ଆମ ଜିଲା ଖବର

କପିଳାସ ପ୍ରାଣୀ ଉଦ୍ୟାନରେ ବିଶ୍ୱ ହାତୀ ଦିବସ

ଢେଙ୍କାନାଳ,୧୨।୮: ଢେଙ୍କାନାଳସ୍ଥିତ କପିଳାସ ପ୍ରାଣୀ ଉଦ୍ୟାନରେ ଶନିବାର ବିଶ୍ୱ ହାତୀ ଦିବସ ପାଳିତ ହୋଇଛି। ଏହି ଅବସରରେ ପ୍ରାଣୀ ଉଦ୍ୟାନରେ ଥିବା ୬ ହାତୀଙ୍କୁ ଚନ୍ଦନ, ସିନ୍ଦୂର ଲଗାଇ ଚାନ୍ଦୁଆ ପକାଇ ପୂଜାର୍ଚ୍ଚନା କରି ଉଦ୍ୟାନ ପରିସରରେ ବୁଲାଯାଇଥିଲା । ଏପରିକି…

ଝାଡ଼ା ବାନ୍ତିରେ ୮୦ ଛାତ୍ରୀଛାତ୍ର ଅସୁସ୍ତ

ସମ୍ବଲପୁର,୧୨।୮: ସମ୍ବଲପୁର ଜିଲା ଗୋଶାଳା ଠାରେ ଥିବା ନବୋଦୟ ବିଦ୍ୟାଳୟରେ ଝାଡ଼ା ବାନ୍ତିରେ ପ୍ରାୟ ୮୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଗୁରୁବାର ପିଲାମାନେ ହଷ୍ଟେଲରେ ରାତ୍ର ଭୋଜନ ଖାଇ ଶୋଇଥିଲେ। ଶୁକ୍ରବାର ସକାଳେ କିଛି ପିଲାଙ୍କୁ ବାନ୍ତି ହୋଇଥିଲା। ଆଉ କିଛି…

ନୂଆଦିଲ୍ଲୀରେ ସ୍ବାଧୀନତା ଦିବସ ସମାରୋହରେ ମତ୍ସ୍ୟଜୀବୀ ଦମ୍ପତୀ ସ୍ବତନ୍ତ୍ର ଅତିଥି

ଛତ୍ରପୁର,୧୨।୮(ସନ୍ତୋଷ ପାଢ଼ୀ ): ନୂଆଦିଲ୍ଲୀରେ ହେବାକୁ ଥିବା ସ୍ବାଧୀନତା ଦିବସ ସମାରୋହରେ ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେବାକୁ ଗଞ୍ଜାମ ଜିଲାର ମତ୍ସ୍ୟଜୀବୀ ଦମ୍ପତିଙ୍କୁ ନିମନ୍ତ୍ରଣ ଆସିଛି। ଛତ୍ରପୁର ବ୍ଲକ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗ୍ରାମର ଦମ୍ପତି ହେଲେ ଓଡ଼ିଶା ପାରମ୍ପରିକ…

ଜନ୍ମ ମାଟିରେ ପହଞ୍ଚିଲା ଯବାନଙ୍କ ପାର୍ଥିବ ଶରୀର

ଆନନ୍ଦପୁର,୧୨।୮(ସନ୍ତୋଷ ରାଉତ): ମାଓବାଦୀ ଆକ୍ରମଣରେ ଶହୀଦ ହୋଇଥିବା କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳର ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ପାର୍ଥିବ ଶରୀର ଜନ୍ମ ମାଟିରେ ପହଞ୍ଚିଛି। ଶନିବାର ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର ହେବ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ…

କେନ୍ଦ୍ରମନ୍ତ୍ରୀ-ବିଧାୟକ ମକରନ୍ଦଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା

ରାୟଗଡ଼ା,୧୨।୮(ଆଶିଷ ରଞ୍ଜନ ପଣ୍ଡା): ସ୍ବାଧୀନ ଭାବେ ପ୍ରଥମ ଥର ପାଇଁ ୨୦୧୯ ସାଧାରଣ ନିର୍ବାଚନରେ ବିଧାୟକ ହେବା ପରେ ବହୁତ ଚର୍ଚ୍ଚାରେ ଥିଲେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି । ଏବେ ସେ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିବା ପରେ…

ଦିବ୍ୟାଙ୍ଗ ଯୁବକଙ୍କୁ ଭତ୍ତା ଲୋଭ ଦେଖାଇ ଅସ୍ତ୍ରୋପଚାର

ମାଥିଲି, ୧୨ା୮(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ ମହୁପଦର ପଞ୍ଚାୟତର ଆମ୍ବାଗୁଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଅବିବାହିତ ଯୁବକଙ୍କୁ କାଗଜପତ୍ରରେ ବିବାହିତ ଦର୍ଶାଇ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଯାଇଛି। ଏହା ଜଣାପଡ଼ିବା ପରେ…

