ଆମ ଜିଲା ଖବର

୬ ପଞ୍ଚାୟତ ହିତାଧିକାରୀଙ୍କ ଗୋଟିଏ ମାସର ଚାଉଳ ଗାଏବ

ନବରଙ୍ଗପୁର,୨୯।୬(ସଦାଶିବ ପ୍ରହରାଜ)ନବରଙ୍ଗପୁର ଜିଲାରେ ଲମ୍ବିବାରେ ଲାଗିଛି ସାଧାରଣ ବଣ୍ଟନ ଚାଉଳ ଦୁର୍ନୀତି ଚେର। ପୂର୍ବରୁ ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକ ଅଧୀନ ଅମଲାଭଟ୍ଟା ପଞ୍ଚାୟତରେ ୧୫୦୪ ଗରିବ ହିତାଧିକାରୀଙ୍କ ୮୬୩ କୁଇଣ୍ଟାଲ ଚାଉଳ ହଡ଼ପ ହୋଇଥିବା ଲୋକ ଲୋଚନକୁ ଆସିଥିବା ବେଳେ ବର୍ତମାନ…

ବାଣିଜ୍ୟ ପ୍ରତିଷ୍ଠାନରେ ଲାଗୁନି ଓଡ଼ିଆ ନାମଫଳକ

ରାୟଗଡ଼ା,୨୯।୬(ଆଶିଷ ରଞ୍ଜନ ପଣ୍ଡା)ସମସ୍ତ ବାଣିଜ୍ୟ ପ୍ରତିଷ୍ଠାନରେ ଓଡ଼ିଆ ନାମଫଳକ ଲାଗିବା ନେଇ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ଶ୍ରମ ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହେଉଛି। ଜିଲାର ୨ ପୌର ପରିଷଦ ରାୟଗଡ଼ା, ଗୁଣପୁର ଓ ଗୁଡ଼ାରି ଏନ୍‌ଏସିରେ ବହୁ ପ୍ରତିଷ୍ଠାନରେ ଓଡ଼ିଆରେ…

ବାହୁଡ଼ିଲେ ଠାକୁରଅଜା ସିଦ୍ଧବଳରାମ

ସାକ୍ଷୀଗୋପାଳ,୨୯।୬(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ)ନବଦିନ ଯାତ୍ରାରେ ଆସି ଚନ୍ଦନ ମଣ୍ଡପରେ ଅବସ୍ଥାନ କରିଥିବା ଠାକୁରଅଜା ଶ୍ରୀ ସିଦ୍ଧବଳରାମ ଦେବ ବୁଧବାର ବକୁଳବନସ୍ଥିତ ନିଜ ମନ୍ଦିରକୁ ରଥରେ ବାହୁଡି ଯାଇଛନ୍ତି। ଫେରିବା ବାଟରେ ସାକ୍ଷୀଗୋପାଳ ଠାକୁରଙ୍କ ମହାସୁଆର ସ୍ବର୍ଗତ ଦାଶରଥୀ ଖୁଣ୍ଟିଆଙ୍କ ଘରେ ସ୍ବର୍ଗତ…

ନୟାଗଡ଼ରେ ବଢୁନି ଶିଶୁକନ୍ୟାଙ୍କ ସଂଖ୍ୟା

ନୟାଗଡ଼ ଅଫିସ,୨୯।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଶିଶୁକନ୍ୟାଙ୍କ ସଂଖ୍ୟା ବଢ଼ୁନି । ୨୦୨୦ ସର୍ଭେକୁ ଅନୁଧ୍ୟାନ କଲେ ନୟାଗଡ଼ ଜିଲା ପୁଣି ରାଜ୍ୟରେ ୧ ନଂ. କୁ ଆସିଛି । ରାଜ୍ୟରେ ୧୦୦୦ ପୁଅରେ ୯୩୧ ଝିଅ ଜନ୍ମ ହୋଇଥିବାବେଳେ ନୟାଗଡ଼ରେ ୮୧୧…

ପଞ୍ଚାୟତରେ ମାନବ ସମ୍ବଳ ଅଭାବ

ରସୁଲପୁର,୨୯।୬(ରଞ୍ଜିତ ରାଉତ):୨୦୧୫ରୁ ୨୦୩୦ ମଧ୍ୟରେ ପଞ୍ଚାୟତଗୁଡ଼ିକରେ ସ୍ଥାୟୀ ବିକାଶ ପାଇଁ ଲକ୍ଷ୍ୟ ରଖାଯାଇଛି। ହେଲେ ଦୁର୍ବଳ ଭିତ୍ତିଭୂମି ଉପରେ ସ୍ଥାୟୀ ବିକାଶ ଅବାସ୍ତବ ବୋଲି ମନେ ହେଉଛି। ପଞ୍ଚାୟତଗୁଡ଼ିକରେ ମାନବ ସମ୍ବଳର ଅଭାବ ପରିଲକ୍ଷିତ ହେଉଛି। ମାନବ ସମ୍ବଳ ଅଭାବ ଯୋଗୁ…

ପ୍ରଶାସନ, ନେତାଙ୍କୁ ଅଭିଯୋଗ ଭୟ ଘାରୁଛି

ଜଗତ୍‌ସିଂହପୁର,୨୯।୬(ପ୍ରମୋଦ କୁମାର ନାୟକ)ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ଗୁରୁବାରଠାରୁ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତକୁ ନେଇ ସାରା ଜିଲାରେ ପ୍ରଶାସନିକ ବ୍ୟବସ୍ଥା ଚଳଚଞ୍ଚଳ ହୋଇଉଠିଛି। ପାଣ୍ଡିଆନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଉଭୟ ପ୍ରଶାସନ ଓ…

