ଆବାସ ଯୋଜନାରୁ ବଞ୍ଚିତ ପ୍ରକୃତ ହିତାଧିକାରୀ
ବଡ଼ଗାଁ,୧୧ା୮( ଅଶୋକ ଷଡ଼ଙ୍ଗୀ): ଭଙ୍ଗା ଘରେ ରହୁଥିବା କିମ୍ବା ବାସହୀନ ପରିବାରଙ୍କୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଆବାସ ଯୋଜନାରେ ପକ୍କାଘର ଦେବା ବ୍ୟବସ୍ଥା କରିଛନ୍ତି। ହେଲେ ପ୍ରକୃତ ହିତାଧିକାରୀ କିଏ ତାହା ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟିରେ ପଡୁନାହିଁ। ସରକାରୀ…
ଜିରା ନଦୀ ପୋଲରେ ଗର୍ତ୍ତ, ବଢୁଛି ଦୁର୍ଘଟଣା
ଭେଡ଼େନ,୧୧ା୮(ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ବ୍ଲକ ଅର୍ନ୍ତଗତ ତଥା ଗୋଡ଼ଭଗା-ସୋନପୁର ୫୪ ନମ୍ବର ରାଜ୍ୟ ରାଜପଥର ଗଣ୍ଡତୁରୁମ ଜୀରା ନଦୀ ପୋଲ ଛାତରେ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଆବଶ୍ୟକ ମରାମତି ଅଭାବରୁ ସେହି ଗର୍ତ୍ତଗୁଡ଼ିକ ଗଭୀର ହୋଇଛାତର ସେନ୍ଟ୍ରିଂ…
ଓଏଚ୍ପିସି କଲୋନିରେ ବିପର୍ଯ୍ୟସ୍ତ ପରିମଳ
ବାଲିମେଳା,୧୧ା୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳାରେ ଥିବା ଓଏଚ୍ପିସି ସରକାରୀ କ୍ୱାର୍ଟର୍ସ ଜଳବିଦ୍ୟୁତ୍ କେନ୍ଦ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ନିମନ୍ତେ ଯୋଗାଇ ଦିଆଯାଉଛି। ଏହି କ୍ୱାର୍ଟର୍ସ ପରିସର ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଅଞ୍ଚଳବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଡ୍ରେନ୍ଗୁଡିକରେ ଅଳିଆ ଆବର୍ଜନା…
ଜୀବନରେଖାରେ ବିପନ୍ନ ଜୀବନ
କାମାକ୍ଷାନଗର, ୧୧।୮(ଅମ୍ଜାଦ ଖାନ୍): ଢେଙ୍କାନାଳ ଜିଲା କାମାକ୍ଷାନଗର ସହର ଦେଇ ଜାତୀୟ ରାଜପଥ ୫୩କୁ ସଂଯୋଗ କରୁଥିବା ଆଳତୁମା-ମାଳପୁରା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେଉନାହିଁ। ପୌରାଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ହନୁମାନ ବଜାରଠାରୁ ଜିରିଡ଼ାମାଳି ପର୍ଯ୍ୟନ୍ତ ଏହି ବ୍ୟସ୍ତବହୁଳ ସଡ଼କ…
କୌଳିକ ବୃତ୍ତି ହରାଇବେ ୪୦୦ ବୁଣାକାର ପରିବାର
ଆନନ୍ଦପୁର,୧୧।୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲାର ଏକମାତ୍ର ଗ୍ରାମ ଆନନ୍ଦପୁର ପୌର ପରିଷଦ ଫକୀରପୁରରେ ଆଜକୁ ୪ ଶହ ବର୍ଷ ଧରି ଟସର ଶିଳ୍ପ ଚାଲି ଆସୁଛି। ଗ୍ରାମରେ ୪୦୦ ବୁଣାକାର ପରିବାର ଟସର କୋଷାରୁ ସୂତା ଉପତ୍ାଦନ କରିବା, ହସ୍ତତନ୍ତରେ ବଜାରର…
‘ଯୁବପିଢ଼ି ପରିବର୍ତ୍ତନର ବାର୍ତ୍ତାବହ’
ବାଲେଶ୍ୱର, ୧୧।୮(ମାନସ ବିଶ୍ୱାଳ): ସର୍ବବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତର ସିଂହଭାଗ ହେଉଛନ୍ତି ଯୁବପିଢ଼ି। ଆମ ଦେଶର ପ୍ରତ୍ୟେକ ନାଗରିକ ଯୁବାବସ୍ଥାରୁ ଗଣତନ୍ତ୍ରର ଅଧିକାର, ଦାୟିତ୍ୱ ଓ କର୍ତ୍ତବ୍ୟ ପ୍ରତି ସଚେତନ ରହିଥାନ୍ତି। ତେଣୁ ଯୁବପିଢ଼ିଙ୍କୁ ଗଣତନ୍ତ୍ରର ଅନ୍ତୁଡ଼ିଶାଳର ଆଖ୍ୟା ଦିଆଯାଇପାରେ। ଯୁବପିଢ଼ିଙ୍କ…
ପବିତ୍ରମୋହନଙ୍କ ନାମରେ ନାମିତ ହେବ ତାଳଚେର ମେଡିକାଲ କଲେଜ
ଅନୁଗୋଳ,୧୧ା୮(ଅମିତ କୁମାର ସାମଲ)/ ତାଳଚେର, (ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରଠାରେ ଏମ୍ସିଏଲ୍ ପକ୍ଷରୁ ନିର୍ମିତ ନୂତନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ମହାନଦୀ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ)ର ନାମ ପରିବର୍ତ୍ତନ ହେବ। ଏହାକୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ…
ରତ୍ନଭଣ୍ଡାର ଅଳଙ୍କାରକୁ ନେଇ ବଢୁଛି ଦ୍ୱନ୍ଦ୍ୱ
ପୁରୀ,୧୧ା୮(ଅଜିତ୍ ମହାନ୍ତି): ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଏବଂ ରାଜ୍ୟ ସରକାରଙ୍କ ଅଡୁଆ ବଢିବାରେ ଲାଗିଛି। ଭିତର ରତ୍ନଭଣ୍ଡାର ଖୋଲିବା ନେଇ ବିଭିନ୍ନ ସଙ୍ଗଠନ ପକ୍ଷରୁ ଅନେକ ଦିନ ହେବ ଦାବି କରାଯାଇଆସୁଛି। ଏବେ କୋର୍ଟରେ ଦିଆଯାଇଥିବା ଅଳଙ୍କାର…
ନିଅଣ୍ଟିଆ ବର୍ଷା: ଚିନ୍ତାରେ ଚାଷୀକୁଳ
ସାକ୍ଷୀଗୋପାଳ,୧୧।୮(ଭରତ ରାଉତ): ଆଷାଢ଼ ସରି ଶ୍ରାବଣ ମାସ ଅଧା ହେଲାଣି। ହେଲେ ନିଅଣ୍ଟିଆ ବର୍ଷା ପାଇଁ ଚାଷ କାର୍ଯ୍ୟ ଘୋର ବାଧାପ୍ରାପ୍ତ ହୋଇଛି। ମୌସୁମୀ ଦୁର୍ବଳ ହେତୁ ବର୍ଷାର ପରିମାଣ କମ୍ ରହିଛି। ଧାରା ଶ୍ରାବଣରେ ନିଅଣ୍ଟିଆ ବର୍ଷା ଯୋଗୁ ଆଗେଇ…
ଜରାଜୀର୍ଣ୍ଣ ଅବସ୍ଥାରେ ବିଏସ୍ଏନ୍ଏଲ୍ କାର୍ଯ୍ୟାଳୟ
ବୋଲଗଡ,୧୧।୮(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡରେ ଥିବା ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍)ର ଟେଲିଫୋନ ଏକ୍ସଚେଞ୍ଜ କାର୍ଯ୍ୟାଳୟଟି ଜରାଜୀର୍ଣ୍ଣ ହୋଇପଡିରହିଛି। ଆଗରୁ ଏହା ଭଡାଘରେ କାର୍ଯ୍ୟ କରୁଥିଲା ବେଳେ ୨୦୦୦ ମସିହାରେ ବୋଲଗଡର କେନ୍ଦ୍ରସ୍ଥଳରେ ଏକ ସୁଦୃଶ୍ୟ ଅଟ୍ଟାଳିକା ନିର୍ମାଣ କରି…
ଖୋଲୁଛି ପ୍ରକାଶଙ୍କ କଳା ସାମ୍ରାଜ୍ୟ ଗୁମର
ଖୋର୍ଦ୍ଧା,୧୧ା୮(ପ୍ରଭାତ ପାଣିଗ୍ରାହୀ): ପୂର୍ବତନ ଖୋର୍ଦ୍ଧା ବ୍ଲକ ବିଜେଡି ସଭାପତି ପ୍ରକାଶ ରାଉତରାୟଙ୍କ କଳା ସାମ୍ରାଜ୍ୟର କାହାଣୀ ଧୀରେ ଧୀରେ ଖୋଲୁଛି। ବଡ଼ଧରଣର ଅପରାଧ ଘଟାଇବାକୁ ଯୋଜନା କରୁଥିବାବେଳେ ୪ଜଣଙ୍କୁ ସୋମବାର ଭୁବନେଶ୍ୱର କମିଶନରେଟ ପୋଲିସ କଳିଙ୍ଗବିହାରରୁ ଗିରଫ କରିଥିଲା। ଏମାନଙ୍କ ମଧ୍ୟରେ…
ତିନି ଶିଶୁଙ୍କୁ ମନ୍ଦିର ଆଗରେ ଛାଡ଼ି ପଳାଇଲେ
ବଡ଼ବିଲ,୧୧ା୮(ଦେବପ୍ରିୟ ରଣା):ସନ୍ତାନଟିଏ ପାଇବାକୁ ମା’ବାପା ବ୍ରତ ଉପବାସ, ମାନସିକ କରିବା ସହ ମନ୍ଦିର ସମ୍ମୁଖରେ ଅଧିଆ ପଡୁଛନ୍ତି। ହେଲେ ଏମିତି ବି ମା’-ବାପା ଅଛନ୍ତି ଯେଉଁମାନେ ନିଜ ପିଲାଙ୍କୁ ଅନାଥ କରିବାକୁ ପଛାଉନାହାନ୍ତି। ଏଭଳି ଏକ ଦୁଃଖଦ ଘଟଣା କେନ୍ଦୁଝର ଜିଲା…

