ଆମ ଜିଲା ଖବର

କିରାଣିଙ୍କୁ ମାଡ଼ମାରି ଚେୟାରରୁ ଠେଲିଦେଲେ ସିଡିପିଓ

ନବରଙ୍ଗପୁର,୨।୭(ସଦାଶିବ ପ୍ରହରାଜ)ନିଜ ଅଧୀନରେ କାମ କରୁଥିବା ଜଣେ ବରିଷ୍ଠ ମହିଳା କିରାଣି ସନ୍ତୋଷୀ କୁମାରୀ ମିଶ୍ରଙ୍କୁ ମାଡ଼ ମାରିବା ସହ ବସିଥିବା ଚୌକିରୁ ଠେଲିଦେଲେ ଡାବୁଗାଁ ସିଡିପିଓ ଗୀତାଞ୍ଜଳି ମହାରଣା। ମହିଳା କିରାଣିଙ୍କ ମୁଣ୍ଡ ଓ କହୁଣି କାନ୍ଥରେ ପିଟିହୋଇ ଆଘାତ…

ସାଧୁ ବେଶରେ ଲୁଚିଥିଲେ ୨୨ ବର୍ଷ

ବ୍ରହ୍ମପୁର,୨।୭(ସୁବାସ ଚନ୍ଦ୍ର ପାଢ଼ୀ)ତ୍ରିକୋଣୀୟ ପ୍ରେମକୁ ନେଇ ଗୁଜୁରାଟ ରାଜ୍ୟର ସୁରଟରେ ୨୦୦୧ରେ ଘଟିଥିବା ଏକ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ୨୨ବର୍ଷ ପରେ ଧରାପଡ଼ିଛନ୍ତି। ସୁରଟ ପୋଲିସର ଏକ ଟିମ୍‌ ଉତ୍ତରପ୍ରଦେଶର ମଥୁରା ନନ୍ଦଗ୍ରାମସ୍ଥିତ କୁଞ୍ଜୁକୁଟି ଆଶ୍ରମରେ ସାଧୁବେଶରେ ରହୁଥିବା ଅଭିଯୁକ୍ତ ଗୌରାଙ୍ଗ…

ଉଲ୍ଲେଖନୀୟ କାର୍ଯ୍ୟ: ରାଜ୍ୟରେ ମାଲକାନଗିରି ପ୍ରଥମ

ମାଲକାନଗିର,୨।୭(ଦୁର୍ଯ୍ୟୋଧନ ପାତ୍ର)ଯୋଜନା ଓ ସଂଯୋଜନ ବିଭାଗରେ ନିଜର ଉଲ୍ଲେଖନୀୟ କାର୍ଯ୍ୟ ଲାଗି ମାଲକନଗିରି ଜିଲା ରାଜ୍ୟରେ ପ୍ରଥମ ସ୍ଥାନ ହାସଲକରି ଶନିବାର ପୁରସ୍କୃତ ହୋଇଛି। ଭୁବନେଶ୍ୱର ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଜାତୀୟ ପରିସଂଖ୍ୟାନ ଦିବସ ପାଳନ ଅବସରରେ ଯୋଜନା…

ନୀଳକନ୍ଦରକୁ ବାହୁଡ଼ିଲେ ଲୀଳାମୟ

ପୁରୀ,୧l୭( ଅଜିତ୍ ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ନବଦିନାତ୍ମ୍‌କ ଯାତ୍ରା ସାରି ପବିତ୍ର ଆଷାଢ ଶୁକ୍ଳ ତ୍ରୟୋଦଶୀ ତିଥି ନୀଳାଦ୍ରି ବିଜେ ଅବସରରେ ବଡ଼ଭାଇ ବଳଭଦ୍ର ଏବଂ ସାନ ଭଉଣୀ ମା’ ସୁଭଦ୍ରାଙ୍କଙ୍କ ସହ ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ିଛନ୍ତି l ଚତୁର୍ଦ୍ଧା ବିଗ୍ରହଙ୍କ…

ହାଣ୍ଡିଶାଳକୁ ମାଡ଼

ସିଂହପୁର,୧ା୭(ଅନଙ୍ଗ ଉଦୟ ବେଉରିଆ): ପରିବା ଦର୍‌ ହଠାତ ଆକାଶଛୁଆଁ ଯୋଗୁ ଖାଉଟିଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି। ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ବଜାରର ସାପ୍ତାହିକ ହାଟରେ ଶନିବାର ବାଇଗଣ କିଲୋ ୬୦, ଟମାଟୋ ୧୦୦0, ଝୁଡ଼ଙ୍ଗ ୧୦୦, ଭେଣ୍ଡି…

ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ମାଲକାନଗିରି,୧ା୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପୋଲିସ ଓ ବିଏସ୍‌ଏଫ୍‌ ବାହିନୀ ଦ୍ୱାରା ଚିତ୍ରକୋଣ୍ଡା ବ୍ଲକ ଜଡ଼ାମ୍ବ ଥାନା ଅଞ୍ଚଳ ଆନ୍ଧ୍ର ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି। ଏ ନେଇ ମାଲକାନଗିରି ଏସ୍‌.ପି. ନିତିଶ୍‌ ବାଧ୍ୱାନୀ…

