ଆମ ଜିଲା ଖବର

ସହର ରାସ୍ତାରେ ନର୍ଦ୍ଦମା ପାଣି

ବ୍ରହ୍ମପୁର,୮ା୭ (ସ୍ମୃତି ରଞ୍ଜନ ମହାଲିକ): ପ୍ରାୟ ୩ ଘଣ୍ଟାର ବର୍ଷା ପରେ ବ୍ରହ୍ମପୁର ସହରବାସୀ ଗରମ ଓ ଗୁଳୁଗୁଳିରୁ କେତେକାଂଶରେ ଆଶ୍ୱସ୍ତି ଲାଭ କରିଛନ୍ତି। ଅନ୍ୟପଟେ ଏହି ବର୍ଷା ଜଳ ନିଷ୍କାସନ ହୋଇ ନ ପାରି ଡ୍ରେନ ପାଣି ସହ ମିଶି…

ବିଦ୍ୟୁତ୍‌ ଆଘାତରେ କର୍ମଚାରୀ ମୃତ, ରାସ୍ତାରୋକୋ

ଫୁଲବାଣୀ,୮ା୭(ରାକେଶ କୁମାର ରାଉତ): ଫୁଲବାଣୀ ସହରରେ ବିଦ୍ୟୁତ୍‌ ବିଭାଗରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ବିଦ୍ୟୁତ୍‌ ଆଘାତରେ ଗୁରୁବାର ରାତିରେ ମୃତ୍ୟୁ ଘଟିଛି ା ସେ ହେଲେ ସ୍ଥାନୀୟ ମାଷ୍ଟରପଡାର ଜିତେନ୍ଦ୍ର ଦାସ ଓରଫ ରବିା କାମ କଲା ବେଳେ ସେ କିପରି…

ଏମ୍‌ଜିଏନ୍‌ଆର୍‌ଇଜିଏ କାର୍ଯ୍ୟରେ ଅନିୟମିତତା

ବାରିପଦା,୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଳକ ଚାଞ୍ଛିପଦା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ପଞ୍ଚାୟତର ନାଏବ ସରପଞ୍ଚ ଜନନୀ ମଣି ମହାନ୍ତଙ୍କ ନେତୃତ୍ୱରେ ଶ୍ରମିକମାନେ ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅଭିଯୋଗ କରିଛନ୍ତି। ଉଚ୍ଚସ୍ତରୀୟ…

ଥାଲାସେମିଆ ରୋଗୀ ଏଚ୍‌ଆଇଭିରେ ଆକ୍ରାନ୍ତ

ବାଲେଶ୍ୱର, ୮।୭ (ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରକ୍ତଭଣ୍ଡାରରୁ ରକ୍ତ ନେଉଥିବା ଥାଲାସେମିଆରେ ପୀଡ଼ିତ ଜଣେ ୧୩ ବର୍ଷର ବାଳକ ଏବେ ଏଚ୍‌ସିଭି ପଜିଟିଭ ଏବଂ ଏଚ୍‌ଆଇଭି ପଜିଟିଭରେ ଆକ୍ରାନ୍ତ। ପିଲାକୁ…

୭ ଦଫା ଦାବିରେ ଟିପିସିଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ

ରଘୁନାଥପୁର, ୮।୭(ରାଜେନ୍ଦ୍ର ନାରାୟଣ ସିଂହ): ବିଦ୍ୟୁତ୍‌ ସମସ୍ୟା ପ୍ରତିବାଦରେ ୭ ଦଫା ଦାବି ନେଇ ରଘୁନାଥପୁରର ଟିପିସିଓଡିଏଲ କାର୍ଯ୍ୟାଳୟକୁ ଶୁକ୍ରବାର ସ୍ଥାନୀୟ ବିଦ୍ୟୁତ୍‌ ଉପଭୋକ୍ତା ସଂଘ ପକ୍ଷରୁ ଘେରାଉ କରାଯାଇଛି। ସଂଘ ସଭାପତି ରଞ୍ଜନ କୁମାର ମହାନ୍ତି ଓ ସମ୍ପାଦକ ଗୋବିନ୍ଦ…

ବଲାଙ୍ଗୀରରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର, ୮ା୭(ବୀରେନ୍ଦ୍ର କୁମାର ଝାଙ୍କର): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଶୁକ୍ରବାର ବଲାଙ୍ଗୀର ଆସି ଏକ ଦ୍ୱାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସଞ୍ଜୟ କୁମାର ମିଶ୍ରଙ୍କ ପିତା ମାର୍କଣ୍ଡ ମିଶ୍ର ଓ ମାତା ଜ୍ୟୋତିର୍ମୟୀ ମିଶ୍ରଙ୍କ…

