ଆମ ଜିଲା ଖବର

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର କିଛି ବ୍ୟକ୍ତି ସେଗୁଡିକୁ ନେଇ ଗାଁ ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ରଖିଛନ୍ତି। କୌଣସି…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ ଖେଳିଯାଇଛି। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ପୋଲିସ…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡ଼ାକରା ଦିଆଯାଇଛି । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କୃଷୀ ମହାବିଦ୍ୟାଳୟ, ଇଞ୍ଜିନିୟରିଂ…

ଭାତହାଣ୍ଡିର ଚାଷୀଙ୍କୁ ହତାଦର, ମାସେ ପରେ ବି ମିଳିପାରିନି ଟୋକନ

ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଆଉ ୨ସପ୍ତାହ ପରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟା ଅସମାହିତ ରହିଛି। ମଣ୍ଡିକୁ ଧାନ ଆସୁଛି। ମାତ୍ର ତାକୁ କିଣାଯାଉ…

ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ନର୍ଲା ଥାନା ଅନ୍ତର୍ଗତ ପାଣିମୁଣ୍ଡା…

କ୍ଷଣିକରେ ଖୁସି ପାଲଟିଲା ଦୁଃଖ, ରୋଟାଭେଟରରେ କାଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ

ନୀଳଗିରି,୧୬।୬(ପ୍ରଶାନ୍ତ କୁମାର ବିଶ୍ବାଳ): ରୋଟାଭେଟରରେ କାଟି ହୋଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ନୂଆ ରୋଟାଭେଟର ଆଣି ଖୁସିରେ ଟ୍ରାଏଲ କରିବା ପରେ ବନ୍ଦକରିବାକୁ ଯାଇ ଅସାବଧାନତା ଯୋଗୁଁ ରୋଟରରେ ଟାଣିହୋଇ ଜଣେ ୧୮ବର୍ଷୀୟ ଯୁବକଙ୍କ ଜୀବନ ଯାଇଛି। ସୂଚନା…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ହୋଇଛି । ରବିବାର ରାତି ୯ଟା ସମୟରେ ଏକ ଉପୁଡ଼ି…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଛି । ତାଙ୍କ ନାମ ପ୍ରଭାତ ମଲିକ ଏବଂ ଘର ଗମ୍ଭାରିଆ…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ସମ୍ବଲପୁର ଜିଲା ଯୁଯୁମୁରା ଥାନା…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା ଯୁକ୍ତ ପ୍ରତିପଦା ତିଥିରେ ପରମ୍ପରାନୁସାରେ ବାଲୁଙ୍କେରଶ୍ୱର ବାବାଙ୍କ ପୀଠରେ ସୋମବାର ସକାଳେ ସ୍ବତନ୍ତ୍ର…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ ବଢ଼ିଯାଇଛି । କାର୍ଯ୍ୟାଳୟରେ ପ୍ରତି ସପ୍ତାହର ବୁଧବାର ଓ ଗୁରୁବାର ୨ ଦିନ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ ଘଟିଛି। ସୋମବାର ସକାଳେ ରାସ୍ତାରେ ଭାଲୁ ମରି ପଡିଥିବା ଦେଖି ସ୍ଥାନୀୟ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?