ସୂଚନା କର୍ମୀଙ୍କ ମୋରମ ଲୁଟ୍ ଚର୍ଚ୍ଚା
ଯାଜପୁର,୬।୭(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ଲଘୁ ଖଣିଜ ଦ୍ରବ୍ୟର ଲୁଟ୍କୁ ଦୃଢ଼ ହସ୍ତରେ ଦମନ କରିବା ଏବଂ ରାଜସ୍ବ କ୍ଷତିକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ଯାଜପୁର ଜିଲାର ଧର୍ମଶାଳା ତହସିଲ ଅଞ୍ଚଳରେ କଳାପଥର ଏବଂ ଦର୍ପଣ ତହସିଲ…
ମ୍ୟାଲେରିଆ ଆକ୍ରାନ୍ତ: ଦେଶରେ ମାଲକାନଗିରି ୨ୟ, ରାୟଗଡ଼ା ୪ର୍ଥ ସ୍ଥାନରେ
ରାୟଗଡ଼ା,୬।୭(ଆଶିଷ ରଞ୍ଜନ ପଣ୍ଡା)ମ୍ୟାଲେରିଆ ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ଯେତେ ଯୋଜନା କାର୍ଯ୍ୟକାରୀ କରାଗଲେ ମଧ୍ୟ ରାଜ୍ୟରେ ମ୍ୟାଲେରିଆ ନିୟନ୍ତ୍ରଣ ହୋଇପାରୁନାହିଁ। ବରଂ ଦିନକୁ ଦିନ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ରାୟଗଡ଼ା ଜିଲାରେ ସର୍ବାଧିକ ମ୍ୟାଲେରିଆ…
ସ୍ବାସ୍ଥ୍ୟକେନ୍ଦ୍ରରେ ହେଲ୍ମେଟ୍ ପିନ୍ଧି ବସିଲେ ଫାର୍ମାସିଷ୍ଟ
ଖପ୍ରାଖୋଲ,୬।୭(ଅଭୟ ତ୍ରିପାଠୀ)ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ସିମେଣ୍ଟ ଅତଡ଼ା ଖସୁଛି। ଏହାକୁ ନେଇ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ଓ ରୋଗୀଙ୍କ ମଧ୍ୟରେ ଭୟ ଦେଖାଦେଇଛି। ମଙ୍ଗଳବାର ରୋଗୀମାନେ ଡାକ୍ତରଙ୍କଠାରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଔଷଧ ବିତରଣ…
ଧବଳେଶ୍ୱରଙ୍କ ଦର୍ଶନ ପାଇଁ କଂକ୍ରିଟ୍ ସେତୁ ଖୋଲିଲା
ଖୁଣ୍ଟୁଣୀ,୬।୭(ସଚ୍ଚିଦାନନ୍ଦ ପଣ୍ଡା)କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠକୁ ଯିବା ପାଇଁ ନିର୍ମାଣ ହୋଇଥିବା କଂକ୍ରିଟ୍ ସେତୁ ବୁଧବାରଠାରୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଛି। ଧବଳେଶ୍ୱର ପୂଜକ ସମାଜ ସଭାପତି ବିଷ୍ଣୁଚରଣ ପତ୍ରୀ ଓ ସମ୍ପାଦକ ନରେନ୍ଦ୍ର କୁମାର ପଣ୍ଡାଙ୍କ ନେତୃତ୍ୱରେ…
ଖସିଲା ପଲସ୍ତରା: ୬ ଛାତ୍ରୀଛାତ୍ର ଆହତ, ଶିକ୍ଷୟିତ୍ରୀ ଗୁରୁତର
ବଇଣ୍ଡା,୬।୭(ପରିକ୍ଷିତ ସାହୁ)୫ ବର୍ଷ ହେଲା ଅଙ୍ଗନଓ୍ବାଡି ଛାତରୁ ପାଣି ଗଳୁଛି। କାନ୍ଥ ମଧ୍ୟ ଫାଟି ଯାଇଛି। ତେଣୁ ଏପରି ବିପଦପୂର୍ଣ୍ଣ କୋଠରିରେ କୁନି କୁନି ପିଲାଙ୍କୁ ନ ବସାଇବାକୁ ସତର୍କ କରିଥିଲେ ସରପଞ୍ଚ। ହେଲେ ଏଥିପ୍ରତି ସିଡିପିଓ କିମ୍ବା ବିଡିଓ କେହି…
୫-ଟି ସଚିବଙ୍କୁ ବିରୋଧ ବଢ଼ୁଛି
ବୌଦ୍ଧ,୬।୭(ଅଜିତ କୁମାର ବାରିକ)ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲା ଗସ୍ତକୁ ବିରୋଧୀ ରାଜନୈତିକ ଦଳଗୁଡ଼ିକର ବିରୋଧ ବଢ଼ିବାରେ ଲାଗିଛି। ମଙ୍ଗଳବାର ସୋନପୁର ଗସ୍ତବେଳେ ୫-ଟି ସଚିବଙ୍କ କାର୍କେଡ୍କୁ ଅଣ୍ଡାମାଡ଼ ହୋଇଥିବାବେଳେ ବୁଧବାର ବୌଦ୍ଧରେ…
