ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ
ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରି ଡାକ୍ତରଙ୍କ ଉପରେ ଆକ୍ରମଣ କରିଥିବା…
ବିଲ୍ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍ ପଡ଼ିଲେ ବହୁ ଭୋଟର
ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍ ଦେବା ଆଦି କାର୍ଯ୍ୟ ପାଇଁ ହଜାର ହଜାର ଟଙ୍କା ପାରିଶ୍ରମିକ ଦେଇ ବିଏଲଓମାନଙ୍କୁ ନିଯୁକ୍ତି…
ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର
ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ ପଞ୍ଚାୟତର ସାମୁଦ୍ରିକ ମତ୍ସ୍ୟଜୀବୀ ସମ୍ପ୍ରଦାୟ ପୋଡ଼ମ ପେଟା ଗ୍ରାମର ପ୍ରାୟ ୪ ଶହରୁ…
ଆର୍ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା
ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଥିବା ଏକ ସ୍କୁଟି ି ଭିତରେ ନାଗ ସାପ ପଶିଯାଇଥିଲା। ଏହାପରେ ବନ…
ନଦୀକୁ ଖସିଲା ଚାଉଳ ବୋଝେଇ ଟ୍ରକ୍, ଡ୍ରାଇଭର ଡେଇଁପଡ଼ିବାରୁ…
ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଗ୍ରାମ ନିକଟ ନଦୀପୋଲ ଉପରୁ ଏକ ଚାଉଳ ବୋଝେଇ ଗାଡ଼ି ବୁଧବାର ଓଲଟି ପଡ଼ିବାରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚାଉଳ ନଷ୍ଟ ହେବା ସହ ଗାଡ଼ିଟି ପାଣି ଭିତରେ…
ଶୀତଳ ଷଷ୍ଠୀ ପାଇଁ ଜୁନ୍ ୨୦ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ
ସମ୍ବଲପୁର, ୧୭/୬ (ପ୍ରମୋଦ ବହିଦାର): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର (ଆରଡିସି) କାର୍ଯ୍ୟାଳୟ ପକ୍ଷରୁ ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ସ୍ଥାନୀୟ ଛୁଟି ତାଲିକା ଘୋଷଣା କରାଯାଇଛି। ଜାନୁଆରି ୧ ତାରିଖରେ ପ୍ରକାଶିତ…
ବଢ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …
ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ ଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଜିଲାର ସମସ୍ତ ସରକାରୀ…
ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା
ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହେଉଛି । ଶିଶୁଙ୍କ ମୃତ୍ୟୁ ହେବା ପରେ କିଛି ସମୟ ପର୍ଯ୍ୟନ୍ତ…
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏମିତି କହିଲେ ଚାମେଲି, ଚାରିଆଡ଼େ ଚର୍ଚ୍ଚା
କେନ୍ଦ୍ରାପଡ଼ା/ମହାକାଳପଡା,୧୭ା୬: କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ ମିଳିଛି । ଏହି ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ଚାମେଲି । ନ୍ୟାୟ ଦେବା…
ରଜ ଖେଳ ବିବାଦରୁ ରକ୍ତାକ୍ତ ସଂଘର୍ଷ
ରାଉରକେଲା,୧୭।୬ (ସଙ୍ଗୀତା ଜେନା): ରଜ ପର୍ବ ଆନନ୍ଦ ଉଲ୍ଲାସରେ ଚାଲିଥିବାବେଳେ ଇସ୍ପାତ ସହର ରାଉରକେଲାରେ ରକ୍ତାକ୍ତ ସଂଘର୍ଷ ହୋଇଛି। ରଜ ଖେଳ ଆୟୋଜନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ଗୋଷ୍ଠୀ ସଂଘର୍ଷ ମଙ୍ଗଳବାର ଚରମ ରୂପ ନେଇଛି। ସେକ୍ଟର-୬ସ୍ଥିତ ସରସ୍ବତୀ ଶିଶୁ…
ପୁଣି ଗଜରାଜଙ୍କ ତାଣ୍ଡବ! ଜଣଙ୍କ ଜୀବନ ନେବା ପରେ ବି ଥମୁନି ଗୋଠଛଡ଼ା ଦନ୍ତାର ଉପଦ୍ରବ, ଚିନ୍ତାରେ ଗ୍ରାମବାସୀ
ବଞ୍ଚୋ,୧୭।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଗଜରାଜଙ୍କ ଉପଦ୍ରବ ଥମିବାର ନାଁ ନେଉନାହିଁ । ପୁଣିଥରେ ଜନବସତି ମୁହାଁ ହୋଇଛି ଗୋଠଛଡ଼ା ଦନ୍ତା ହାତୀ । ହାତୀଟି ଗାଁ ନିକଟବର୍ତ୍ତୀ ଅଞ୍ଚଳରେ ବୁଲୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ…
ବାରିପଦାରେ ଲଭ୍ ଜିହାଦ୍କୁ ନେଇ ଉତ୍ତେଜନା: କୋର୍ଟ ମ୍ୟାରେଜ ପୂର୍ବରୁ ବର, ବରଯାତ୍ରୀକୁ ଟେକିନେଲା ପୋଲିସ
ବାରିପଦା,୧୭।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରରେ ମଙ୍ଗଳବାର ‘ଲଭ୍ ଜିହାଦ୍’ ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ପରିବାର…

