ଚିନ୍ତାରେ ଓଟିଇଟି ପରୀକ୍ଷାର୍ଥୀ
ପାରଳାଖେମୁଣ୍ଡି,୨୬ା୬ (ଗିରିଧାରୀ ପରିଛା): ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆୟୋଜିତ ଓଟିଇଟି ପରୀକ୍ଷାକୁ ନେଇ ଏବେ ଚିନ୍ତାରେ ପଡ଼ିଛନ୍ତି ବହୁ ପରୀକ୍ଷାର୍ଥୀ। ଗୋଟିଏ ଦିନରେ ୨ଟି ପେପର ପାଇଁ ପରୀକ୍ଷା ହେବାକୁ ଯାଉଥିବା ବେଳେ ପରୀକ୍ଷା କେନ୍ଦ୍ର ଭିନ୍ନ ଭିନ୍ନ ସହରରେ…
କାମ ନ ସରୁଣୁ ଧସିଲା ସୁରକ୍ଷା ପାଚେରି
ଖଇରା(ଉତ୍କଳବନ୍ଧୁ ପଣ୍ଡା)/ ଔପଦା(ଧରିତ୍ରୀ ପଣ୍ଡା),୨୬ା୬: ବାଲେଶ୍ବର ଜିଲା ଅଧୀନ ଖଇରା ବ୍ଲଜର ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗ ଅଧୀନରେ ଚାଲିଥିବା ରାସ୍ତା କାମରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହୋଇଛି। ବିଶେଷ ଭାବେ ବାଲେଶ୍ବରରୁ ମୟୂରଭଞ୍ଜକୁ ସଂଯୋଗ କରୁଥିବା ଗଣ୍ଡିବେଡ଼-ଔପଦା…
ଉପକୂଳ ଅଞ୍ଚଳରେ ଗ୍ରାମ୍ୟ ଜଙ୍ଗଲ ଉଜୁଡ଼ିଛି
ମହାକାଳପଡ଼ା,୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ଗ୍ରାମ୍ୟ ଜଙ୍ଗଲ ଜମିରେ ବହୁଳ ପରିମାଣରେ ଗଛକଟା ହେଉଛି। ଅପରପକ୍ଷରେ ନିକଟ ମହାନଦୀ ଅପରପାର୍ଶ୍ୱରେ ପାରାଦୀପ ଶିଳ୍ପ କାରଖାନାର ବିଷାକ୍ତ ନିଆଁ, ଧୂଆଁ, ଧୂଳି ଆସ୍ତରଣ ବାୟୁମଣ୍ଡଳରେ ଭାସିବା…
ଧସିଥିବା ଆପ୍ରୋଚ୍ ରାସ୍ତାକୁ ବାଲି ପକାଇ ମରାମତି
ଧର୍ମଶାଳା,୨୬ା୬(ବଟକୃଷ୍ଣ ପରିଡ଼ା): ପାଣିକୋଇଲି ପୂର୍ତ୍ତ ବିଭାଗ ପକ୍ଷରୁ ଧର୍ମଶାଳା-କବାଟବନ୍ଧ ରାସ୍ତାର ଇମାମନଗର ଗ୍ରାମ ନିକଟରେ ଉଦ୍ଘାଟନ ହୋଇଥିବା ସେତୁର ଆପ୍ରୋଚ ରୋଡ୍ ଧସିପଡ଼ିଥିବା ନେଇ ରବିବାର ଗଣମାଧ୍ୟମରେ ଖବର ପ୍ରକାଶ ପରେ ତରବରିଆ ଭାବେ ଏହାର ମରାମତି କରାଯାଇଛି। ବିଭାଗ ପକ୍ଷରୁ…
ଅବ୍ୟବସ୍ଥାରେ ମିର୍ଜାପୁର ଇଣ୍ଡିଆନ୍ ବ୍ୟାଙ୍କ୍ ଶାଖା
