରଫେର କରି ବେଆଇନ ଚାଲାଣ ରୋକିବା ପାଇଁ ଗଠନ ହୋଇଥିବା ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଠିକ୍‌ ଭାବେ କାମ କରୁନାହିଁ। ଗତ କିଛି ମାସ ହେବ ଧରପଗଡ଼ ହେଉ…

ଅସୁରକ୍ଷିତ ଗୃହରେ ଖଇରା ସଂସ୍କୃତ ବିଦ୍ୟାଳୟ

ଖଇରା, ୧୦।୭(ଉତ୍କଳବନ୍ଧୁ ପଣ୍ଡା) : ବାଲେଶ୍ୱର ଜିଲାର ଖଇରା ବଜାରଠାରୁ ପଳସା-ଡୁଙ୍ଗୁରା ରାସ୍ତାର ମାତ୍ର ୫ଶହ ମିଟର ଆଗକୁ ଗଲେ ପଡେ ଖଇରା ସଂସ୍କୃତ ବିଦ୍ୟାଳୟ। ଖଇରା ବଜାର ପଛ ପାର୍ଶ୍ୱରେ ଥିବା ଏହି ବିଦ୍ୟାଳୟ ଦୀପତଳ ଅନ୍ଧାର ଭଳି ପ୍ରଶାସନ…

ମିଥ୍ୟା ସୂଚନାର ତଦନ୍ତ କରି ବନ ବିଭାଗ ନାକେଦମ

ନୟାଗଡ଼,୧୦।୭(ଲୋକନାଥ ମିଶ୍ର): ହାତୀ ଦାନ୍ତ, ବାଘ ଛାଲ ଓ ଚନ୍ଦନ କାଠ ବ୍ୟବସାୟର ଗୁମର ଖୋଲି ବ୍ୟବସାୟୀଙ୍କୁ ଗିରଫ କରିବାକୁ ବନ ବିଭାଗ ପକ୍ଷରୁ କରାଯାଇଥିବା ଖୋଳତାଡ଼ ଓ ତଦନ୍ତ ବିଫଳ ହୋଇଛି। ମିଥ୍ୟ ସୂଚନାର ତଦନ୍ତ କରି ବନ ବିଭାଗ…

ପାଇକ ସ୍ମାରକୀକୁ ନେଇ ଶ୍ରେୟ ରାଜନୀତି

ଖୋର୍ଦ୍ଧା ଅଫିସ,୧୦ା୭: ପାଇକ ବିଦ୍ରୋହ ଓଡ଼ିଆ ଜାତିର ଅସ୍ମିତା। ଏ ଜାତିର ଗର୍ବ ଓ ଗୌରବ। ଏହି ବିଦ୍ରୋହକୁ ପ୍ରଥମ ଭାରତୀୟ ସ୍ବାଧୀନତା ଆନ୍ଦୋଳନ ମାନ୍ୟତା ପାଇଁ ଦାବି ହୋଇଆସୁଛି। ଦେଶକୁ ଇଂରେଜଙ୍କ କବଳରୁ ମୁକ୍ତ ପାଇଁ ପାଇକ ବୀରଙ୍କ ବୀରତ୍ୱର…

କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା

ବାଲେଶ୍ୱର,୧୦ା୭(ମାନସ ବିଶ୍ୱାଳ): ବାଲେଶ୍ୱରରେ ଥିବା ଝାଡ଼େଶ୍ୱର କଲେଜରେ ଛାତ୍ରୀଙ୍କୁ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ବାରମ୍ବାର ମାନସିକ ନିର୍ଯାତନା ଯୋଗୁ ଶେଷରେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଝାଡ଼େଶ୍ୱର ଯୁକ୍ତଦୁଇ ବିଜ୍ଞାନ…

ଚିଲିକାରୁ ୮୭୦ ହେକ୍ଟର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୧୦ା୭(ସଂଗ୍ରାମ ପାଇକରାୟ): ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ପୁଣି ଥରେ ଚିଲିକାରୁ ଘେରି ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ଶନିବାର ଚିଲିକା ତହସିଲଦାର ଦିଲ୍ଲୀପ କୁମାର ଷଡଙ୍ଗୀଙ୍କ ତତ୍ତ୍ୱାବଧାନରେ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରାଯାଇଥିଲା।…

ପ୍ରମାଣ ସତ୍ତ୍ୱେ ତଦନ୍ତ ପାଇଁ ପଛଘୁଞ୍ଚା

ଖୋର୍ଦ୍ଧା,୧୦ା୭(ପ୍ରଭାତ ପାଣିଗ୍ରାହୀ): ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଯୋଗ୍ୟତାରେ ଡାକ୍ତରୀ ପାଠ ପଢୁଥିବା ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ରାଜ୍ୟ ଆୟୁଷ ନିର୍ଦ୍ଦେଶାଳୟ ପକ୍ଷରୁ ତପତ୍ରତା ପ୍ରକାଶ ପାଇଥିଲା। ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଏ ସଂକ୍ରାନ୍ତରେ ନ୍ୟାଶନାଲ…

କ୍ରଶରରେ ବ୍ଲାଷ୍ଟିଂ, ଥରିଲା ଗାଁ

ପାଟଣା,୧୦ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଟାଙ୍ଗରପଡ଼ା ଆରଆଇ ସର୍କଲ ଅଧୀନ ଅଙ୍କୁରା ସ୍କୁଲସାହି ତଥା ହୁଡ଼ି ସାହିରେ ଥିବା ଏକ କ୍ରଶରରେ ରବିବାର ବ୍ଲାଷ୍ଟିଂ ବେଳେ ହଠାତ୍‌ ଗାଁ ଥରି ଉଠିଥିଲା। ବଡ଼ ବଡ଼ ପଥରଖଣ୍ଡ ପାଖ…

ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ

କାଏମା,୧୦ା୭( ଶିବପ୍ରସାଦ ମହାନ୍ତି) : ଜଳ ହିଁ ଜୀବନ। ହେଲେ ଗ୍ରୀଷ୍ମ ପ୍ରବାହ ଯୋଗୁ ଦିନକୁ ଦିନ ଜଳସ୍ତର କମି ଚାଲିଥିବାରୁ ବିଭିନ୍ନ ଗ୍ରାମରେ ଦେଖା ଦେଇଛି ଜଳ ସଙ୍କଟ। ଅନେକ ଗାଁରେ ସ୍ବଚ୍ଛ ପାନୀୟ ଜଳ ମିଳୁନାହିଁ। ଏପରି ସମସ୍ୟାରେ…

ସାତ ସପନ ହୋଇଛି ଆବାସ ଯୋଜନା

ଜେନାପୁର,୧୦ା୭(ଅଶୋକ ଦାସ) : ରାଜ୍ୟ ସରକାର ଗରିବ ଖଟିଖିଆମାନଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ କେତେଜଣ ବିଭାଗୀୟ ଅଧିକାରୀଙ୍କ ଅବହେଳା ଓ ଆନ୍ତରିକତାର ଅଭାବରୁ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ହିତାଧିକାରୀମାନେ ପାଇପାରୁନାହାଁନ୍ତି। ଏଭଳି ଏକ ଅଭିଯୋଗ ଯାଜପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?