ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ
ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା କରାଯାଇଛି। ଏହି ଘୋଷଣା କାର୍ଯ୍ୟକ୍ରମରେ ଜିଲା ଭାଜପା ସଭାପତି ଶ୍ରୀବତ୍ସ ବେହେରା, ବଲାଙ୍ଗୀର…
ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…
ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ ଗୃହକାର୍ଯ୍ୟ ନିମନ୍ତେ ୫୫ ହଜାର ଟଙ୍କା ଧାର ନେଇଥିଲେ। ପ୍ରତିଶ୍ରୁତି ମୁତାବକ ନିର୍ଦ୍ଧାରିତ…
ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ
ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ କରି ସାରିଥିଲେ ମଧ୍ୟ ସରକାରୀ ମଣ୍ଡିରେ ଧାନ ବିକ୍ରୟ କରିପାରୁ ନ ଥିବାରୁ…
ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା
ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ ନରସିଂହ ମାଡକାମି, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ସୋଡି, ବରିଷ୍ଠ ନେତା…
ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା
ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ ଆର୍ଦ୍ରତା (Humidity) ଯୋଗୁଁ ସ୍ଥିତି ଆହୁରି ସଂଘାତିକ ହୋଇଛି। ଏଭଳି ସ୍ଥିତିରେ ଛାତ୍ରୀଛାତ୍ରଙ୍କୁ…
ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍ର ପର୍ଦ୍ଦାଫାଶ, ୭ ଗିରଫ
ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି ଅଞ୍ଚଳରେ ବାଇକଚୋରି କରୁଥିବା ଏକ ଗ୍ୟାଙ୍ଗର ୭ ଜଣ ଚୋରକୁ ଗିରଫ କରିଥିବା…
ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …
ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି ପାରିନାହିଁ। ପ୍ରଶାସନିକ ଉଦାସୀନତା ଯୋଗୁ ସ୍ବାଧୀନତାର ୭୮ ବର୍ଷ ପରେ ବି ଗ୍ରାମଟି…
ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ
ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ ଆର୍ଦ୍ରତା (Humidity) ଯୋଗୁଁ ସ୍ଥିତି ଆହୁରି ସଂଘାତିକ ହୋଇଛି। ଏଭଳି ସ୍ଥିତିରେ ଛାତ୍ରୀଛାତ୍ରଙ୍କୁ…
ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…
ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ ନେଇ ବୁଧବାର ଅପରାହ୍ନରେ ନାବାଳିକାଙ୍କ ମା-ବାପା ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ମୟୂରଭଞ୍ଜ ଜିଲାପାଳଙ୍କୁ ଏକ…
କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍ ପ୍ରତିଯୋଗିତାରେ ନେଲେ ଖୁବ୍ ମଜା
ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍ ପ୍ରତିଯୋଗିତା ମଙ୍ଗଳାବର ରାତିରେ ଶେଷ ହୋଇଛି। ଆଇନା ପକ୍ଷରୁ ସ୍ଥାନୀୟ ବନ ବିହାର…
ଗଛରେ ପିଟିହେଲା ବାଇକ୍: ଜଣଙ୍କ ଜୀବନ ଗଲା, ୨ ଗୁରୁତର
ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ ବାଇକ୍ ପିଟି ହୋଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି।…
ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ
ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି। ଯୁବକଙ୍କ ବୟସ ୨୫ରୁ ୩୦ ବର୍ଷ ଭିତରେ ହେବ। ସଂସାରଫଳ ଗ୍ରାମାଞ୍ଚଳ ଅଧିକାରୀ…