୩୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଚାଉଳ ଜବତ କଲା ପୋଲିସ

ଡୁଙ୍ଗୁରିପାଲି,୧୨ା୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଏଫସିଆଇ ଗେଟ ସମ୍ମୁଖରେ ଥିବା ଏକ ଦୋକାନରେ ସ୍ଥାନୀୟ ପୋଲିସ ଶୁକ୍ରବାର ଚଢାଉ କରି ୩୩ କୁଇଣ୍ଟାଲ ୪୫ କେଜି ଚାଉଳ ଜବତ କରିଛି। ଜବତ ଚାଉଳର ଆନୁମାନିକ ମୂଲ୍ୟ ୧ ଲକ୍ଷରୁ ଊର୍ଦ୍ଧ୍ୱ…

ଉଦ୍ଧାର ଶିଶୁପୁତ୍ର ପାଇଲା ନୂଆ ପରିଚୟ

ବଲାଙ୍ଗୀର/ଟିଟିଲାଗଡ଼, ୧୧ା୮ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ଅର୍ଥଲୋଭରେ ଟିଟିଲାଗଡର ଏକ ଦମ୍ପତି ନିଜ ଜନ୍ମକଲା ଏକ ମାସର ଶିଶୁପୁତ୍ରକୁ ପ୍ରାୟ ଅଢ଼େଇ ଲକ୍ଷ ଟଙ୍କାରେ ବିକ୍ରି କରିବା ଏବଂ ଏହି ଶିଶୁବିକ୍ରି ଘଟଣାରେ ପିତା ସମେତ ୩ ଜଣ ଅଭିଯୁକ୍ତ…

୨୦୧୬ରୁ ହୋଇନି ହାତୀ ଗଣନା

ରାଉରକେଲା,୧୨।୮(ସଙ୍ଗୀତା ଜେନା): ଅଗଷ୍ଟ ୧୨ ତାରିଖ ହେଉଛି ବିଶ୍ୱ ହାତୀ ଦିବସ। ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ ଜଙ୍ଗଲ ପରିମାଣ କମୁଥିବାରୁ ହାତୀପଲ ଜନବସତି ମୁହାଁ ହୋଇଛନ୍ତି। ଏବେ ସେମାନଙ୍କ ସୁରକ୍ଷା ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି। ଏହି ବିଶାଳକାୟ ପ୍ରାଣୀ ପାଇଁ…

ଶିକ୍ଷକଙ୍କୁ ୨୦ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୧୨ା୮(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟରେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ମାମଲାର ଶୁଣାଣି ହୋଇଛି। ବିଚାରପତି ବିଜୟ କୁମାର ମିଶ୍ର ମାମଲାର ଶୁଣାଣି କରି ଜଣେ ଶିକ୍ଷକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…

ଫିରିଙ୍ଗିଆ ପୂର୍ବତନ ଥାନାଧିକାରୀ ନିଲମ୍ବିତ

ଫୁଲବାଣୀ,୧୨ା୮(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନାର ପୂର୍ବତନ ଥାନାଧିକାରୀ ତପନ କୁମାର ନାହାକଙ୍କୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଶୁକ୍ରବାର ନିଲମ୍ବିତ କରିଛନ୍ତି। କାର୍ଯ୍ୟରେ ଅବହେଳା ଏବଂ ତାଙ୍କ ବିରୋଧରେ ଆସିଥିବା ଗଞ୍ଜେଇ ଚାଲାଣ ଅଭିଯୋଗ ଘଟଣାରେ…

ରୋଜଗାରିଆ ପୁଅ ରୋଗରେ

ପାଲଲହଡ଼ା,୧୨ା୮(ଦିବ୍ୟଜ୍ୟୋତି ଦାଶ): ରୋଜଗାରିଆ ପୁଅ ଏବେ ରୋଗଗ୍ରସ୍ତ। ୬ ମାସ ହେଲା ମାନସିକ ବିକୃତି ଦେଖାଦେଇଥିବାରୁ ଉପାୟଶୂନ୍ୟ ହୋଇପଡ଼ିଛନ୍ତି ବୃଦ୍ଧ ମାତା ପିତା। ଚିକିତ୍ସା ପାଇଁ ଅନେକଥର ଚେଷ୍ଟା କରିଛନ୍ତି। ହେଲେ ଆର୍ଥିକ ଦୁରବସ୍ଥା ଯୋଗୁ ପୁଅକୁ ଭଲ କରିବା ସମ୍ଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?