ଆମ ଜିଲା ଖବର

ଶିକ୍ଷକଙ୍କୁ ୨୦ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୧୨ା୮(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟରେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ମାମଲାର ଶୁଣାଣି ହୋଇଛି। ବିଚାରପତି ବିଜୟ କୁମାର ମିଶ୍ର ମାମଲାର ଶୁଣାଣି କରି ଜଣେ ଶିକ୍ଷକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…

ଫିରିଙ୍ଗିଆ ପୂର୍ବତନ ଥାନାଧିକାରୀ ନିଲମ୍ବିତ

ଫୁଲବାଣୀ,୧୨ା୮(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନାର ପୂର୍ବତନ ଥାନାଧିକାରୀ ତପନ କୁମାର ନାହାକଙ୍କୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଶୁକ୍ରବାର ନିଲମ୍ବିତ କରିଛନ୍ତି। କାର୍ଯ୍ୟରେ ଅବହେଳା ଏବଂ ତାଙ୍କ ବିରୋଧରେ ଆସିଥିବା ଗଞ୍ଜେଇ ଚାଲାଣ ଅଭିଯୋଗ ଘଟଣାରେ…

ରୋଜଗାରିଆ ପୁଅ ରୋଗରେ

ପାଲଲହଡ଼ା,୧୨ା୮(ଦିବ୍ୟଜ୍ୟୋତି ଦାଶ): ରୋଜଗାରିଆ ପୁଅ ଏବେ ରୋଗଗ୍ରସ୍ତ। ୬ ମାସ ହେଲା ମାନସିକ ବିକୃତି ଦେଖାଦେଇଥିବାରୁ ଉପାୟଶୂନ୍ୟ ହୋଇପଡ଼ିଛନ୍ତି ବୃଦ୍ଧ ମାତା ପିତା। ଚିକିତ୍ସା ପାଇଁ ଅନେକଥର ଚେଷ୍ଟା କରିଛନ୍ତି। ହେଲେ ଆର୍ଥିକ ଦୁରବସ୍ଥା ଯୋଗୁ ପୁଅକୁ ଭଲ କରିବା ସମ୍ଭବ…

ଟ୍ରକ୍‌ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ୍‌

ଯୋଡ଼ା,୧୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଧୀନସ୍ଥ ତଥା ବାମେବାରି ଥାନା ଅନ୍ତର୍ଗତ ସିରାଜୁଦ୍ଦିନ ଖଣି ନିକଟ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଟ୍ରକ୍‌ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା ଓ ମୋବାଇଲ ଲୁଟି ନେଇଛନ୍ତି।…

ପଲ୍ଲୀକ୍ଲିନିକ ପ୍ରତିଷ୍ଠା ପାଇଁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର

ଭଦ୍ରକ(ସନାତନ ରାଉତ)/(ରବିନାରାୟଣ ଖିଲାର ),୧୨ା୮: ଅବସରପ୍ରାପ୍ତ ସୈନିକଙ୍କ ପରିବାରକୁ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ଭଦ୍ରକରେ ପଲ୍ଲୀକ୍ଲିନିକ ପ୍ରତିଷ୍ଠା ପାଇଁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଦାବିପତ୍ର ପ୍ରଦାନ କରିଛନ୍ତି। ଜିଲାର ପ୍ରାୟ ୪ଶହ ଅବସରପ୍ରାପ୍ତ ସୈନିକମାନଙ୍କ…

ବନ ବିଭାଗ ଦ୍ୱାରା ୧୩ ଦେଶୀ କୁଜି କଇଁଛ ଜବତ

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦେଶୀ କଇଁଛ ମାଂସ ସହରକୁ ଚାଲାଣ ବୃଦ୍ଧି ପାଇଥିବା ଦେଖିବାକୁ ମିଳୁଛି। ଏହାର ଚାହିଦା ସହର ଅଞ୍ଚଳରେ ରହିଛି ବୋଲି କୁହାଯାଇଛି। ଏହି ଅଞ୍ଚଳର କେତେଜଣ କଇଁଛ ବେପାରୀ…

ବନ୍ୟାରେ ଧୋଇଗଲା ଗ୍ରାମ୍ୟ ଉନ୍ନୟନ ରାସ୍ତା

ବରୀ,୧୨ା୮(ମହେନ୍ଦ୍ର ସ୍ବାଇଁ): ବରୀ କଳାମାଟିଆ ରାସ୍ତାଠାରୁ ବାଲୁଙ୍କେଶ୍ୱର ମନ୍ଦିର ରାସ୍ତାକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ଚଳିତ ବର୍ଷ ସାମାନ୍ୟ ବନ୍ୟାରେ ଧୋଇଯାଇଛି। ଫଳରେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ବ୍ଲକ କାର୍ଯ୍ୟାଳୟ, ବରୀ-ରାମଚନ୍ଦ୍ରପୁର ଥାନାକୁ ଆସୁଥିବା ଲୋକେ…