ଘରେ ରଖିଥିଲେ ୧୧ ଲକ୍ଷ ଟଙ୍କାର ଗଞ୍ଜେଇ, ଜବତ କଲା ପୋଲିସ

କୋରାପୁଟ,୧ା୭(ଅମିତାଭ ବେହେରା): ଘରେ ଗଚ୍ଛିତ ରଖିଥିବା ଗଞ୍ଜେଇକୁ ପୋଲିସ ଜବତ କରିଛି। ମାଛକୁଣ୍ଡ ପୋଲିସ ସୂଚନା ଅନୁସାରେ ମାଛକୁଣ୍ଡ ଥାନା ଅନ୍ତର୍ଗତ ମାହାଡ଼ା ଗ୍ରାମର ସମରା ବଡ଼ନାୟକଙ୍କ ଘରେ ବାହାର ରାଜ୍ୟକୁ ଚୋରା ଚାଲାଣ ହେବା ପାଇଁ ଗଚ୍ଛିତ ହୋଇ ରହିଥିବା…

ଅଧିକ ଟଙ୍କା ରୋଜଗାର ଆଶାରେ ଲକ୍ଷାଧିକ ଟଙ୍କା ହରାଇଲେ ଯୁବକ

ସୋରଡ଼ା,୧ା୭(ଲମ୍ବୋଦର ପାଣିଗ୍ରାହୀ): ଅଳ୍ପ ସମୟରେ ବିନା ପରିଶ୍ରମରେ ଅଧିକ ଅର୍ଥ ଉପାର୍ଜନ କରିବା ଆଶାରେ ଅଞ୍ଚଳର ଶତାଧିକ ଯୁବକ ଅର୍ଥ ଶ୍ରାଦ୍ଧ କରି ଏବେ ଚିନ୍ତାରେ ପଡ଼ିଛନ୍ତି। ଗଞ୍ଜାମ ଜିଲା ସୋରଡା ଏନ୍‌ଏସି ଓ ବ୍ଲକର ବିଭିନ୍ନ ଅଞ୍ଚଳରେ ୪ ମାସ…

ଖେଳୁଥିବା ସମୟରେ ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କ ଜୀବନ ଗଲା

କୋରାପୁଟ,୧ା୭(ଅମିତାଭ ବେହେରା): ଖେଳୁଥିବା ସମୟରେ ପୋଖରୀରେ ବୁଡ଼ି ୨ ଶିଶୁଙ୍କ ଜୀବନ ଯାଇଛି। ଏମିତି ଏକ ଅଭାବନୀୟ ଘଟଣା ଦେଖିବା ପାଇଁ ମିଳିଛି କୋରାପୁଟ ଜିଲା ଲମତାପୁଟ ବ୍ଲକ ତୁଷୁବା ପଞ୍ଚାୟତର କଞ୍ଚଣା ଗ୍ରାମରେ। ସୂଚନାନୁସାରେ, ସେଇ ଗ୍ରାମର ଅର୍ଜୁନ କିର୍ଷାଣୀଙ୍କ…

ଆଦର୍ଶ ଶିକ୍ଷକଙ୍କ ପରଲୋକ

ତିର୍ତ୍ତୋଲ,୧ା୭(ଗୌରାଙ୍ଗ ସ୍ବାଇଁ): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଦାମୋଦରପାଟଣାର ଆଦର୍ଶ ଶିକ୍ଷକ ସୁରେନ୍ଦ୍ର କୁମାର ମହାପାତ୍ରଙ୍କର ୭୮ ବର୍ଷ ବୟସରେ ପରଲୋକ ଘଟିଛି। ଶୁକ୍ରବାର ତାଙ୍କ ବାସଭବନରେ ପରଲୋକ ହୋଇଛି। ସେ ଏକାଧାରରେ ଜଣେ ଶିକ୍ଷକ, ନାଟ୍ୟକାର, ନିର୍ଦ୍ଦେଶକ ଏବଂ…

ବିଜେଡି ନେତାଙ୍କୁ କାର୍‌ ମଡ଼ାଇ ହତ୍ୟା ଘଟଣା: ବ୍ରଜରାଜନଗର ଷ୍ଟେଶନରୁ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର,୧ା୭(ସୁବାସ ପାଢ଼ୀ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଖମ୍ବାରି ଗାଁରେ ଜଣେ ବିଜେଡି ନେତାଙ୍କୁ କାର୍‌ ମଡ଼ାଇ ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ପୋଲିସ କାବୁ କରିଛି। ଅଭିଯୁକ୍ତ ଜଣଙ୍କ ହେଉଛନ୍ତି କେ.ନୂଆଗାଁ ଥାନା ଅନ୍ତର୍ଗତ ଖାମ୍ଭାରିଗାଁର ରାମକୃଷ୍ଣ ମିଶ୍ର(୪୦)। ରାମକୃଷ୍ଣଙ୍କୁ…

ଛିଡ଼ାହୋଇଥିବା ଟ୍ରକ୍‌ ପଛରେ ପିଟିହେଲା ବସ୍‌: ୨ ଚାଳକ ଗୁରୁତର

ଜମନକିରା,୧ା୭:(ରବୀନ୍ଦ୍ର ପ୍ରସାଦ ଦାନୀ): ଜମନକିରା ଥାନା ଜାତୀୟ ରାଜପଥ ୫୩ନଂ. ବାଇପାସ୍‌ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଛି। ବିଭାଗ ପକ୍ଷରୁ କରାଯାଇଥିବା ନୂତନ ରାସ୍ତାର ଭିତ୍ତିପ୍ରସ୍ତର ଠିକ୍‌ ନଥିବା ଯୋଗୁ ଏଭଳି ଅସୁବିଧା ହେଉଥିବା ନେଇ ବିଶେଷଜ୍ଞମାନେ ପ୍ରକାଶ କରୁଛନ୍ତି। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?