ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ
କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ ଚଢାଉ ସମୟରେ ବିପୁଳ ପରିମାଣର ନକଲି ବିଦେଶୀ ମଦ କାରଖାନା ଉପରେ ଚଢ଼ାଉ କରିଥିଲେ…
ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ
ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ନାମକ ଘରୋଇ ଶିକ୍ଷାନୁଷ୍ଠାନ ତାର ବାଡ ଦେଇ ଜବରଦଖଲ କରିଛି। ଯାହାକୁ…
ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି
ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ ମା’ ସୁରେଶ୍ଵରୀଙ୍କ ଘାଟ ଯାତ୍ରା ଓ ବନ୍ଧୁମିଳନ ରବିବାର ଅନୁଷ୍ଠିତ ହୋଇଥିଲା। ଆଞ୍ଚଳିକ ସଭାପତି…
ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର
ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ ବ୍ୟାଚର ୬ଷ୍ଠ ତମ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁରସ୍ଥିତ ଶ୍ରୀ ଚନ୍ଦ୍ରଚୁଡେଶ୍ୱର ସ୍ଫଟିକଲିଙ୍ଗ…
ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ
ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ନିକଟରେ ୩ ଟି ବାଲି ବୋଝେଇ ଟ୍ରାକ୍ଟରକୁ ଧରି ଦିଗପହଣ୍ଡି ପୋଲିସର ଜିମା ଦେଇଥିବା…
ହାତୀ, ବାର୍ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର
ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା, ଅର୍ଥକାରୀ ଓ ତୈଳଜାତ ଫସଲ ମଧ୍ୟ ବହୁଳ ପରିମାଣରେ ଚାଷ କରାଯାଇଛି। ତେବେ ବେଗୁନିଆ…
ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ
ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ ଆସିଛି ଏଭଳି ଘଟଣା । ମୃତକ ହେଲେ ଟିଟୁ ଦୋରା(୩୪) । ମୃତଦେହକୁ ସୋମବାର…
ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର ହୋଇପଡ଼ୁଛି । ଏହି ମହୋତ୍ସବ ଦେଖିବା ପାଇଁ ଆସନ୍ତା ୩୦ ତାରିଖ ମଙ୍ଗଳବାର ମୁଖ୍ୟମନ୍ତ୍ରୀ…
ପିକ୍ନିକ୍ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍ ବଣ
ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ ପାଇନ୍ ବଣ ଖାଁ ଖାଁ ହୋଇପଡ଼ିଛି। ପର୍ଯ୍ୟଟକମାନେ ଭୟଭୀତ ହୋଇ କାଁ ଭାଁ ଆସିଛନ୍ତି।…
ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ
ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ ଓଡ଼ିଶା ସରକାରଙ୍କ ପାଖରେ କୌଣସି ସୂଚନା ନାହିଁି। ଉପର ଉଦନ୍ତୀ ଓ ତଳ ଉଦନ୍ତୀରେ…
ବାଇକ୍ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା
ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ବାହଲି ଗ୍ରାମର ସୁନିଲ ପାତ୍ର (ଚେରୁ) ୩୦ ବର୍ଷ…
ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…
ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର କରିବା ପରି ଘଟଣା ଜିଲାର ଆର୍.ଉଦୟଗିରି ବ୍ଲକ ଅନ୍ତର୍ଗତ ରାମଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି।…
Archives


