ସରକାରୀ ବସ୍ଷ୍ଟାଣ୍ଡ୍, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା
ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା ଦୋକାନ, ଘର ହରାଇବାକୁ ପଡୁଛି। ଅନ୍ୟପଟେ ସହରରେ ଏଭଳି ସମସ୍ୟା ରହିଛି, ଯେଉଁଠି…
ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…
ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ରେବେକା ବିଲୁଙ୍ଗ ପହଞ୍ଚି ବୁଝାସୁଝା କରିଛନ୍ତି।…
୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ
ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ କୋରାପୁଟ ଅଞ୍ଚଳକୁ ଚାଲାଣ ହେଉଥିଲା। ଯୁବକ ଜଣକ କୋରାପୁଟ ବଡଦେଉଳା ଗ୍ରାମର ସମିୟ…
ହଠାତ୍ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍: ଘଟଣାସ୍ଥଳରେ…
ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ ୫୩ ନମ୍ବର ଜାତୀୟ ରାଜପଥ ଦେଇ…
ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…
ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି ପଦବୀରେ ପୁନଃ ଅବସ୍ଥାପିତ କରିବା ପାଇଁ ମାନ୍ୟବର ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ…
ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ ପୁରସ୍କୃତ ହୋଇଛନ୍ତି। ପଞ୍ଜାବ ପ୍ରଦେଶ ଜଳନ୍ଧର ସହରରେ ଦୁଇଦିନ ଧରି ଆୟୋଜିତ ହୋଇଥିବା…
ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…
ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ ରବିବାର ସକାଳେ ଶେରଗଡ ବସଷ୍ଟାଣ୍ଡରୁ ଉଦ୍ଧାର କରିଥିଲେ। ତାଙ୍କୁ ଅପହରଣ ଓ ବଳାତ୍କାର…
ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା
କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। କୋରାପୁଟ-ରାଣିଗଡ ରାସ୍ତା ନିକଟ ତଳ ଡାକରା ଗ୍ରାମରେ ରବିବାର ରାତିରେ ଏହି…
ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ…
ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି
ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ ରୋଡ଼ ସମେତ ବିଭିନ୍ନ ପାର୍କ, ବାଳିକା ହାଇସ୍କୁଲ, ମହିଳା ମହାବିଦ୍ୟାଳୟ ନିକଟରେ ସହରର…
ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି
ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ ପୋଲିସ ପ୍ରତିଷ୍ଠା ଦିବସ ଅବସରରେ ଜିଲା ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମାଙ୍କ ନିର୍ଦ୍ଦେଶକ୍ରମେ…
ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ
ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଶିମିଳିପାଳ ପାଦଦେଶରେ ଥିବା ୧୪ଟି ଗ୍ରାମର ୨୫୦ରୁ ଅଧିକ ଗ୍ରାମବାସୀ ଓ…
Archives


