ଆମ ଜିଲା ଖବର

ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୩ା୨: ବ୍ରହ୍ମପୁରର ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ସୋମବାର ଏକ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ସେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ପାଟପୁର ଥାନା ଅନ୍ତର୍ଗତ ପାଣ୍ଡୁରୁଖଲି ଗ୍ରାମର ଭଗବାନ ସେଠୀ। ପ୍ରକାଶ ଯେ,…

ପୃଥକ ଦୁର୍ଘଟଣାରେ ଗଲା ୨ ଜୀବନ

କେନ୍ଦୁଝର,୧୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଧୃପଦା ନିକଟ ଏନ୍‌ଏଚ ୪୯ରେ ସୋମବାର ସନ୍ଦ୍ୟାରେ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଓ ଟ୍ରକ୍‌ ମୁହାଁ ମୁହିଁ ହେବାରୁ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ରାଜ କୁମାର ମହାନ୍ତ…

ରାଜରାସ୍ତାକୁ ଓହ୍ଲାଇବେ ଜୁନିୟର ଶିକ୍ଷକ

ଜଳେଶ୍ୱର, ୧୩ା୨(ଡି.ଏନ୍‌.ଏ.): ଗତ ୪ ମାସ ତଳେ ମୁଖ୍ୟମନ୍ତ୍ରୀ ଓଡ଼ିଶା ମାଟିରୁ ଚୁକ୍ତିଭିତ୍ତିକ ଯୁଗ ଶେଷ ହେଲା ବୋଲି ଘୋଷଣା କରିଥିବା ବେଳେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡିକରେ କାର୍ଯ୍ୟରତ ପ୍ରାୟ ୧୩ହଜାର କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀ ଚୁକ୍ତିଭିତ୍ତିରେ ଓ ସ୍ବଳ୍ପ ଦରମାରେ…

୭ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ,୧୩।୨(ସ୍ବ.ପ୍ର): କୋରାପୁଟ ଜିଲାର ମାଛକୁଣ୍ଡ ପୋଲିସ ଦ୍ୱାରା ପାଟ୍ରୋଲିଂ ଚାଲିଥିବାବେଳେ ବଡ ଡୁରାଲ ଗ୍ରାମ ନିକଟରୁ ୭ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ ହୋଇଛି। ପୂର୍ବ ସୂଚନାପାଇ ସୋମବାର ମାଛକୁଣ୍ଡ ଥାନା ପୋଲିସ ସ୍ଥାନୀୟ ବଡ ଡୁରାଲ ଗ୍ରାମ ନିକଟରେ…

ବନ୍ଦ ଘରୁ ମିଳିଲା ମା’ଙ୍କ ସହ ଦୁଇ ପୁତ୍ରଙ୍କ ମୃତଦେହ

କେନ୍ଦୁଝର/ଚମ୍ପୁଆ (ସ୍ବ.ପ୍ର.): ଚମ୍ପୁଆ ଥାନା ଅନ୍ତର୍ଗତ ଦୁରୁକୁଳିଆ ଗ୍ରାମରେ ଏକ ଘରୁ ପୋଲିସ ଜଣେ ମହିଳା ଏବଂ ତାଙ୍କ ୨ ପୁଅଙ୍କ ମୃତଦେହ ଜବତ କରିଛି। ମୃତ ମହିଳା ଜଣଙ୍କ ହେଲେ କ୍ଷଣପ୍ରଭା ନାଏକ (୩୫), ଦୁଇ ଶିଶୁ ପୁତ୍ରଙ୍କ ବୟସ…

ବାକି ପଇସାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା

ବସ୍ତା, ୧୩।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳରେ ସାମାନ୍ୟ ବାକି ପଇସାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ହତ୍ୟା ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ସଦାନନ୍ଦପୁର ଗ୍ରାମର ଅଜୟ ବାରିକ(୩୦)। ପୋଲିସ ସୂଚନା ଅନୁଯାୟୀ,…

