ଆମ ଜିଲା ଖବର

କିସ୍ତି ଟଙ୍କା ନ ବାନ୍ଧିବାରୁ ଯୁବକଙ୍କୁ ହତ୍ୟା

ଜୟପୁର,୧୪ା୮(ପବନ ପାଣିଗ୍ରାହୀ):ଫାଇନାନ୍ସ ଟଙ୍କା କିସ୍ତି ନ ବାନ୍ଧିବାରୁ କୋରାପୁଟ ଜିଲା ଜୟପୁରରେ ଜଣେ ଯୁବକଙ୍କୁ ହତ୍ୟା କରାଯିବା ଘଟଣା ସାମ୍ନାକୁ ଆସିଛି। ଚିକିତ୍ସାଧୀନ ଅବସ୍ଥାରେ ଯୁବଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପୁର ଭେଟନାରି କଲୋନୀର ବିପିନ ବାହାଦୁର(୪୨) । ଖବର…

ଗାଡ଼ିମୋଟର ଯାଞ୍ଚ କଡାକଡି କଲା ପୋଲିସ

ବୁଗୁଡା,୧୪ା୮(କାଳି ଚରଣ ଦାଶ): ବୁଗୁଡା ଥାନା ପୋଲିସ ପକ୍ଷରୁ ବିଭିନ୍ନ ଗାଡ଼ିମୋଟର ଯାଞ୍ଚ କରାଯାଇଛି। ଥାନା ଅଧିକାରୀ ଚିତ୍ତ ରଞ୍ଜନ ବେହେରାଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଆଇ ସମୀର କୁମାର ସେଠୀଙ୍କ ନେତୃତ୍ୱରେ ପୋଲିସ ସୋମବାର ବୁଗୁଡା ବସ୍‌ଷ୍ଟାଣ୍ଡଠାରେ ବସ୍‌, ଅଟୋରିକ୍ସା ଓ ସ୍କୁଲବସ୍‌…

ବ୍ଲକ ଅଧ୍ୟକ୍ଷାଙ୍କ ସହ ଗଣ୍ଡଗୋଳ: ସମିତି ସଭ୍ୟ, ସହଯୋଗୀ ଗିରଫ

ଜମନକିରା,୧୪ା୮(ରବୀନ୍ଦ୍ର ପ୍ରସାଦ ଦାନି): ଜମନକିରା ବ୍ଲକ ଅଧ୍ୟକ୍ଷାଙ୍କ ଚାମ୍ବରରେ ପଶି ଗଣ୍ଡଗୋଳ କରିବା ଘଟଣାରେ ଜମନକିରା ପୋଲିସ ଜଣେ ସମିତି ସଭ୍ୟଙ୍କ ସହ ତାଙ୍କ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କୁଚିଣ୍ଡା ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ…

ଛାତରୁ ନାବାଳକଙ୍କ ମୃତଦେହ ଜବତ ଘଟଣା: ୩ ମାସ ପରେ ବି ଅଭିଯୁକ୍ତ ଚିହ୍ନଟ ହେଲେନି

ବ୍ରହ୍ମପୁର,୧୪ା୮(ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଜଗଦଳପୁର ନିକଟ ବାଉରୀ କମାପଲ୍ଲୀ ଗ୍ରାମର ନାବାଳକ ଶିବ ଦାସ(୭)ଙ୍କ ମୃତଦେହ ତାଙ୍କ ଘର ଛାତ ଉପରୁ ଗତ ମେ ୧୫ ତାରିଖ ଅପରାହ୍ନରେ ମିଳିଥିଲା। ତାଙ୍କର ଏଭଳି ସନ୍ଦେହଜନକ ମୃତ୍ୟୁକୁ ନେଇ ତାଙ୍କୁ…

୩ ସହରକୁ ଜଗିବ ସିସିଟିଭି

ଗଞ୍ଜାମ,୧୪।୮(ବିଦ୍ୟାଧର ସାହୁ ): ଛତ୍ରପୁର, ଗଞ୍ଜାମ ଏବଂ ରମ୍ଭା ସହରର ବିଭିନ୍ନ ସ୍ଥାନରେ ସିସିଟିଭି ଲଗା ଯାଇଛି। ଏହା ତାହା ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ବ୍ରହ୍ମପୁର ଏମ୍‌ପି ଚନ୍ଦ୍ର ଶେଖର ସାହୁଙ୍କ ପକ୍ଷରୁ ସୂଚନା ମିଳିଛି। ଏମ୍‌ପିଙ୍କ ପାଣ୍ଠିରୁ…