ଗ୍ରାମାଞ୍ଚଳରେ ବି ହ୍ରାସ ପାଉଛି ଚାରଣ ଭୂଇଁ

ମହାକାଳପଡ଼ା,୨୯।୬(ପ୍ରତାପ ଚନ୍ଦ୍ର ସ୍ବାଇଁ)ସହରାଞ୍ଚଳ ପରି ଏବେ ଗ୍ରାମାଞ୍ଚଳରେ ବି ଚାରଣ ଭୂଇଁର ଅଭାବ ଦେଖାଦେଇଛି ା ଗୃହପାଳିତ ପ୍ରାଣୀମାନଙ୍କ ଚରିବା ପାଇଁ କାହିଁ କେଉଁ ଅନାଦି କାଳରୁ ପୂର୍ବଜମାନେ ଚାରଣ ଭୂଇଁ ରଖୁଥିଲେ ା ସମୟର ପରିବର୍ତ୍ତନ ଓ ଜନସଂଖ୍ୟା ବୃଦ୍ଧି…

ଜିଲାରେ ସବ୍‌ଡିଭିଜନ ମାନ୍ୟତା ଦାବି ତେଜୁଛି

କେନ୍ଦ୍ରାପଡ଼ା,୨୯।୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲୋକସଂଖ୍ୟା ୧୬ ଲକ୍ଷରୁ ଊର୍ଦ୍ଧ୍ୱ। ୨୪୯୪ ବର୍ଗ କିଲୋମିଟର ଅଞ୍ଚଳ ପରିମିତ ଏହି ଜିଲାର ଉପାନ୍ତରେ ପ୍ରଶାସନିକ ସେବା ପହଞ୍ଚତ୍ ପାରୁନାହିଁ। ଏହାକୁ ଦୃଷ୍ଟିରେ ରଖି ପଟ୍ଟାମୁଣ୍ଡାଇ, ମାର୍ଶାଘାଇ ଅଞ୍ଚଳକୁ ସବ୍‌ଡିଭିଜନ ମାନ୍ୟତା ପାଇଁ ସ୍ଥାନୀୟ…

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବିକ୍ରି ହେଲା ମହାପ୍ରସାଦ

ପୁରୀ,୨୯।୬(ଅଜିତ୍‌ ମହାନ୍ତି)ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ସମୟରେ ବୁଧବାର ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ନିକଟରେ ମହାପ୍ରସାଦ ବିକ୍ରି ଘଟଣା ଜଗନ୍ନାଥ ପ୍ରେମୀଙ୍କୁ ଆଘାତ ଦେଇଛି। କେତେଜଣ ସେବାୟତ ମହାପ୍ରସାଦ ଆଣି ରାସ୍ତା ଉପରେ ଭକ୍ତଙ୍କୁ ବିକ୍ରୟ କରୁଥିବା ଦେଖିବାକୁ ମିଳିଥିଲା। ମହାପ୍ରଭୁ ନବଦିନାତ୍ମକ…

ବୋଲଗଡ଼ର ସବୁ ମେଡିକାଲରେ ଡାକ୍ତର ନିଯୁକ୍ତ

ବୋଲଗଡ,୨୯।୬(ଦେବବ୍ରତ ହୋତା)ସ୍ଥାନୀୟ ବିଧାୟକଙ୍କ ପ୍ରତିଶ୍ରୁତି ମୁତାବକ ସୁଧୁରିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସ୍ବାସ୍ଥ୍ୟସେବା। ନୂଆ ଡାକ୍ତର ନିଯୁକ୍ତ ହେବା ସହ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲ ଯୋଜନାରେ ସାମିଲ କରାଯାଇଛି। ବୋଲଗଡ ବ୍ଲକ ଅନ୍ତର୍ଗତ ସମୁଦାୟ ୮ଟି…

ସାର, କୀଟନାଶକ ନକଲି

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାରେ ୩ଲକ୍ଷ ୪୮ହଜାର ୭୪୭ହେକ୍ଟର କୃଷି ଉପଯୋଗୀ ଜମି ରହିଥିବାବେଳେ ସେଥିମଧ୍ୟରୁ ୨ଲକ୍ଷ ୫୨ହଜାର ୬୫୬ହେକ୍ଟର ଜମିରେ ଧାନଚାଷ ହୋଇଥାଏ। ସେହିପରି ଅନ୍ୟ ଚାଷ ତୁଳନାରେ ଧାନ ଫସଲ ପାଇଁ ଅଧିକ ସାର, କୀଟନାଶକ ଆବଶ୍ୟକତା ରହିଛି। ଏହି…

ଆଜି ରଥାରୂଢ଼ ମହାପ୍ରଭୁଙ୍କ ସୁନାବେଶ

ପୁରୀ,୨୯।୬(ଅଜିତ୍‌ ମହାନ୍ତି)ଆଷାଢ଼ ଶୁକ୍ଳ ଏକାଦଶୀ ତିଥି ଗୁରୁବାର ତିନି ରଥରେ ମହାପ୍ରଭୁଙ୍କ ଅନନ୍ୟ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହେବ। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହେବେ। ରଥ ଉପରେ ମଇଲମ ଓ ଏକାଦଶୀ ସର୍ବାଙ୍ଗ ନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?