ଆମ ଜିଲା ଖବର

ରଥଟଣା ବେଳେ ଅଘଟଣ: ବିଦ୍ୟୁତତାର ଲାଗି ଜଣେ ମୃତ, ଜଣେ ଗୁରୁତର

କୋରାପୁଟ,୨୮ା୬(ଅମିତାଭ ବେହେରା): ରଥ ଟାଣିବା ସମୟରେ ରଥରେ ବିଦ୍ୟୁତ ତାର ଲାଗି ଜଣେ ମୃତ ଓ ଜଣେ ଆହତ ହୋଇଛନ୍ତି। କୋରାପୁଟ ଜିଲା କୋଲାବ ବହୁମୁଖୀ ଜଳ ବିଦ୍ୟୁତ ଯୋଜନାର ଡ୍ୟାମ ସାଇଟ୍‌ରେ ଥିବା କୋଲାବ ନଗରରେ ଆଜି ବାହୁଡ଼ା ଯାତ୍ରା…

ଟ୍ୟାକ୍ସି ଚୋରି ପରେ ଡ୍ରାଇଭରଙ୍କୁ ହତ୍ୟାକରି ପିଙ୍ଗିଦେଇଥିଲେ

ଆନନ୍ଦପୁର,୨୮।୬(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଘସିପୁରା ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘସିପୁରା ପୋଲିସ ବୁଧବାର ଉଦ୍ଧାର କରିଥିବା ଗଳିତ ମୃତଦେହ ଘଟଣାର ପର୍ଦାଫାଶ ହୋଇଛି। ଦୁର୍ବୃତ୍ତମାନେ ଟ୍ୟାକ୍ସି ଚୋରି କରି ଡ୍ରାଇଭରଙ୍କୁ ଅତି ନିର୍ମମ ଭାବେ…

ବାହୁଡ଼ିଲେ ମହାପ୍ରଭୁ, ଶ୍ରୀମନ୍ଦିର ସମ୍ମୁଖରେ ୩ ରଥ

ପୁରୀ,୨୮ା୬(ଅଜିତ୍‌ ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା କାଳିଆ ଠାକୁରଙ୍କ ବାହୁଡ଼ା ଯାତ୍ରା ବୁଧବାର ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଜନ୍ମବେଦୀ ଆଡ଼ପ ମଣ୍ଡପ ଛାଡ଼ି…

ଟାଓ୍ବାର ନିର୍ମାଣରେ ନିୟୋଜିତ ଠିକାଦାରଙ୍କ ଅଚାନକ ମୃତ୍ୟୁ, ତଦନ୍ତ ଜାରି

ବାଲିଗୁଡ଼ା,୨୮ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ବିଏସ୍‌ଏନ୍‌ଏଲ୍‌ ମୋବାଇଲ ଟାଓ୍ବାର ନିର୍ମାଣରେ ନିୟୋଜିତ ଜଣେ ଶ୍ରମିକ ଠିକାଦାରଙ୍କ ଅଚାନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ପଶ୍ଚିମବଙ୍ଗର ଦକ୍ଷିଣ ଦିନାନାଜପୁର ଜିଲା ଅନ୍ତର୍ଗତ ଗଙ୍ଗାରାମପୁର ଥାନା ନିଳଡଙ୍ଗା ଅଞ୍ଚଳର ସୂର୍ଯ୍ୟ ଦାସ ବୋଲି…

ଏମ୍‌ଆଇଏସ୍‌ ବୈଠକ ବର୍ଜନ କଲେ ଲୋକ ପ୍ରତିନିଧି

ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ କାର୍ଯ୍ୟାଳୟର ପିଇଓ ଏବଂ ଜିଆରଏସ୍‌ମାନଙ୍କ ବାରମ୍ବାର ବଦଳି ରୋକାଯିବା ଏବଂ ଏବେ ବଦଳି କରାଯାଇଥିବା ପିଇଓ ପାର୍ବ ପ୍ରଧାନ ଏବଂ ଜିଆରଏସ ଶଙ୍କର କୁମାର ପ୍ରଧାନ ଙ୍କ ବଦଳି ଦାବିରେ ବୁଧବାର ପଞ୍ଚାୟତ…

ଘନ ଘନ ବଦ୍ୟୁତ କାଟ୍‌ ପ୍ରତିବାଦରେ ଦେବଗଡ ଜିଲା କଂଗ୍ରେସର ବିକ୍ଷୋଭ

ଦେବଗଡ,୨୮।୬(ଶଶାଙ୍କ ଶେଖର ଝାଙ୍କର): ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘନଘନ ବିଦ୍ୟୁତ କାଟ ଯୋଗୁଁ ଦେବଗଡ ଜିଲାବାସୀ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖିନ ହୋଇଥିବା ବେଳେ ବର୍ଷା ଦିନ ଆରମ୍ଭରେ ପୁଣି ଏହାର ପୁନରାବୃତ୍ତି ଘଟିଛି। ସାମାନ୍ୟ ପବନ କିମ୍ବା…