ତେଜିଲା ଶିକ୍ଷକ ନିଯୁକ୍ତି ଦାବି: ଛାତ୍ରୀଛାତ୍ରଙ୍କ ସହ ଅଭିଭାବକ ଧାରଣାରେ

ପାଟଣା,୧୪।୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ଉଚ୍ଚ ବିଦ୍ୟାଳୟରେ ଖାଲି ପଡିଥିବା ଶିକ୍ଷକ ପୂରଣ ସହ ନୂତନ ଶିକ୍ଷକ ନିଯୁକ୍ତି ଦାବିରେ ସୋମବାର ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟ ଫାଟକ ସମ୍ମୁଖରେ ତାଲା ପକାଇ ଧାରଣାରେ ବସିଛନ୍ତି।…

ସ୍ବାଧୀନତା ଦିବସ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୪।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିିରେ ବ୍ଲକସ୍ତରୀୟ ୭୭ତମ ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବ୍ଲକର ବ୍ରାହ୍ମଣୀଗାଁ, ଗଦାପୁର, କାଟିଙ୍ଗିଆ, ସରାମୁଳି, ହାତୀମୁଣ୍ଡା, ଝିଞ୍ଜିରୀଗୁଡା, କୁମ୍ଭାରିପଦର, ତାଜୁଙ୍ଗିଆ, ସୋନପୁର, ସିକାବର୍ଗ, ଦାସିଙ୍ଗବାଡି, ସିମନବାଡି, ଭ୍ରମରବାଡ଼ି, ସିଆଙ୍ଗବାଲି,…

ଆବାସ ଦାବିରେ ଜିଲାପାଳଙ୍କ ଅଫିସ ଆଗରେ ଧାରଣା

ଭଦ୍ରକ,୧୪।୮(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ପଞ୍ଚାୟତ ଦେବତାଗଡ଼ିଆ ଗ୍ରାମର ଅକ୍ଷୟ ସେଠୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବା ଦାବିରେ ସୋମବାର ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଛନ୍ତି । ନିକଟରେ ପ୍ରକାଶ ପାଇଥିବା ଆବାସ…

ଗୋରୁ ବୋଝେଇ ପିକ୍‌ଅପ ଭ୍ୟାନ୍‌ ଜବତ

ପାଟଣା,୧୪।୮(ବିର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ-କୋଲକତା ୪୯ ନମ୍ବର ଜାତୀୟ ରାଜପଥ ଡ଼ାବାରଚୁଆ ନିକଟରୁ ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନକୁ ସ୍ଥାନୀୟ ଭଞ୍ଜ ସେନା କର୍ମକର୍ତ୍ତା ଧରି ପୋଲିସ ଜିମା ଦେଇଛନ୍ତି।…

ବିଭିନ୍ନ ସମସ୍ୟାର ସମାଧାନ ନେଇ ରାସ୍ତାକୁ ଓହ୍ଲାଇଲେ କୁନିକୁନି ପିଲା

କେନ୍ଦୁଝର,୧୪ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାହ୍ମଣୀ ଗାଁ ପ୍ରାଥମିକ ବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ନେଇ ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଫିସକୁ ଆସି ଛାତ୍ରୀଛାତ୍ର ଅଭିଯୋଗପତ୍ର ଦେଇ ସେମାନଙ୍କ ସମସ୍ୟା ଜଣାଇଛନ୍ତି। ଏହି ବିଦ୍ୟାଳୟଟି ୧୯୫୪ ମସିହାରେ ସ୍ଥାନୀୟ ଲୋକ ତଥା ସରକାରଙ୍କ ମିଳିତ…

ମହିଳାଙ୍କୁ ଦଳିଦେଲା ହାତୀ

ବାଣପୁର,୧୪ା୮(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନୀଳାଦ୍ରି ପ୍ରସାଦ ପଞ୍ଚାୟତ ପୁଞ୍ଜିଆମା ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ସୋମବାର ସକାଳୁ ପାଣ୍ଡବ ପ୍ରଧାନଙ୍କ ସ୍ତ୍ରୀ ରଞ୍ଜନା ଘର ପଛପଟ ବିଲକୁ ଯାଇଥିବା ବେଳେ ହଠାତ୍‌ ଏକ ଦନ୍ତା…

୫-ଟି ସ୍କୁଲର ବିକଳ ଚିତ୍ର

ସୋନପୁର,୧୪।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ଉଚ୍ଚ ବିଦ୍ୟାଳୟଗୁଡିକରେ ଶତାଧିକ ଶିକ୍ଷକ ଓ କର୍ମଚାରୀ ପଦ ଖାଲି ପଡିଛି । ସରକାର ନୂତନ ଶିକ୍ଷକ ଓ କର୍ମଚାରୀ ନିଯୁକ୍ତି ପ୍ରତି ଧ୍ୟାନ ଦେଉ ନ ଥିବାରୁ ସରକାରୀ ଉଚ୍ଚ ବିଦ୍ୟାଳୟଗୁଡିକରେ ଶିକ୍ଷା ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?