ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ
ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ ରାମଗୁଡା ଗ୍ରାମ ଦେଇ ମା’ ବାଳକୁମାରୀଙ୍କ ମନ୍ଦିରକୁ ରାସ୍ତା ପଡେ । ଚିକିଟି ରାଜାଙ୍କ…
ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଶ୍ରୀମନ୍ଦିରର ସୁରକ୍ଷାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଭିତର ଏବଂ ବାହାରେ ସିସିଟିଭି…
ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…
ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ବନ୍ଧବାହାଲସ୍ଥିତ ଲଖନପୁର ଏମସିଏଲ ହସ୍ପିଟାଲରେ ଦୀର୍ଘ ୧୭ ଘଣ୍ଟାରୁ ଅଧିକ ସମୟ…
ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା
ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା ବେଳେ ମଙ୍ଗଳବାର ସକାଳେ ଗୋଟିଏ ଗୋଷ୍ଠୀର ୪ ଜଣ କିନ୍ନରଙ୍କୁ ଆକ୍ରମଣ ସହ ଚୁଟି…
ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ
ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଚଢ଼ାଉ କରାଯାଇଛି। ଚଢାଉରେ ଜିତେନ୍ଦ୍ର ପଣ୍ଡାଙ୍କ ଘରୁ ୭୫ ଲକ୍ଷ ଜବତ…
ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…
ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ମିଳିଛି। ଅର୍ପିତା ହାଇକୋର୍ଟରେ ଆଗୁଆ ଜାମିନ ଆବଦେନ କରିଛନ୍ତି। ପୂର୍ବରୁ…
ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର ହୋଇପଡ଼ୁଛି । ଏହି ମହୋତ୍ସବ ଦେଖିବା ପାଇଁ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ କଂସ ମହାରାଜ । ପରିଭ୍ରମଣ ବାଟରେ ନିଜ ପାତ୍ରମନ୍ତ୍ରୀଙ୍କ ଗହଣରେ କଂସ ମହାରାଜ ସ୍ଥାନୀୟ…
ଜିରୋ ନାଇଟ୍ ସେଲିବ୍ରେଶନ୍: ରାତି ୧୨ଟା ପରେ ମ୍ୟୁଜିକ ମନା
ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ ବୋଲି ସୂଚନା ମିଳିଛି। ଏପରିକି ଜିରୋ ନାଇଟ୍ ଉତ୍ସବ ବେଳେ ଯେପରି କୌଣସି ଅଘଟଣ…
ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର
ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର ଆପ୍ଲିକେସନ(ଓରସାକ) ଦ୍ୱାରା କରାଯାଉଥିବା ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର। ଛତ୍ରପୁର ବ୍ଲକ ବଡମାଧପୁର ପଚାଂୟତ…
ବୈତରଣୀ ନଦୀ ପାର୍ ହୋଇଆସିଲା ହାତୀ: ଲୋକେ ଭୟଭୀତ
ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ ଜଙ୍ଗଲ ବିଭାଗର କର୍ମଚାରୀମାନେ ହାତୀର ଗତିବିଧିକୁ ନଜର ରଖିଛନ୍ତି। ଆନନ୍ଦପୁର ଡିଏଫ୍ଓ ପ୍ରଶାନ୍ତ ପଣ୍ଡାଙ୍କ…
ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ
ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍ ଆକର୍ଷିତ କରୁଛି। ଶୀତଋତୁ ତଥା ନୂଆବର୍ଷ ଅବସରରେ ରାଜ୍ୟ ଓ ରାଜ୍ୟ ବାହାରୁ ପର୍ଯ୍ୟଟକମାନଙ୍କ…
Archives


