ଆମ ଜିଲା ଖବର

ମାଣ୍ଡିଆ ଚାଷୀଙ୍କ ପ୍ରୋତ୍ସାହନ ରାଶି ମିଳିନି

ନୂଆପଡ଼ା,୨୬।୬(ମକାରୁ ବେମାଲ): ନୂଆପଡା ଜିଲାରେ ଚାଷୀମାନେ ମାଣ୍ଡିଆ ଚାଷକରି ଆସୁଥିଲେ। ତାହା ଏକ ନିର୍ଦ୍ଦିଷ୍ଟ ସୀମା ମଧ୍ୟରେ ସିମିତ ହୋଇ ରହିଥିଲା। କିନ୍ତୁ ରାଜ୍ୟ ସରକାରଙ୍କ ମିଲେଟ ମିଶନ ହେବା ପରେ ଜିଲାରେ ମାଣ୍ଡିଆ ଚାଷ ବିପୁଳ ମାତ୍ରାରେ ବଢି ଚାଳିଛି।…

ବର୍ଷାରେ ଧୋଇଗଲା ଡାଇଭର୍ସନ

କୁଚିଣ୍ଡା,୨୬ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା-ଫାସିମାଲ ରାସ୍ତା ସର୍ଦ୍ଧାପାଲିଠାରେ ନିର୍ମାଣାଧୀନ ସେତୁ ଡାଇଭର୍ସନ ଧୋଇ ହୋଇଯାଇଛି। ଫଳରେ ଏହା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବକ୍ସମା ପଞ୍ଚାୟତ ସର୍ଦ୍ଧାପାଲି ନାଳା ଉପରେ ୫ କୋଟି ୩୦ ଲକ୍ଷ ଟଙ୍କା…

ବର୍ଷାରେ ସମ୍ବଲପୁରର ରାସ୍ତା, ତଳି ଅଞ୍ଚଳ ଜଳମଗ୍ନ

ସମ୍ବଲପୁର, ୨୬ା୬ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲାକୁ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଭାବେ ସୂଚିତ କରାଯାଇଛି। ରବିବାର ଓ ସୋମବାର ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ସଚେତନ କରାଯାଇଛି। ୨୫ ତାରିଖ ସକାଳ ସାଢେ…

ଉପଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର

ରାଉରକେଲା,୨୬।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ଟିସିଆଇ-ଆଇଡିସି ବାଇପାସ ରାସ୍ତାରେ ଗ୍ୟାସ ପାଇପ୍‌ ବିଛା କାମ ଚାଲିଛି। ସମ୍ପୃକ୍ତ ଠିକାସଂସ୍ଥା ପାଇପ୍‌ ବିଛାଇବା ନାଁରେ ରାସ୍ତାରେ ବଡ ବଡ ଗାତ ଖୋଳି ଦେଉଛି। ଫଳରେ ଲୋକେ ଯାତାୟାତରେ ଅସୁବିଧା ଭୋଗୁଛନ୍ତି। ଏ ନେଇ…

ବଜାରରେ ପାଣି, ମୁଖ୍ୟରାସ୍ତାରେ ଦୋକାନୀ

ରାଉରକେଲା,୨୬।୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ମାତାପୂଜା ଦୈନିକ ବଜାରରେ ବର୍ଷା ପାଣି ଯୋଗୁ ବ୍ୟବସାୟୀମାନେ ମୁଖ୍ୟରାସ୍ତାରେ ବିକ୍ରିବଟା କରୁଥିବା ଦେଖିବାକୁ ମିଳିଛି। ଫଳରେ ଯାନବାହନ ଚଳାଚଳରେ ଅସୁବିଧା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେଉଛି। ରେଲଓ୍ବେ କଲୋନୀ ମାତାପୂଜା ଦୈନିକ ବଜାରର…

ପର୍ଯ୍ୟଟନସ୍ଥଳୀ ମାନ୍ୟତା ଅପେକ୍ଷାରେ ଶ୍ରୀ ମୀନାଝୋଲା

ଚନ୍ଦ୍ରପୁର,୨୬।୬ (ବିଜୟ ପ୍ରସାଦ ଉଲାକା): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ହନୁମନ୍ତପୁର ପଞ୍ଚାୟତରେ ରହିଛି ବହୁ ପୁରାତନ ଶୈବପୀଠ ଶ୍ରୀ ମୀନାଝୋଲା। ୩ଟି ନଦୀର ସଙ୍ଗମସ୍ଥଳ ହୋଇଥିବାରୁ ଏହାକୁ ଓଡ଼ିଶାର ତ୍ରିବେଣୀ ସଙ୍ଗମ ମଧ୍ୟ କୁହାଯାଏ। ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ, ୩…

ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ା୬: ଓଡ଼ିଶାର ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ହୋଇଥିବା ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ଘଟଣାରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ…

କାଦୁଅରେ ପଶି ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

ନନ୍ଦପୁର, ୨୬ା୬(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁରର ପ୍ରସିଦ୍ଧ ତଥା ଐତିହାସିକ ଗଣେଷ ମନ୍ଦିର ଯିବାକୁ ଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ମାଟିିରାସ୍ତା ହୋଇଥିବାରୁ ଅସରାଏ ବର୍ଷା ହେଲେ ଉକ୍ତ ରାସ୍ତାରେ ଯାତାୟାତ କରିବା କଷ୍ଟକର ହେଉଛି। ମନ୍ଦିର ପାର୍ଶ୍ୱ୍‌ରେ…

ଆନ୍ଧ୍ର, ଛତିଶଗଡ଼ ବ୍ୟବସାୟୀଙ୍କୁ ବିକୁଛନ୍ତି ଧାନ

କୋଟପାଡ଼,୨୬ା୬(କେ.ରାଜ ଶେଖର ରାଓ ):କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରେ ଚଳିତ ବର୍ଷ ରବି ଧାନମଣ୍ଡି ପ୍ରଶାସନ ପକ୍ଷରୁ ଚାଲିଛି। ତେବେ ଗତ କିଛି ଦିନ ଧରି ଟ୍ରକ ଟ୍ରକ ଧାନ ଆନ୍ଧ୍ର, ଛତିଶଗଡ଼ ଚାଲାଣ ହେବା ମଣ୍ଡି ପରିଚାଳନା ପ୍ରତି ସାଧାରଣରେ…

ବର୍ଷାରେ ଧୋଇଗଲା ରାସ୍ତାର ପିଚୁ

ଚନ୍ଦାହାଣ୍ଡି,୨୬।୬(ଦିଲ୍ଲୀପ ଦାସ): ଜନସାଧାରଣଙ୍କ ଗମନାଗମନ ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ରାସ୍ତା ତିଆରି କରିଛନ୍ତି। ବିଭାଗୀୟ ଯନ୍ତ୍ରୀ ଏବଂ ଠିକାଦାରଙ୍କ ଖାମଖିଆଲି ମନୋଭାବ ଯୋଗୁ ରାସ୍ତାରେ ପକା…

ଅସରାଏ ବର୍ଷାରେ ପଦାରେ ପଡ଼ିଲା ଅନିୟମିତତା

କାମାକ୍ଷାନଗର,୨୬।୬(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଆସୁଛି। ବିଭାଗୀୟ ଅଧିକାରୀମାନେ ବିଭିନ୍ନ କାଇଦା କରି ଠିକାଦାରଙ୍କୁ ଘଣ୍ଟ ଘୋଡ଼ାଇ ଦେଉଥିବା ନଜିର ରହିଛି। ତେବେ ରବିବାର ହୋଇଥିବା ମୌସୁମୀ ବର୍ଷାରେ ପଦାରେ…

ଏକ୍ସପ୍ରେସ ରହଣିକୁ ଅପେକ୍ଷା

ବଇଣ୍ଡା,୨୬।୬(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ମୁଖ୍ୟ ବଇଣ୍ଡା ରେଳଷ୍ଟେଶନରେ ଏକ୍ସପ୍ରେସ୍‌ ରହଣିର ଅପେକ୍ଷା ଶେଷ ହେଉନାହିଁ। ଏହି ପଥ ଦେଇ ଯାଉଥିବା ୨୨ଟି ଟ୍ରେନ୍‌ ମଧ୍ୟରୁ ୧୪ଟି ଏକ୍ସପ୍ରେସ ଟ୍ରେନ୍‌ ଏଠାରେ ଅଟକୁନାହିଁ। ଜିଲା ଅର୍ଥନୀତିର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?