୭ ଦିନରେ ଜବାବ ଦାଖଲ କର: ହାଇକୋର୍ଟ

କଟକ,୮ା୭(କାର୍ତ୍ତିକ ସାହୁ): ଶ୍ରୀମନ୍ଦିରରେ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ଦର୍ଶନ ବ୍ୟବସ୍ଥା କରିବା ପାଇଁ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶର ଅବମାନନାକୁ ନେଇ ଆଗତ ମାମଲାର ଶୁଣାଣି ଶୁକ୍ରବାର ହୋଇଛି। ଆବେଦନକାରୀ ଜିତେନ୍ଦ୍ର ବିଶ୍ୱାଳଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ବିଚାରପତି…

୩ ଅଭିଯୁକ୍ତଙ୍କୁ ଆଶ୍ୱସ୍ତି

ପାରଳାଖେମୁଣ୍ଡି,୮ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ମୃତ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀ, ପୂର୍ବତନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌…

ପାତାଳୀ ଶ୍ରୀକ୍ଷେତ୍ରରୁ ଗ୍ରୀଲ୍‌ କାଟି ହୁଣ୍ଡି ଚୋରି

ଅମରପାଲି,୮ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୋଟସମଲାଇସ୍ଥିତ ପ୍ରସିଦ୍ଧ ପାତାଳୀ ଶ୍ରୀକ୍ଷେତ୍ରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତ୍ରିରେ କେହି ଦୁର୍ବୃତ୍ତ ଗ୍ରୀଲ୍‌ କାଟିବା ସହ ତାଲା ଭାଙ୍ଗି ହୁଣ୍ଡି ଚୋରି କରିଥିବା ଜଣାପଡ଼ିଛି ।…

ପଥର ରୂପରେ ପୂଜା ପାଉଛନ୍ତି ମହାପ୍ରଭୁ

ପୁରୀ, ୮ା୭ (ଅଜିତ୍‌ ମହାନ୍ତି): ବିଶ୍ୱର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ମହାପ୍ରଭୁ କେଉଁଠି ପଥର ରୂପରେ ତ ଆଉ କେଉଁଠି ମୂର୍ତ୍ତିି ରୂପରେ ପୂଜା ପାଉଛନ୍ତି। ଏଭଳି ଏକ ଅନାଲୋଚିତ ଜଗନ୍ନାଥ ମନ୍ଦିର ଉତ୍ତରାଖଣ୍ଡର ଉତ୍ତରକାଶୀଠାରୁ ୬କି.ମି ଦୂର…

ଯାତ୍ରୀଙ୍କୁ ଶୋଷୁଛି ରେଲଓ୍ବେ

ସମ୍ବଲପୁର,୮ା୭(ଶୁଭାଶିଷ ପାଢ଼ୀ): ଦେଶରେ ରେଳ ଏକ ପ୍ରମୁଖ ସେବା ଭାବେ ପରିଗଣିତ ହୋଇଥାଏ। ପରିବହନର ଅନ୍ୟାନ୍ୟ ମାଧ୍ୟମଠାରୁ ଅପେକ୍ଷାକୃତ ଭାବେ ଏହା ଶସ୍ତା ହୋଇଥିବାରୁ ଯାତ୍ରୀମାନେ ତାହାର ସୁବିଧା ନେଇଥାନ୍ତି। ହେଲେ କିଛିବର୍ଷ ହେବ ରେଲଓ୍ବେ ତା’ର କେତେକ ଭାଗକୁ ଧୀରେ…

ତିହିଡ଼ି ବଜାରରେ କୋଟ୍‌ପା ଚଢ଼ାଉ

ଭଦ୍ରକ,୭।୭ (ସନାତନ ରାଉତ): ଜାତୀୟ ତମାଖୁ ନିୟନ୍ତ୍ରଣ ଆଇନ ଅବମାନନା ନେଇ ସ୍ଥାନୀୟ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ତିହିଡ଼ି ବଜାରରେ ଚଢ଼ାଉ କରାଯାଇଛି। ୧୪ ଦୋକାନୀଙ୍କଠାରୁ ୨୬୦୦ଟଙ୍କା ଜରିମାନା ଆଦାୟ ହୋଇଛି। ଏଥିସହ ଜବତ କରାଯାଇଥିବା ବିକ୍ରି ନିଷେଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?