ଆମ ଜିଲା ଖବର

ପର କରିଦେଲା ପରିବାର

କାମାକ୍ଷାନଗର,୮ା୮ (ସୁଧୀର ପରିଡ଼ା): ବୟସ ଆଣି ବୃଦ୍ଧାବସ୍ଥାରେ ପହଞ୍ଚାଇଲାଣି। ଶରୀର ଦୁର୍ବଳ ହୋଇଗଲାଣି। ଖଟି ଖାଇବା ଆଉ ସମ୍ଭବ ନୁହେଁ। ହେଲେ ଏକଥା ଜାଣି ବି ପର କରିଦେଲେ ପରିବାର ଲୋକେ। ଘରୁ ତଡ଼ିଦେଲେ ବୋହୂ ଓ ପୁଅ। ଏପରି ଅବସ୍ଥାରେ…

ତିର୍ତ୍ତୋଲରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କଂଗ୍ରେସର ପ୍ରତିବାଦ

ବିରିଡି,୮।୮(ପ୍ରଶାନ୍ତ କୁମାର ରାଉତ): ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ର ଯଥା ମଣିଜଙ୍ଗା, ରଘୁନାଥପୁର ଓ ବିରିଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ପ୍ରତିବାଦରେ ସୋମବାର ବିରିଡି ସିଏଚ୍‌ସି ସମ୍ମୁଖରେ କଂଗ୍ରେସ ଦଳ ପକ୍ଷରୁ ଏକ ପ୍ରତିବାଦ…

ଥାନାରେ ହାଜର ହେଲେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ

କଟକ, ୮ା୮(କାର୍ତ୍ତିକ ସାହୁ): ଜଣେ ଓଡ଼ିଆ ଗାୟିକାଙ୍କୁ ଯୌନ ଶୋଷଣ ଓ ନିର୍ଯାତନା ଦେବା ଅଭିଯୋଗ ମାମଲାରେ ବଲିଉଡ୍‌ର କଣ୍ଠଶିଳ୍ପୀ ସୌରୀନ ଭଟ୍ଟ ସୋମବାର କଟକ ମହିଳା ଥାନାରେ ହାଜର ହୋଇଥିଲେ। ତାଙ୍କ ବିରୋଧରେ ଥିବା ଅଭିଯୋଗ ଆଧାରରେ ପୋଲିସ ତାଙ୍କୁ…

ମହିଳାଙ୍କ ହାତରେ ଓଡ଼ିଶା ପ୍ରଗତିର ଭବିଷ୍ୟତ

ବଲାଙ୍ଗୀର, ୮ା୮ (ବୀରେନ୍ଦ୍ର କୁମାର ଝାଙ୍କର): ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଦୁଇଦିନିଆ ବଲାଙ୍ଗୀର ଜିଲା ଗସ୍ତ କାର୍ଯ୍ୟକ୍ରମ ସୋମବାର ଶେଷ ହୋଇଛି। ସକାଳେ ବଲାଙ୍ଗୀର ସହରର ସମଲେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ, ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ ପରିଦର୍ଶନ ସହ ରାଜେନ୍ଦ୍ର…

ଯୁବପିଢ଼ି ବିବେକାନୁମୋଦିତ ହେଲେ ଗଣତନ୍ତ୍ର ସୁଦୃଢ଼ ହେବ

ଜଗତସିଂହପୁର, ୮ା୮(ପ୍ରମୋଦ କୁମାର ନାୟକ): ଗଣମାଧ୍ୟମଠାରୁ ସାମ୍ବାଦିକତାର ମହତ୍ତ୍ୱ ଶିଖିବାର ଅଛି, ଯାହା ଧରିତ୍ରୀର ସମ୍ପାଦକ ତଥାଗତ ସତପଥୀଙ୍କ ନିର୍ଭୀକତା ଓ ସ୍ପଷ୍ଟବାଦିତାରୁ ସ୍ପଷ୍ଟ ଅନୁମେୟ। ତାଙ୍କ ସମ୍ପାଦକୀୟ ଅନେକ ସମୟରେ ଓଡ଼ିଶାରେ ହଟଚମଟ ସୃଷ୍ଟି କରିଥାଏ। ସ୍ପଷ୍ଟ କଥା ଉଲ୍ଲେଖ…

ପାଣିଭାର ଆଣିବାକୁ ଯାଇ ୨ କାଉଡ଼ିଆ ନିଖୋଜ

ଖଇରା, ୮।୮(ଉତ୍କଳବନ୍ଧୁ ପଣ୍ଡା): ଶ୍ରାବଣ ସୋମବାର ଘଟିଛି ଏକ ଅଘଟଣ। ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ସାନଜୟୀପୁର ଗ୍ରାମର ବାବା ସର୍ବେଶ୍ୱରଙ୍କଠାରେ ଜଳଲାଗି ପାଇଁ ସାଳନ୍ଦୀରୁ ପାଣି ଉଠାଇବା ଲାଗି ଯାଇଥିବା ଦୁଇ କାଉଡିଆ ନିଖୋଜ ହୋଇଯାଇଛନ୍ତି।…