ପିଡିଏସ୍ ଚାଉଳ ଓଜନରେ ଠକେଇ
ରାଉରକେଲା,୫ା୭(ସଙ୍ଗୀତା ଜେନା): ପିଡିଏସ୍ ଚାଉଳ ଓଜନରେ ହେରଫେର କରାଯାଉଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଏଥିରେ କୋଟି କୋଟି ଟଙ୍କାର ରାଜସ୍ବ ଲୁଟ ହେଉଛି। କେନ୍ଦ୍ର ସରକାର ଗରିବଙ୍କୁ ମାଗଣାରେ ଚାଉଳ ଯୋଗାଉଥିବା ବେଳେ ଏହାକୁ ରାଜ୍ୟ ସରକାର, ଯୋଗାଣ ଅଧିକାରୀ,…
ଝରକା ଭାଙ୍ଗି ସୁନା, ରୁପା ଅଳଙ୍କାର ଲୁଟ୍
ନିରାକାରପୁର,୫।୭(ମାନସ ଚନ୍ଦ୍ର ପଟ୍ଟନାୟକ): ଝରକା ଗ୍ରିଲ ତାଡି ଦୁର୍ବୁତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଅଳଙ୍କାର ସମେତ ଟଙ୍କା ଏବଂ ଆସବାପତ୍ର ଲୁଟି ନେଇଥିବା ଜଣାପଡିଛି। ଏନେଇ ନିରାକାରପୁରସାହିର କୃଷ୍ଣଚନ୍ଦ୍ର ଶତପଥୀ ଥାନାରେ ଏକ ଅଭିଯୋଗ କରିଛନ୍ତି। ଶତପଥୀ ଦେଇଥିବା ଅଭିଯୋଗ…
ବ୍ରିଜ୍ ଉପରେ ସ୍କୁଟି ରଖି ଡାକ କର୍ମଚାରୀଙ୍କ ମିଳୁନି ପତ୍ତା
କୋରାପୁଟ/ସୁନାବେଡ଼ା ୫ା୭ (ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ା ଥାନା ଅନ୍ତର୍ଗତ ଘାଟଗୁଡ଼ା ବ୍ରିଜ୍ ଉପରେ ଗାଡ଼ି ରଖି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଉଛନ୍ତି କୋରାପୁଟ ଗାନ୍ଧୀନଗରଠାରେ ରହୁଥିବା ପି.ସତ୍ୟନାରାୟଣଙ୍କ ପୁଅ ପି. ସନ୍ତୋଷ କୁମାର। ସେ…
ଯୁବତୀଙ୍କୁ ବଳାତ୍କାର କରି ବନ୍ଧା ହେଲେ ୨ ସନ୍ତାନର ବାପା
ଆସିକା,୫ା୭(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ବୁଧବାର ଅଭିଯୁକ୍ତ ଗୌର ଚନ୍ଦ୍ର ବେହେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ବିବାହିତ ଓ ତାଙ୍କର ୨ଟି…
ଯୁବତୀଙ୍କୁ ପ୍ରତାରଣା କରି ଜେଲ୍ ଗଲେ ପ୍ରେମିକ
କୋକସରା,୫ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରୋଜଗାର ପାଇଁ ତାମିଲନାଡୁ ଯାଇଥିଲେ କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳ ଝାର କୁଣ୍ଡାମାଲ ଗାଁର ଜଣେ ଯୁବତୀ ଓ ସେହି କମ୍ପାନୀରେ ସୋନପୁର ଜିଲା ଡୁଙ୍ଗରିପାଲି ଗାଁର ସୁମିତ ନାଏକ (୨୭) ମଧ୍ୟ କାମ କରୁଥିଲେ।…
ବରଯାତ୍ରୀଙ୍କ ଉପରେ ଟ୍ରକ ମାଡ଼ିଯିବା ଘଟଣା: ଆଉ ଜଣେ ଆଖିବୁଜିଲେ
କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ଷଠିଘର ନିକଟରେ ଏକ ବରଯାତ୍ରୀଙ୍କ ଉପରେ ଗତ ୨୮ ତାରିଖ ରାତିରେ ଏକ ୧୨ ଚକିଆ ଟ୍ରକ ମାଡ଼ିଯିବା ଘଟଣାରେ ବୁଧବାର ଆଉ ଜଣଙ୍କ…

