ଆମ ଜିଲା ଖବର

ଚିନ୍ତା ବଢ଼ାଇଛି ବ୍ୟାସ ସରୋବର ମନ୍ଦିରରେ ଭୋଜିଭାତ

ଯାଜପୁର,୧୯ା୮(ହର୍ଷବର୍ଦ୍ଧନ ବେହେରା): ଓଡ଼ିଆ ସଂସ୍କୃତିର ଏକ ପୁଣ୍ୟ ପୀଠ ଭାବେ ବ୍ୟାସ ସରୋବର ସର୍ବଜନବିଦିତ। ଏଠାକୁ ବହୁ ପରିଦର୍ଶକ, ପର୍ଯ୍ୟଟକ ଆସିଥାନ୍ତି। ପ୍ରାୟ ୬୪ କୋଟି ଟଙ୍କା ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରୁ ମଞ୍ଜୁର ହୋଇ ଏହି ସରୋବରର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ…

ଏମ୍‌ଏମ୍‌ଏସ୍‌ଓ୍ବାଇ ରାସ୍ତା ନିର୍ମାଣରେ ଅନିୟମିତତା

ଯାଜପୁର,୧୯ା୮(ହର୍ଷବର୍ଦ୍ଧନ ବେହେରା): ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ଅଧୀନରେ ଥିବା ଯାଜପୁର ନିର୍ମାଣ ଡିଭିଜନ-୧ ବିଭାଗରେ ଠିକାଦାରି ରାଜନୀତି ଅଣାୟତ୍ତ ହେବାରେ ଲାଗିଛି। ଆଭ୍ୟନ୍ତର ଅଞ୍ଚଳବାସୀଙ୍କ ପାଇଁ ଗ୍ରାମ୍ୟ ରାସ୍ତା ନିର୍ମାଣ ଓ ମରାମତି ନାମରେ ବିପୁଳ କୋଟି…

ଶିଶୁଙ୍କୁ ୧୨ ପରିବର୍ତ୍ତେ ୯ ଅଣ୍ଡା ମିଳୁଛି

ରଘୁନାଥପୁର,୧୯।୮(ରାଜେନ୍ଦ୍ର ନାରାୟଣ ସିଂହ): ଦୀର୍ଘ ୬ ମାସର ବ୍ୟବଧାନ ପରେ ରଘୁନାଥପୁର ବ୍ଲକରେ ଶୁକ୍ରବାର ତୃତୀୟ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ୬ ମାସ ପରେ କାହିଁକି ବୈଠକ ଡକାଗଲା ବୋଲି ଚିକିଣିଆ ସରପଞ୍ଚ ବିଷ୍ଣୁ ଚରଣ ସେଠୀ ଅଧ୍ୟକ୍ଷା…

ମୌଳିକ ସୁବିଧା ପାଇଁ ବାଧକ ସାଜିଛି ସେତୁ

କେନ୍ଦ୍ରାପଡ଼ା,୧୯ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ସଦର ମହକୁମାର ୪୮ କିଲୋମିଟର ଦୂରରେ ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ଅଛି ା ଏହି ପଞ୍ଚାୟତର ମାତ୍ର ୧୦ କିଲୋମିଟର ଦୂରରେ ଜଗତସିଂହପୁର ଜିଲାର ଶିଳ୍ପାଞ୍ଚଳ। ଗୋଟିଏ ପାର୍ଶ୍ୱରେ ପାଚୁର୍ଯ୍ୟ ରହିଥିବା ବେଳେ ଏପଟେ…

ରାସ୍ତାରେ ଖାଲ, ବଢୁଛି ଦୁର୍ଘଟଣା

ଗୋପ,୧୯।୮(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ – କୋଣାର୍କ ରାସ୍ତାରେ ଦୀର୍ଘ ଦୁଇ ସପ୍ତାହ ଧରି ଏକ ବିରାଟ ଖାଲ ସୃଷ୍ଟି ହୋଇଛି। ବିଭିନ୍ନ ସମୟରେ ଏହି ଖାଲ ଯୋଗୁ ଦୁର୍ଘଟଣା ବଢ଼ିବା ପରେ ଶୁକ୍ରବାର ସ୍ଥାନୀୟ ଦୋକାନୀମାନେ ଖାଲ ଚାରିପଟେ ଏକ…