ପୁରୁଷୋତ୍ତମପୁର ଥାନାର ୧୩ ଗୋଟି ଗ୍ରାମ ଜିବ ହିଞ୍ଜିଳୀ ଥାନା

ପୁରୁଷୋତ୍ତମପୁର,୨୮।୬(ସିମାଞ୍ଚଳମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନରେ ଥିବା ପାଞ୍ଚଟି ପଞ୍ଚାୟତର ୧୩ଟି ଗ୍ରାମ ହିଞ୍ଜିଳି ଥାନା ଅଧୀନକୁ ସ୍ତାନାନ୍ତର ଲାଗି ଓଡ଼ିଶା ସରକାରଙ୍କ ସ୍ବରାଷ୍ଟ୍ର ବିଭାଗ ପକ୍ଷରୁ ମଙ୍ଗଗଳବାର ଚିଠି ନଂ ୨୬୧୩୯ ପ୍ରକାରେ ଘୋଷଣା କରାଯାଇଛି। ଏହା ଗେଜେଟ…

ପାଣିରେ ପଶି ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ବଇଣ୍ଡା,୨୮।୬ (ପରିକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜାମୁନାଳୀ ଠାରୁ ବାମୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କାର୍ଯ୍ୟରେ ବହୁ ବିଳମ୍ବ ହେଉଥିବାରୁ ଅଞ୍ଚଳବାସୀ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅନେକ ସ୍ଥାନରେ ଗ୍ରାମର ମୁଖ୍ୟ…

ଆତଙ୍କ ପ୍ରତିବାଦରେ ଆନ୍ଦୋଳନ

ଅନୁଗୋଳ, ୨୬।୬ (ଅମିତ ସାମଲ): ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ହାତୀ ଉପଦ୍ରବ ଥମୁନାହିଁ। ଚଳିତବର୍ଷ ଆରମ୍ଭରୁ ଅଦ୍ୟାବଧି ୧୭ରୁ ଅଧିକ ଲୋକଙ୍କ ଜୀବନ ନେଇସାରିଲେଣି ହାତୀପଲ। ସେହିପରି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡର ଏକ ଦନ୍ତା ହାତୀ ଘରଦ୍ୱାର ଭାଙ୍ଗି ମାଟିରେ…

ବିଦ୍ୟୁତ୍‌ କାଟ ବନ୍ଦ, ଦର ହ୍ରାସ ଦାବିରେ ବିକ୍ଷୋଭ

ଅନୁଗୋଳ,୨୮।୬(ଅମିତ କୁମାର ସାମଲ): ଅଘୋଷିତ ବିଦ୍ୟୁତ୍‌ କାଟ ବନ୍ଦ ଏବଂ ବର୍ଦ୍ଧିତ ବିଦ୍ୟୁତ୍‌ ଦର ହ୍ରାସ ଦାବିରେ ମଙ୍ଗଳବାର ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଅନୁଗୋଳ ଜିଲା କଂଗ୍ରେସ ପକ୍ଷରୁ ସଭାପତି ସଂଗ୍ରାମ ମିଶ୍ରଙ୍କ ନେତୃତ୍ୱରେ…

ସୁଢ଼ି ଆମ୍ବର ଆଦର କମୁଛି

କେନ୍ଦୁଝର,୨୮।୬ (ନରେଶ ପଟ୍ଟନାୟକ): କେନ୍ଦୁଝର ଜିଲାର ବଣପାହାଡ଼ ତଥା ବାଡ଼ି ବଗିଚାରେ ଫଳୁଥିବା ଦେଶୀ ଆମ୍ବ(ସ୍ଥାନୀୟ ଭାଷାରେ ସୁଢ଼ି ଆମ୍ବ)ର ଆଦର କମୁଛି। ଏହାର ସ୍ଥାନ ବିଭିନ୍ନ ପ୍ରକାର ମିଠା କଲମୀ ଆମ୍ବ ନେବାକୁ ବସିଛି। ଲୋପପାଇବାକୁ ବସିଥିବା ଦେଶୀ ଆମ୍ବର…

ହିନ୍ଦୀ, ସଂସ୍କୃତ ଶିକ୍ଷକରେ ଚାଲିଛି ପାଠପଢ଼ା

ରୂପ୍‌ସା,୨୮।୬(ବାଞ୍ଛାନିଧି ଦେ): ୧୯୮୧ରେ ପ୍ରତିଷ୍ଠା ହୋଇଥିବା ବାଲେଶ୍ୱର ଜିଲା ରୂପ୍‌ସା ଥାନା ରାଉତପଡ଼ା ପଞ୍ଚାୟତ ବାରାପାଳ ଗ୍ରାମର ଉଦୟନାଥ ମହାପାତ୍ର ଉଚ୍ଚ ବିଦ୍ୟାନିକେତନକୁ ଏବେ ୫-ଟି ଅନୁଦାନ ମିଳିଛି। ହେଲେ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ଅଭାବରୁ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?