ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ ବିକ୍ରି କରି ପାରି ନାହାନ୍ତି। ଏଭଳି ସ୍ଥିତିରେ ଚାଷୀଙ୍କ ଅମଳ ଧାନ କ୍ଷେତ,…
ନାବାଳିକା ଝାଡ଼ୁବିକାଳିଙ୍କୁ ଗଣବଳାତ୍କାର: ରାତିରେ ଉଠିଥିବା ବେଳେ…
କେନ୍ଦ୍ରାପଡ଼ା, ୧୭।୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଜଜାଙ୍ଗଠାରେ ଜଣେ ନାବାଳିକା ଝାଡୁ ବିକାଳି ଗଣବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ ସନ୍ଦେହଘେରକୁ ଆସିଥିବା ୨ ଯୁବକଙ୍କୁ ପୋଲିସ ଥାନାକୁ ଉଠାଇଆଣି ପଚରାଉଚରା…
ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍ ନିର୍ମାଣ ଅନିୟମିତତା ଗୁମର
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ପ୍ରକଳ୍ପ କାର୍ଯ୍ୟ ସମ୍ପାଦନରେ କର୍ତ୍ତବ୍ୟରେ ଘୋର ବିଶୃଙ୍ଖଳା…
ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍ ପଡ଼ି ଯାଇଛି। କେଉଁଠି ଅଧେ ଅଂଶ ଆଲୋକିତ ହୋଇଥିବାବେଳେ ଅଧେ ଅଂଶ ଦୀର୍ଘଦିନ ଧରି…
ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,
କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ ସହଯୋଗୀ ଏକ୍ସପୋଜରଙ୍କୁ ଦୁର୍ବ୍ୟବହାର ଓ ମାରଣାତ୍ମକ ଆକ୍ରମଣ କରାଯାଇଛି। ଏହି ଘଟଣାଟି କଲ୍ୟାଣସିଂହପୁର…
ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…
ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ ଲୋହରାଯୋର ଗ୍ରାମରେ ଚଳିତ ବର୍ଷ ଅପୂର୍ବ…
ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ
ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର ବିଶିଷ୍ଟ କ୍ରିକେଟ ଟୁର୍ନାମେଣ୍ଟ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ବାବା ବାଲୀ ଲୋକନାଥ…
ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’
ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ ଆୟୋଜିତ ଏକ ଜାତୀୟ ସ୍ତରୀୟ ଏନଜିଓ ସମ୍ମିଳନୀରେ ରକ୍ତଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…
ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…
ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ବାବା ଖଣ୍ଡୁଆ ବୁଢ଼ା ଏବଂ ମା’ ଡୋକରୀ ବୁଢ଼ୀଙ୍କ…
ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ
ପାରଳାଖେମୁଣ୍ଡି, ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ ଚନ୍ଦ୍ର ବରାଡ (୫୫)। ସେ ପେଶାରେ ଜଣେ ପନିପରିବା ବ୍ୟବସାୟୀ ଥିଲେ। ତେବେ…
ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ
ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗତ ମେ’ ୩୦ ତାରିଖ ସନ୍ଧ୍ୟା ପ୍ରାୟ ୫.୩୦ମିନିଟରେ…
ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ
କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି ଏକ ସମ୍ବେଦନଶୀଳ ମାମଲାରେ ଗିରଫ ହୋଇଥିବା ସରପଞ୍ଚଙ୍କ ଜାମିନ୍ ଆବେଦନକୁ କୋର୍ଟ ମଞ୍ଜୁର…