ପେସା ଆଇନ ଉଲ୍ଲଂଘନ କରୁଛି ମୈତ୍ରୀ କମ୍ପାନୀ

ରାୟଗଡ଼ା,୧୯ା୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଖଣି ଖନନକୁ ବିରୋଧ କରିବାରୁ ଅଞ୍ଚଳବାସୀଙ୍କ ଉପରେ ଜୁଲମ କରୁଛନ୍ତି ମୈତ୍ରୀ କମ୍ପାନୀ କର୍ତ୍ତୃପକ୍ଷ। ଗ୍ରାମସଭା କରି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ବଦଳରେ କମ୍ପାନୀ କର୍ତ୍ତୃପକ୍ଷ ଗୁଣ୍ଡାରାଜ ଚଳାଇ…

‘ଗଦର-୨’ରେ ଓଡ଼ିଶାର ବରୁଣ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): ବଲିଉଡ ଚଳଚ୍ଚିତ୍ର ‘ଗଦର-୨’ରେ ଫଲି ରେକର୍ଡିଷ୍ଟ ଭାବେ ପ୍ରସିଦ୍ଧି ଲାଭ କରିଛନ୍ତି ଓଡ଼ିଆ ପୁଅ ତଥା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବରୁଣ ମାଲବିଶୋଇ। ସେ ଓଡ଼ିଆ ଫିଲ୍ମ ‘ଦମନ’ ସମେତ ବହୁ ଭାଷାରେ ମଧ୍ୟ ଫଲି ରେକର୍ଡିଷ୍ଟ ଭାବେ…

୪ ଶିକ୍ଷୟିତ୍ରୀ ଶିକ୍ଷକ ଚାକିରିରୁ ବହିଷ୍କୃତ

ବଲାଙ୍ଗୀର, ୧୯ା୮(ବୀରେନ୍ଦ୍ର କୁମାର ଝାଙ୍କର): ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିବା ୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ବଲାଙ୍ଗୀର ଶିକ୍ଷା ବିଭାଗ ପକ୍ଷରୁ ଉପରୋକ୍ତ ୪ ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶୁକ୍ରବାର ଚାକିରିରୁ ବହିଷ୍କୃତ କରାଯାଇଥିବା ଜିଲା ଶିକ୍ଷା ଅଧିକାରୀ…

ଶହୀଦ୍‌ ପୁଅକୁ ଝୁରି ଆଖିବୁଜିଲେ ମା’

ଆନନ୍ଦପୁର,୧୮।୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁରର ଶହୀଦ୍‌ ସୁଶାନ୍ତ ଖୁଣ୍ଟିଆଙ୍କ ମା’ଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ପରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ…

ଦୋକାନ ଭିତରେ ପଶିଗଲା ଟ୍ରକ୍‌

ତେଲକୋଇ,୧୮ା୮(ରଞ୍ଜିତ ବିଶ୍ବାଳ): କେନ୍ଦୁଝର ଜିଲା ତେଲକୋଇ ଜାତୀୟ ରାଜପଥ ଜଗମୋହନପୁର ଛକରେ ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଦୋକନ ଭିତରେ ପଶିଯାଇଛି। ଦୁର୍ଘଟଣାରେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ଗୁରୁବାର ବିଳମ୍ବିତ ରାତିରେ ଏକ ଖୋଲା ଆଇରନ ବୋଝେଇ…

ଶହୀଦ ସୁଶାନ୍ତଙ୍କ ମାଆ ଅସୁସ୍ଥ

ଆନନ୍ଦପୁର,୧୮।୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁରର ଶହୀଦ୍‌ ସୁଶାନ୍ତ ଖୁଣ୍ଟିଆଙ୍କ ମା’ ସୁନ୍ଦରୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରଥମେ ସ୍ବାମୀ ପରେ ଦୁଇ ପୁଅଙ୍କ ବିୟୋଗର ଭାର କାନ୍ଧରୁ ଓହ୍ଲାଇ ନ ଥିବାବେଳେ ସାହା…

୫୦ ହଜାର ଟଙ୍କାର ଗଞ୍ଜେଇ ଜବତ : ୩ ଗିରଫ

ରାଇରଙ୍ଗପୁର,୧୮ା୮(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ତିରିଂ ଗ୍ରାମ ନିକଟସ୍ଥ ୨୨୦ନଂ. ଜାତୀୟ ରାଜପଥରେ ପୋଲିସ ଚଢ଼ାଉ କରି ୩ ଗଞ୍ଜେଇ ବେପାରୀଙ୍କୁ ଗିରଫ କରିବା ସହ ୬ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଗଞ୍ଜେଇ ବେପାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?