ଆମ ଜିଲା ଖବର

ସ୍ଥାନାନ୍ତର ପାଇଁ ମାସେ ସମୟ

ବଇଣ୍ଡା,୭ା୭(ପରିକ୍ଷିତ ସାହୁ): ଦେଶୀ ମଦ ଭାଟି ନିକଟରେ ଜମି ରହୁଛି ଆବର୍ଜନା ପାଣି। ଅନ୍ୟତ୍ର ଫିଙ୍ଗାଯାଉ ନାହିଁ ନିଷ୍କାସିତ ହେଉଥିବା ପୋଚ। ବର୍ଷ ବର୍ଷ ଧରି ଏହା ଗଚ୍ଛିତ ହୋଇ ରହୁଥିବାରୁ ଦୁର୍ଗନ୍ଧରେ ଫାଟି ଯାଉଛି ନାକ। ପ୍ରଦୂଷିତ ହେଉଛି ଭାଟି…

ଯାଞ୍ଚ ହେବ ମାଷ୍ଟରମାଇଣ୍ଡ ଶିକ୍ଷକଙ୍କ ଶିକ୍ଷା ପ୍ରମାଣପତ୍ର

ବ୍ରହ୍ମପୁର,୭ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି କରିଥିବା ବହୁ ଶିକ୍ଷୟିତ୍ରୀ, ଶିକ୍ଷକ ପୂର୍ବରୁ ଧରାପଡ଼ିଛନ୍ତି। ଗତ ପ୍ରାୟ ଦେଢ଼ ମାସ ତଳେ ବ୍ରହ୍ମପୁର ପୋଲିସ ଗଞ୍ଜାମ ଜିଲାରେ ଅପରେଟ୍‌ କରୁଥିବା ଏକ ନକଲି ଜାଲ୍‌ ସାର୍ଟିଫିକେଟ୍‌…

ମୋହନାରେ ଆବାସ ଯୋଜନା କେଳେଙ୍କାରୀ

ମୋହନା,୭ା୭(ମନ୍ମଥ ମିଶ୍ର)ସରକାର ଆବାସ ଯୋଜନାରେ ଅସହାୟ ଗରିବ ପରିବାରଙ୍କୁ ପକ୍କା ଘର ଯୋଗାଉଛନ୍ତି। ହେଲେ କିଛି ଅସାଧୁ ନେତା ଓ କର୍ମଚାରୀଙ୍କ ପାଇଁ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନଥିବା ଅଭିଯୋଗ ହେଉଛି। ଆବାସ ନିର୍ମାଣ ନାମରେ ହିତାଧିକାରୀଙ୍କ ଅର୍ଥକୁ…

ଆବାସ କାର୍ଯ୍ୟାଦେଶ ମିଳିଛି, ପ୍ରଥମ କିସ୍ତି ଆସୁନି

ଆନନ୍ଦପୁର,୭।୭(ସନ୍ତୋଷ ରାଉତ): ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ସହିତ ପ୍ରଥମ କିସ୍ତି ମିଳିବାର ବ୍ୟବସ୍ଥା ରହିଛି। ଗୃହି ନିର୍ମାଣ ନିମନ୍ତେ ଆର୍ଥିକ ସହାୟତା ରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାରେ ଦାଖଲ ହେବା କଥା। ମାତ୍ର ଆନନ୍ଦପୁର ବ୍ଲକ୍‌ରେ ଏହାର ବ୍ୟତିକ୍ରମ ପରିଲକ୍ଷିତ…

ଅଧାପନ୍ତରିଆ ଭାବେ ପଡ଼ିରହିଛି

ନୂଆଗାଁ,୭।୭(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକର କୌଣସି ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ସାଧାରଣ ଲୋକଙ୍କ ପାଇଁ ଶୌଚାଳୟଟିଏ ନାହିଁ । ନୂଆଗାଁ ତହସିଲ କାର୍ଯ୍ୟାଳୟ ପରିସରରେ ସାଧାରଣ ଲୋକମାନଙ୍କ ପାଇଁ ଶୌଚାଳୟଟିଏ ନିର୍ମାଣ କରାଯାଉଥିବା ବେଳେ ତାହା ମଧ୍ୟ ଦୀର୍ଘ…

ଶ୍ରାବଣ ଆରମ୍ଭରୁ ପରିବା ଦର ଆକାଶଛୁଆଁ

ବାଲିକୁଦା,୭ା୭(ତାପସ ସ୍ବାଇଁ): ଶ୍ରାବଣ ଆରମ୍ଭରୁ ରାଜ୍ୟରେ ପରିବା ଦର ଆକାଶଛୁଆଁ ହୋଇଛି। ବଜାରରେ କେବଳ ଆଳୁକୁ ଛାଡିଦେଲେ ସମସ୍ତ ପରିବା କିଲୋ ପ୍ରତି ୫୦ ଟଙ୍କାରୁ ଊର୍ଦ୍ଧ୍ୱରେ ପହଞ୍ଚ।ଏହା ଏବେ ଖାଉଟିଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ବୋଲବମ୍‌ ଭକ୍ତମାନେ ଏହି…

ଅବଧି ସରିଲାଣି, କାର୍ଯ୍ୟ ସରୁନି

ନାଉଗାଁ,୭ା୭(ସୁଧା ବେହୁରା): ନାଉଗାଁ ବ୍ଲ୍କକ ଗଳଦାରୀ ପଞ୍ଚାୟତ ଅନ୍ତର୍ଗତ ଏରେଡା ଗ୍ରାମରେ ପାନୀୟ ଜଳ ପାଇଁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଗ୍ରାମରେ କୌଣସି ପାନୀୟ ଜଳ ପ୍ରକଳ୍ପ ନ ଥିବାରୁ ଲୋକେ ବିଶୁଦ୍ଧ ପାଣି…

ପୂଜାପାଠ କରୁଥିବା ବ୍ରାହ୍ମଣ ପୁଅଙ୍କୁ କନ୍ୟା ମିଳୁନାହାନ୍ତି

କେନ୍ଦ୍ରପଡ଼ା,୭ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପୂଜାପାଠ କରୁଥିବା ବ୍ରାହ୍ମଣ ବରକୁ କନ୍ୟା ମିଳୁନାହାନ୍ତି। ଏଥିଯୋଗୁ ବ୍ରାହ୍ମଣ ପୁଅ ଏବେ ଯଜମାନୀ ଛାଡ଼ି ବିଦେଶରେ ଚାକିରି କରିବାକୁ ବାହାରିଲେଣି। ବ୍ରାହ୍ମଣ ଜାତିର ଝିଅ ମିଳୁ ନ ଥିବାରୁ ଏବେ ସେମାନେ…

ମାଟିରେ ମିଶିବ ପୁରୁଣା ସ୍ବତନ୍ତ୍ର ସର୍କିଟ ହାଉସ

ପାରାଦୀପ,୭।୭ (ଶରତ ରାଉତ): ପାରାଦୀପର ବେଳାଭୂମି ରାସ୍ତା କଡରେ ଥିବା ପୁରୁଣା ସ୍ବତନ୍ତ୍ର ସର୍କିଟ ହାଉସ ଏବେ ଭଙ୍ଗା ଚାଲିଛି। ଆଉ କିଛି ଦିନ ମଧ୍ୟରେ ତାହା ସମ୍ପୂର୍ଣ୍ଣ ମାଟିରେ ମିଶିଯିବ। ସେହି ପୁରୁଣା ସର୍କିଟ ହାଉସ ସୀମା ମଧ୍ୟରେ ଆଉ…

ହାଣ୍ଡିଶାଳରୁ ସ୍କୁଲ ହଣ୍ଡା ପର୍ଯ୍ୟନ୍ତ ମହଙ୍ଗା ମାଡ଼

କେନ୍ଦ୍ରାପଡ଼ା,୭ା୭ (ଜଗନ୍ନାଥ ଧଳ): ରାଜ୍ୟ ସରକାର ମିଶନ ଶକ୍ତି ମାଧ୍ୟମରେ ମହିଳାଙ୍କୁ ସ୍ବାବଲମ୍ବୀ କରୁଛନ୍ତି। ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀକୁ ଅନୁଦାନ ଯୋଗାଇ ମିଶନ ଶକ୍ତି କାଫେ ଖୋଲାଇଛନ୍ତି। ଏହି କାଫେ ବଜାରର ମହଙ୍ଗା ମାଡ଼ରୁ ନିସ୍ତାର ନ ପାଇ ବନ୍ଦ…

ନିମ୍ନମାନ କାମ କରି ଠିକାଦାର ଫେରାର

ଯାଜପୁର,୭ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଗଠନ ହେବା ପରେ ଲୋକଙ୍କ ଜୀବନଧାରଣ ମାନରେ ଆଶାନୁରୂପ ଉନ୍ନତି ଆସିନାହିଁ। ଯେଉଁ ଅଞ୍ଚଳର ଗମନାଗମନ ଯେତେ ସୁଦୃଢ଼ ସେହି ଅଞ୍ଚଳ ସେତେ ଉନ୍ନତ ବୋଲି ବିଶ୍ୱାସ ରହିଛି। କିନ୍ତୁ ଦୁର୍ବଳ ନେତୃତ୍ୱ ତଥା ଠିକାଦାର…

ସୁଧୁରୁନି ସହରର ପରିମଳ ବ୍ୟବସ୍ଥା

ଖୋର୍ଦ୍ଧା,୭ା୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ପରିମଳ, ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇପଡିଛି। ସ୍ବଚ୍ଛତା ପାଇଁ ଲକ୍ଷାଧିକ ଟଙ୍କା ଆସୁଥିଲେ ମଧ୍ୟ ଠିକ୍‌ ଭାବେ ଖର୍ଚ୍ଚ ହୋଇପାରୁ ନ ଥିବା ଅଭିଯୋଗ ହେଉଛି। ସ୍ବଚ୍ଛ ଖୋର୍ଦ୍ଧା, ସୁସ୍ଥ ଖୋର୍ଦ୍ଧା ପ୍ରହସନ ପାଲଟିଛି। ସ୍ବଚ୍ଛ ସର୍ବେକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?