ଆମ ଜିଲା ଖବର

ସାର, କୀଟନାଶକ ନକଲି

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାରେ ୩ଲକ୍ଷ ୪୮ହଜାର ୭୪୭ହେକ୍ଟର କୃଷି ଉପଯୋଗୀ ଜମି ରହିଥିବାବେଳେ ସେଥିମଧ୍ୟରୁ ୨ଲକ୍ଷ ୫୨ହଜାର ୬୫୬ହେକ୍ଟର ଜମିରେ ଧାନଚାଷ ହୋଇଥାଏ। ସେହିପରି ଅନ୍ୟ ଚାଷ ତୁଳନାରେ ଧାନ ଫସଲ ପାଇଁ ଅଧିକ ସାର, କୀଟନାଶକ ଆବଶ୍ୟକତା ରହିଛି। ଏହି…

ଆଜି ରଥାରୂଢ଼ ମହାପ୍ରଭୁଙ୍କ ସୁନାବେଶ

ପୁରୀ,୨୯।୬(ଅଜିତ୍‌ ମହାନ୍ତି)ଆଷାଢ଼ ଶୁକ୍ଳ ଏକାଦଶୀ ତିଥି ଗୁରୁବାର ତିନି ରଥରେ ମହାପ୍ରଭୁଙ୍କ ଅନନ୍ୟ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହେବ। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହେବେ। ରଥ ଉପରେ ମଇଲମ ଓ ଏକାଦଶୀ ସର୍ବାଙ୍ଗ ନୀତି…

ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଖୁବ୍‌ଶୀଘ୍ର ପାଠପଢ଼ା

ସାକ୍ଷୀଗୋପାଳ,୨୯।୬(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ପୁରୀ ଜିଲା ସତ୍ୟବାଦୀ ବ୍ଲକର ବକୁଳବନରେ ନିର୍ମାଣ ହେଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟର ପାଠ୍ୟକ୍ରମ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଥିସହ ନିର୍ମାଣ କାର୍ଯ୍ୟ ସରି ନ ଥିବାରୁ ସ୍ଥାନୀୟ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ…

ଚାଷୀଙ୍କୁ ମିଳିନି ଧାନ ବିକ୍ରି ପ୍ରାପ୍ୟ

ସୋନପୁର,୨୯।୬(ମୃତ୍ୟୁଞ୍ଜୟ ଶତପଥୀ)ମଣ୍ଡିରେ ଧାନ ବିକ୍ରି କରିବାର ୪୮ ଘଣ୍ଟା ଭିତରେ ଚାଷୀଙ୍କୁ ପ୍ରାପ୍ୟ ମିଳିବ ବୋଲି ସରକାର ବାହାସ୍ଫୋଟ ମାରୁଛନ୍ତି। କିନ୍ତୁ ବାସ୍ତବ ସ୍ଥିତି ସମ୍ପୂର୍ଣ୍ଣ ଭିନ୍ନ। ସରକାରୀ ମଣ୍ଡିରେ ଧାନ ବିକ୍ରି କରି ଚାଷୀ ଅସୁବିଧା ଭୋଗୁଛି। ସୁବର୍ଣ୍ଣପୁର ଜିଲାର…

ଟାଟା ଅବହେଳା: ୩ ଜୀବନ ଗଲା

କେନ୍ଦୁଝର/ଝୁମ୍ପୁରା/କୋରାପୁଟ/ଜୟପୁର,୨୯।୬ (ନରେଶ ପଟ୍ଟନାୟକ, ଶଶିଭୂଷଣ ସାହୁ, ଅମିତାଭ ବେହେରା, ପବନ ପାଣିଗ୍ରାହୀ)କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ କେନ୍ଦୁଆ ଗ୍ରାମ ପଡ଼ିଆରେ ବୁଧବାର ମଧ୍ୟାହ୍ନରେ ରଥଟଣା ପୂର୍ବରୁ ରଥର ନେତ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯିବାରୁ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକଦ୍ୱୟ ହେଲେ…

ଉଡ଼ିଲା ଆଜବେଷ୍ଟସ୍‌, ଭାଙ୍ଗିଲା ଘର

ଜମନକିରା,୨୮ା୬ (ରବୀନ୍ଦ୍ର ପ୍ରସାଦ ଦାନି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ମୌସୁମୀ ଜନିତ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନ ଦେଖିବାକୁ ମିଳିଛି। ଏଥିଯୋଗୁ ଅନେକ ସ୍ଥାନରେ କ୍ଷୟକ୍ଷତି ଘଟିଛି। ଜମନକିରା ବ୍ଲକ କେନାଢିପା ପଞ୍ଚାୟତ…