ଡକାୟତି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଗିରଫ, ସହଯୋଗୀଙ୍କୁ ଖୋଜୁଛି ପୋଲିସ

ବାଲିଗୁଡା,୧୩।୨(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗଡା ପୋଲିସକୁ ବଡ଼ ସଫଳତା ମିଳିଛ। ଏକ ଡକାୟତି ଘଟଣାର ଚାରିଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଅଜୟ ଦିଗାଳକୁ ଗିରଫ କରିଛି ପୋଲିସ । ଅଜୟ ନିକଟରୁ ପୋଲିସ ଗୋଟିଏ କାର୍‌, ଦୁଇଟି ମୋବାଇଲ ସହ…

ଅଟେଇ ଜଙ୍ଗଲରେ ନିଆଁ

ଆନନ୍ଦପୁର,୧୩।୨(ସ୍ବ.ପ୍ର.): ଆନନ୍ଦପୁର ସୀମାନ୍ତ ଘଟଗାଁ ଅଟେଇ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ଘଟିଛି। ଜଙ୍ଗଲରେ ବସବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ବ୍ୟକ୍ତ ମଧ୍ୟ ଅଗ୍ନିକାଣ୍ଡରେ ପ୍ରଭାବିତ ହୋଇଛନ୍ତି। କେହି ଦୁର୍ବୃତ୍ତ ଅଗ୍ନିକାଣ୍ଡ ଘଟାଇଥିବାବେଳେ ଶୁଖିଲା ଗଛ ପତ୍ର ଯୋଗୁ…

କେନାଲରେ ପଡ଼ି ଚାଲିଗଲା ଜୀବନ

ମୋରଡ଼ା,୧୩।୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅନ୍ତର୍ଗତ ଚିତ୍ରଡ଼ା ଫାଣ୍ଡି ଅଧୀନ ଘାସିଡିହି ସୁବର୍ଣ୍ଣରେଖା କେନାଲରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଘାସିଡିହି ଗ୍ରାମର ଜଗନ୍ନାଥ ବାସ୍କେ। ଚିତ୍ରଡ଼ା ଫାଣ୍ଡି ଅଧିକାରୀ ନିରଞ୍ଜନ ସୋରେନଙ୍କଠାରୁ ମିଳିଥିବା ସୂଚନା…

ଦାବି ପୂରଣ ନ ହେଲେ ଆନ୍ଦୋଳନ

ଭଦ୍ରକ ଅଫିସ,୧୩।୨: ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନ ଭଦ୍ରକ ଜିଲା ଶାଖାର ବାର୍ଷିକ ଜିଲା ସମ୍ମିଳନୀ ନୂଆବଜାରସ୍ଥିତ ମଞ୍ଜୁଳ ମଞ୍ଜରୀ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲା…

‘କୃଷି ଯନ୍ତ୍ରପାତି ମେଳା କୃଷି ପ୍ରତି କୃଷକଙ୍କୁ ଆକୃଷ୍ଟ କରିବ’

ପାରଳାଖେମୁଣ୍ଡି,୧୩ା୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଷ୍ଟାଡିୟମରେ ୩ ଦିନ ଧରି ଚାଲିଥିବା ଜିଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ସୋମବାର ଉଦ୍‌ଯାପିତ ହୋଇଛି। ଉଦ୍‌ଯାପନୀରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ମେଳାର ଆବଶ୍ୟକତା ଓ କୃଷକଙ୍କୁ…

ଜଳିଗଲା ୬ ବଖରା : ୨ ଗାଈ, ୭ ଛେଳି ଜୀବନ୍ତ ଦଗ୍ଧ

ସିଂହପୁର,୧୩।୨(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ଜରୀ ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୬ ପରିବାରର ୬ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଜରୀ ଗ୍ରାମର ରାଜେନ୍ଦ୍ର ମଲିକ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri