ଆମ ଜିଲା ଖବର

ନିଶଙ୍ଖପୁର ଘାଟରୁ ବାଲି ଚୋରି ଅଣାୟତ୍ତ

କୋରେଇ,୩୦ା୬(ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନରେ ଲଘୁ ଖଣିଜ ସମ୍ପଦର ପ୍ରାଚୁଯ୍ୟ ରହିଛି। ହେଲେ ଯେଉଁ ପରିମାଣରେ ରାଜସ୍ବ ଆଦାୟ ହେବା କଥା ତାହା ହେଉନାହିଁ। ଏହି ତହସିଲ ଅଧୀନ ନିଶଙ୍ଖପୁର ଘାଟରୁ ପ୍ରତିଦିନ ସ୍ଥାନୀୟ ଜଣେ ମାଫିଆ…

ଖରସ୍ରୋତା ନଦୀବନ୍ଧ କାର୍ଯ୍ୟରେ ଅନିୟମିତତା

ପ୍ରୀତିପୁର,୩୦ା୬(ସୁଶାନ୍ତ ବେହୁରିଆ): ସରକାର ପ୍ରତ୍ୟେକ ବର୍ଷ ନଦୀବନ୍ଧ ସୁଦୃଢ଼ୀକରଣ କାର୍ଯ୍ୟ ନିମନ୍ତେ ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ସ୍ଥାନରେ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ କାର୍ଯ୍ୟଗୁଡ଼ିକରେ ବ୍ୟାପକ ଅନିୟମିତତା ହେଉଛି। ଫଳରେ ଏହାର ସ୍ଥାୟିତ୍ୱ ପ୍ରତି…

୫ ବର୍ଷ ହେଲା ହୋଇନି ପାର୍କିଂ ଟେଣ୍ଡର

କୋଣାର୍କ,୩୦।୬(ଜ୍ୟୋତିରାଜ ମହାନ୍ତି): କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କ ଚାରିଚକିଆ ଯାନ, ବସ୍‌, ଅଟୋରିକ୍ସା ପାର୍କିଂ ନିମନ୍ତେ କୋଣାର୍କ ଏନ୍‌ଏସି ପକ୍ଷରୁ ଗତ ୨୦୧୮ ମସିହାଠାରୁ ଟେଣ୍ଡର ପ୍ରକ୍ରିୟା ମାଧ୍ୟମରେ ପାର୍କିଂ ସ୍ଥାନ ନିଲାମ କରାଯିବାର ନିୟମ ରହିଛି। ହେଲେ…

‘ମଦରଙ୍ଗ-ଷୋଳପୁର ନଦୀବନ୍ଧ ରାସ୍ତା କାର୍ଯ୍ୟ ଶୀଘ୍ର କର’

ଗୋପ,୩୦।୬(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପସ୍ଥିତ ଶୋଳପୁର-ମଦରଙ୍ଗ ନଦୀବନ୍ଧ କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହୋଇଥିବା ନେଇ ଅଭିଯୋଗ ଆସିବା ପରେ ନିମାପଡ଼ା ଜଳସମ୍ପଦ ବିଭାଗ ଅଧୀକ୍ଷକ ଯନ୍ତ୍ରୀ ବୈକୁଣ୍ଠନାଥ ଦଳାଇ ଗୁରୁବାର ନଦୀବନ୍ଧ ବୁଲିବା ସହ ତୁରନ୍ତ ରାସ୍ତା କାର୍ଯ୍ୟ ମରାମତି କରିବା…

ସୁନାବେଶ ଦେଖିଲେ ୧୧୦ ବର୍ଷୀୟା ମହିଳା

ପୁରୀ,୩୦ା୬(ଅଜିତ୍‌ ମହାନ୍ତି): ଆଷାଢ଼ ଶୁକ୍ଳ ଏକାଦଶୀ ତିଥି ଅବସରରେ ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଲକ୍ଷାଧିକ ଭକ୍ତଙ୍କ ମଧ୍ୟରେ ଥିଲେ ଜଣେ ଶତାୟୁ ମହିଳା…

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି

ପୁରୀ,୩୦ା୬ (ଅଜିତ୍‌ ମହାନ୍ତି): ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସରିଆସୁଛି। ଗୁରୁବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି। ଶୁକ୍ରବାର ତିନିରଥ ଉପରେ ଅଧରପଣା ନୀତି ସମ୍ପନ୍ନ କରାଯିବ। ରଥାରୂଢ ଠାକୁରମାନଙ୍କୁ ପଣା ଲାଗିହେବ। ମହାପ୍ରଭୁଙ୍କ ଅଧର ପର୍ଯ୍ୟନ୍ତ ମାଟିହାଣ୍ଡିରେ ପଣା…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଏସ୍‌ସିବିରେ ଆଉ ଜଣେ ଯାତ୍ରୀଙ୍କ ମୃତ୍ୟୁ

କଟକ,୩୦ା୬ (କାର୍ତ୍ତିକ ସାହୁ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଗୁରୁତର ହୋଇ କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉ ଜଣେ ଯାତ୍ରୀଙ୍କର ଗୁରୁବାର ମୃତ୍ୟୁ ଘଟିଛି। ସେ ହେଲେ ବିହାର ରାଜ୍ୟ ଜମୁଇ ବାସିନ୍ଦା ମନୀଷ କୁମାର(୨୪)। ସେ…

ଦୁର୍ଘଟଣା ପରେ ଏନ୍‌ଏଚ୍‌ଏଆଇ ତତ୍ପର

କେନ୍ଦୁଝର,୩୦ା୬(ଦୀପକ ମିଶ୍ର): କେନ୍ଦୁଝର ଜିଲା ଟାଉନ ଥାନା ଅଧୀନ ୨୦ନଂ. ଜାତୀୟ ରାଜପଥର ଷଠିଘର ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ବରଯାତ୍ରୀ ଶୋଭାଯାତ୍ରା ଉପରେ ଟ୍ରକ୍‌ ମାଡ଼ିଯିବାରୁ ୫ ଜଣଙ୍କର ମୃତ୍ୟୁ ହୋଇଥିଲା। ଘଟଣାରେ ୯ଜଣ ଗୁରୁତର ହୋଇଥିଲେ। ଦୁର୍ଘଟଣାକୁ ନେଇ…

ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଦାରୁ ବିଗ୍ରହ

ପୁରୀ, ୨୯।୬( ଅଜିତ୍‌ ମହାନ୍ତି): ଆଷା ଶୁକ୍ଳ ଏକାଦଶୀ ତିଥିରେ ବଡ଼ଦାଣ୍ଡରେ ବିରାଜମାନ ତିନିରଥ ଉପରେ ମହାପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପରମ୍ପରା ଅନୁଯାୟୀ ଏକାଦଶୀ ତିଥିରେ ରଥ ରୁଢ ଶ୍ରୀବିଗ୍ରହ ମାନଙ୍କ ରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଛି।…

ବିଷାକ୍ତ ସାପ କାମୁଡାରେ ବ୍ୟକ୍ତିଙ୍କ ମୃତ୍ୟୁ ଅଭିଯୋଗ

କୋକସରା,୨୯।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବିଷାକ୍ତ ସାପ କାମୁଡାରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ସାନ ପୋଡାଗୁଡା ପଞ୍ଚାୟତ ମଙ୍ଗଳପୁର ଗ୍ରାମରେ ଏଭଳି ଘଟଣା ସାମ୍ନାକୁ ଆସିଛି। ମୃତକ ହେଲେ ବନମାଳି ମାଝୀ(୪୦)। ସୂଚନାଯୋଗ୍ୟ,…

ହାଇଦ୍ରାବାଦରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଗାଁକୁ ଫେରିଲା ମୃତଦେହ

କୋକସରା,୨୯।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ମାଝୀଗୁଡା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ଗତ ୨ ଦିନ ତଳେ ମୃତ୍ୟୁ ହୋଇଥିଲା। ଗୁରୁବାର ସକାଳେ ମୃତ ଦାଦନ ଶ୍ରମିକ ଭିକାରୀ ବାଗଙ୍କ ମୃତଦେହ ନିଜ ଗାଁକୁ ଏକ…

୫ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଲେ ହାତୀପଲ, ଜଣେ ଆହତ

କେନ୍ଦୁଝର,୨୯ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବାଲିବନ୍ଧ ବନପାଳ ଅଧିନସ୍ଥ ଲକ୍ଷ୍ମୀପଶି ବିଟ ଅଞ୍ଚଳରେ ହାତୀ ପଲ ପଶି ଘର ଭାଙ୍ଗିବା ସହିତ ଘର ଭିତରେ ଥିବା ଧାନ, ଚାଉଳକୁ ଖାଇ ଘରେ ଥିବା ଜିନିଷକୁ ଦଳି ଚକଟି ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?