ବାହୁଡା ଯାତ୍ରା ଭିଡ଼ରେ ଫସିଗଲା ଆମ୍ବୁଲାନ୍ସ

ନିରାକାରପୁର,୨୮।୬(ଡି.ଏନ୍‌.ଏ.): ବାହୁଡା ଯାତ୍ରା ଅବସରରେ ବୁଧବାର ଖୋର୍ଦ୍ଧା ଜିଲା ନିରାକାରପୁର ରେଳ ଫାଟକରେ ପ୍ରବଳ ଭିଡ଼ ଯୋଗୁ ରୋଗୀଙ୍କୁ ନେଇଯାଉଥିବା ଏକ ଆମ୍ବୁଲାନ୍ସ ପ୍ରାୟ ୧ ଘଣ୍ଟା ଗହଳି ଭିତରେ ଫସି ରହିଥିବା ଦେଖିବାକୁ ମିଳିଥିଲା। ସୂଚନା ଯୋଗ୍ୟ, ଦକ୍ଷିଣ ଓ…

ରତ୍ନବେଦୀକୁ ଫେରିଲେ ଚତୁର୍ଦ୍ଧାମୂରତି

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶ୍ୱର ସର୍ବବୃହତ ରଥରେ ରଥାରୁଢ଼ ହୋଇ ରତ୍ନବେଦୀକୁ ଭଉଣୀ ଦେବୀ ସୁଭଦ୍ରାଙ୍କୁ ଧରି ଫେରିଛନ୍ତି କେନ୍ଦୁଝରର ଆରାଧ୍ୟ ଶ୍ରୀ ବଳଦେବଜୀଉ ଏବଂ ପ୍ରଭୁ ଶ୍ରୀଜଗନ୍ନାଥ । ବାହୁଡ଼ା ଯାତ୍ରା ପାଇଁ ପ୍ରାତଃ ୪ଟାରୁ ଅବକାଶ ନୀତି ପରେ…

ବାହୁଡା ଯାତ୍ରାରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ୨ ଜୀବନ

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ କେନ୍ଦୁଆ ଗ୍ରାମରେ ବାହୁଡା ଯାତ୍ରାରେ ଅଘଟଣ ଘଟିଛି। ରଥକୁ ଟାଣି ସାଇଟ୍‌ କରୁଥିବା ବେଳେ ବିଦ୍ୟୁତ୍‌ ଆଘାତରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ…

ଅଙ୍ଗନଓ୍ବାଡ଼ି କେନ୍ଦ୍ର ସାଜିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ବାଲିଗୁଡ଼ା,୨୮ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାଟାଗୁଡ଼ା ପଞ୍ଚାୟତ ମୁଣ୍ଡାପଡ଼ା ଗ୍ରାମ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଦେଖିବାକୁ ମିଳିଛି ମଦ ବୋତଲ। କୋମଳମତି ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ପାଇଁ ପ୍ରଥମ ପାହାଚ କୁହାଯାଉଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଆଜି ମଦୁଆଙ୍କ ଆଡ୍ଡାସ୍ଥଳୀ ପାଲଟିଛି।…

ଦୁର୍ଘଟଣାସ୍ଥଳରେ ପହଞ୍ଚିଲା ଟେକ୍‌ନିକାଲ ଟିମ୍‌

କେନ୍ଦୁଝର,୨୮ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ପୁରୁଣାସହର ଷଠିଘର ନିକଟରେ ଏନ୍‌ଏଚ୍‌ ୨୦ରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର କାରଣ ଯାଞ୍ଚ କରିବା ସହ ବାରମ୍ବାର ଅଘଟଣ ଘଟୁଥିବାରୁ ଲୋକଙ୍କ ଫ୍ଲାଇ ଓଭର ନିର୍ମାଣ ଦାବି ନେଇ ଏକ ଟେକ୍‌ନିକାଲ…

ମା’ ସୁଭଦ୍ରାଙ୍କ ରଥ ଟାଣିଲେ ମହିଳା

ବାଲିଗୁଡା,୨୮।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଦିନତମାମ ମେଘୁଆ ଏବଂ ଖରା ପାଗ ମଧ୍ୟରେ ପବିତ୍ର ବାହୁଡ଼ା ଯାତ୍ରା ବହୁ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ପ୍ରାତଃ ମଙ୍ଗଳ ଆଳତି ପରେ ମଇଲମ, ତଡପଲାଗି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?