ଅବସର ନେଲେ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର

କଟକ,୭ା୮(କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରୁ ଡ. ଏସ୍‌. ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି। ଓଡ଼ିଶା ତଥା ଦେଶର ନ୍ୟାୟିକ ବ୍ୟବସ୍ଥାରେ ସେ ଏକ ଆନ୍ଦୋଳନ ସୃଷ୍ଟି କରିଥିବାବେଳେ ତାଙ୍କ କାର୍ଯ୍ୟକାଳ ସମୟରେ ଓଡ଼ିଶା ହାଇକୋର୍ଟ ସମଗ୍ର…

ରତ୍ନଭଣ୍ଡାର ତୁରନ୍ତ ମରାମତି ଜରୁରୀ: ଏଏସ୍‌ଆଇ

କଟକ,୮ା୮(କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ଜରୁରୀ ବୋଲି ସୋମବାର ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଇଛି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ (ଏଏସ୍‌ଆଇ)। ୨୦୧୮ରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅନୁଧ୍ୟାନ ହୋଇଥିଲା ବୋଲି ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ଥିବା ଜଣାଯାଇଛି।…

ହତ୍ୟା ମାମଲାରେ କୋଟପାଡ ପୋଲିସ ନୀରବ: ଏସ୍‌ପିଙ୍କୁ ଜଣାଇଲେ ପରିବାର, ଗ୍ରାମବାସୀ

ଜୟପୁର, ୭ା୮ (ପବନ ପାଣିଗ୍ରାହୀ): ଏକ ହତ୍ୟା ମାମଲାରେ କୋଟପାଡ ପୋଲିସ ନୀରବ ରହିଥିବା ନେଇ ସୋମବାର କୋରାପୁଟ ଏସ୍‌ପି ଅଭିନବ ସୋନକାରଙ୍କ ନିକଟରେ ଅଭିଯୋଗ ହୋଇଛି। କୋଟପାଡ ଥାନା ଯମୁନାଗୁଡା ଗ୍ରାମବାସୀ ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଏସ୍‌ପି ଅଭିଯୋଗ ଶୁଣାଣି…

ଲାଞ୍ଚ ନେଇ ଭିଜିଲାନ୍ସରେ ଧରାପଡିବା ଘଟଣା: ଗିରଫ ହେଲେ ଫାଣ୍ଡି ଅଧିକାରୀ

ଜୟପୁର,୭ା୮(ପବନ ପାଣିଗ୍ରାହୀ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ରବିବାର ଧରାପଡିଥିବା ଆମ୍ବାଗୁଡା ଫାଣ୍ଡି ଅଧିକାରୀ ପ୍ରଶାନ୍ତ ମହାନ୍ତିଙ୍କୁ ସୋମବାର ଗିରଫ କରାଯାଇଛି। ସେ ସେଠାରେ ଏସ୍‌ଆଇ ରୂପେ କାର୍ଯ୍ୟ କରୁଥିଲେ। ସେ ଏକ ମାମଲାକୁ ରଫାଦଫା କରିଦେବାକୁ ଛତ୍ରିପୁଟ ଗ୍ରାମର କୃଷ୍ଣ…

ଲାଞ୍ଚ ଦେଲେନି ବୋଲି ଆବାସ ମିଳିଲାନି

ଭଦ୍ରକ, ୭।୮ (ସନାତନ ରାଉତ): ପ୍ରଧାନମନ୍ତ୍ରୀ ଆବାସ ତାଲିକାରୁ ନାମ ବାଦ୍‌ ପଡ଼ିଥିବାରୁ ଭଦ୍ରକ ବ୍ଲକ ଅଧୀନ ଗୁଜିଦରଡ଼ା ପଞ୍ଚାୟତ ମୀରାମହଲା ଗ୍ରାମର ସେକ୍‌ ସାହିର ମହମ୍ମଦ ସୋମବାର ପରିବାର ସହ ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଥିଲେ। ସେ ଅଭିଯୋଗ…

ଗଛପଡ଼ି ଭାଙ୍ଗିଗଲା ଘର

କୁଚିଣ୍ଡା,୭ା୮(ବିରଞ୍ଚତ୍ ଦର୍କା): ଲଗାଣ ବର୍ଷା ଯୋଗୁ ବାମରା ବ୍ଲକ ଅନ୍ତର୍ଗତ ଜରାବଗା ପଞ୍ଚାୟତ କର୍ଲିଆଡିହି ଗ୍ରାମର ବିଧବା ବେଙ୍ଗ ଖଡିଆ(୬୫)ଙ୍କ ଘର ଉପରେ ଗଛ ପଡି ଭାଙ୍ଗିଯାଇଛି। ସ୍ବର୍ଗତ କାର୍ତ୍ତିକ ଖଡ଼ିଆଙ୍କ ସ୍ତ୍ରୀ ବେଙ୍ଗ ବହୁ କଷ୍ଟରେ ଏକ ଝାଟିମାଟି କୁଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?