ଦେଉଳପଡ଼ା ଗଁାରେ ୨ ଡେଙ୍ଗୁ ରୋଗୀ ଚିହ୍ନଟ

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଦେଉଳପଡ଼ା ଗଁାରେ ୨ ଜଣ ମହିଳା ଡେଙ୍ଗୁ ଜ୍ୱରରେ ପୀଡ଼ିତ ହୋଇଥିବା ଚିହ୍ନଟ ହୋଇଛନ୍ତି। ତେବେ ୨ ଡେଙ୍ଗୁ ରୋଗୀ ମହିଳା ଦ୍ୱୟ କଟକ ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଥିବା…

ହଳଦୀ ଚାଷୀ, ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ

ଦାରିଙ୍ଗବାଡି (ଅରୁଣ ସାହୁ)/ ଟିଟିଲାଗଡ଼(ଶରତ ମିଶ୍ର),୧୨ା୮: ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ଅନୁଷ୍ଠିତ ହେବାକୁ ଥିବା ସ୍ବାଧୀନତା ଦିବସ ଉତ୍ସବରେ ଯୋଗଦେବେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗିବାଡ଼ି ପଞ୍ଚାୟତ କାଣ୍ଡପା ଗ୍ରାମର ଚାଷୀ ମିନୁରା ପ୍ରଧାନ, ସ୍ତ୍ରୀ ନିମନ୍ତି ପ୍ରଧାନ ଓ ବଲାଙ୍ଗୀର…

ଭୁଲ ଚିକିତ୍ସାରୁ ରୋଗୀ ମୃତ୍ୟୁ ଅଭିଯୋଗ: ଘରୋଇ ଡାକ୍ତରଖାନାରେ ଉତ୍ତେଜନା

ଭଦ୍ରକ,୧୧ା୮(ସନାତନ ରାଉତ): ଭଦ୍ରକ ସହରର ଏକ ଘରୋଇ ହସ୍ପିଟାଲରେ ଅପରେଶନ ଟେବୁଲରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଭୁଲ ଚିକିତ୍ସାରୁ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ସୂଚନା ଅନୁଯାୟୀ, ମୁତାବକ…

ଶହୀଦ ସୁଶାନ୍ତଙ୍କୁ ହରାଇ କାନ୍ଦୁଛି ଆନନ୍ଦପୁର: ସ୍ବାମୀଙ୍କ ପରେ ବର୍ଷକ ମଧ୍ୟରେ ତିନି ପୁଅଙ୍କୁ ହରାଇଲା ମା’

ଆନନ୍ଦପୁର,୧୧।୮(ସନ୍ତୋଷ ରାଉତ): କଥାରେ ଅଛି ଦୁଃଖ ଯେତେ ବେଳେ ଆସେ ସାଙ୍ଗ ସାଥିଙ୍କୁ ନେଇ ଆସେ। ଉକ୍ତ ଲୋକକଥାଟି ଏକ ପ୍ରକାର ପ୍ରମାଣିତ ହୋଇଛି ଝାଡ଼ଖଣ୍ଡ ରାଜ୍ୟର ପଶ୍ଚିମ ସିଂହଭୂମିରେ ମାଓବାଦୀ ଆକ୍ରମଣରେ ଶହୀଦ ହୋଇଥିବା କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳର…

୧୬ରେ ଆଇଆର୍‌ଇଏଲ୍‌ ପ୍ଲାଣ୍ଟ ଆଗରେ ଧାରଣା: ଛଟେଇ ଧମକକୁ ଶ୍ରମିକଙ୍କ ବିରୋଧ

ଛତ୍ରପୁର,୧୧ା୮(ସନ୍ତୋଷ ପାଢ଼ୀ ): ଛତ୍ରପୁର ଉପକଣ୍ଠସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍‌ଇଏଲ) ପ୍ଲାଣ୍ଟରେ ଥିବା ସମସ୍ତ ବିଭାଗରେ ଥିବା କଣ୍ଟା୍ରକ୍ଟର ଓ ଅଧିକାରୀମାନେ କାମ ଦେବା ବଦଳରେ ଛଟେଇ କରିବାକୁ ଧମକ ଦେଉଥିବା ଶ୍ରମିକମାନଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏହାର ପ୍ରତିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?