କାଏମା,୨୬ା୬(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ମିର୍ଜାପୁରଠାରେ ଥିବା ଇଣ୍ଡିଆନ୍ ବ୍ୟାଙ୍କ୍ ଶାଖା ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଅଭିଯୋଗ ହୋଇଛି। ଏହି ଶାଖାରେ ୪୦ ହଜାରରୁ ଊର୍ଦ୍ଧ୍ୱ ଗ୍ରାହକଙ୍କ ଜମାଖାତା ରହିଛି। ଫଳରେ ଏଠାରେ ସବୁଦିନ ଭିଡ଼ ରହୁଛି। କିନ୍ତୁ ଉକ୍ତ…
ଉଦ୍ଘାଟନକୁ ୬ ମାସ ପୂରିଲାନି
ପାଣିକୋଇଲି,୨୬ା୬(ବିକାଶ ମଲ୍ଲିକ): ଯାଜପୁର ଏମ୍ପି ଶର୍ମିଷ୍ଠା ସେଠୀଙ୍କ ହାତପାଣ୍ଠିରୁ ପାଣିକୋଇଲି ବଜାରରେ ଏକ ଯାତ୍ରୀ ବିଶ୍ରାମାଗାର ଓ ସୌରଚାଳିତ ପାଣିଟାଙ୍କି ନିର୍ମାଣ କରାଯାଇଛି। ଏହାକୁ ୨୦୨୩ ଜାନୁୟାରୀ ୧୯ରେ ଏମ୍ପି ସେଠୀ, ବିଧାୟକ ଅଶୋକ କୁମାର ବଳ, ଜିଲା ପରିଷଦ ସଭାପତି…
ରୋଗୀ ପାଉନାହାନ୍ତି ମାଗଣା ଔଷଧ
କଳିଙ୍ଗନଗର,୨୬ା୬(ଶୁଭାଶିଷ ରାଉତ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ବୋର୍ଡ ଲଗାଯାଇଛି। ଏଥିରେ ଲେଖା ଅଛି ଔଷଧ ଖର୍ଚ୍ଚର ନାହିଁ ଭୟ, ଆମେ ସାଥେ ଅଛି ନିରାମୟ। ଏଭଳି ଏକ ବୋର୍ଡମାରି ବିଭାଗ…
୨୩ ବର୍ଷ ହେଲା ଦୀପତଳ ଅନ୍ଧାର
ଖମାର/କଣିହାଁ/ଅନୁଗୋଳ, ୨୬।୬(ରଜନୀକାନ୍ତ ମହାରଣା/ସଚ୍ଚିଦାନନ୍ଦ ପ୍ରଧାନ/ଅମିତ ସାମଲ): ରାଜ୍ୟରେ ଦୁର୍ନୀତି ଚରମ ସୀମାରେ ପହଞ୍ଚତ୍ଛି। ମୁଖ୍ୟମନ୍ତ୍ରୀ ଆଖିରେ ଅନ୍ଧପୁଟୁଳି ବାନ୍ଧି ବସିଛନ୍ତି। ୨୩ ବର୍ଷର ସ୍ଥାଣୁ ସରକାରରେ ଦୀପତଳ ଅନ୍ଧାର। ଶିଳ୍ପସମୃଦ୍ଧ ଅନୁଗୋଳ ଜିଲା ଅବହେଳିତ ବୋଲି ବିଜେଡି ସରକାରଙ୍କୁ ଟାର୍ଗେଟ କରି…
ଭୟଙ୍କର ବସ୍ ଦୁର୍ଘଟଣା: ୧୨ ମୃତ
ଦିଗପହଣ୍ଡି,୨୬ା୬(ଅଶେଷ ନାଥ କର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ରବିବାର ବିଳମ୍ବିତ ରାତିରେ ଦୁଇ ବସ୍ ମଧ୍ୟରେ ମୁହାଁମିୁହିଁ ଧକ୍କା ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ ମହିଳା ଓ…
ଚପଲ ଖୋଲିବାକୁ କହିବାରୁ ଆଟେଣ୍ଡାଣ୍ଟଙ୍କୁ ଅର୍ଦ୍ଧନଗ୍ନ ଘଟଣା: ଏନ୍ଏଚ୍ଆର୍ସିରେ ଅଭିଯୋଗ
ଖୋର୍ଦ୍ଧା,୨୬ା୬(ପ୍ରଭାତ ପାଣିଗ୍ରାହୀ): ଡିଭିଜନାଲ ରେଲୱେ ମ୍ୟାନେଜର (ଡିଆର୍ଏମ୍)ଙ୍କ ସ୍ତ୍ରୀଙ୍କୁ ଚପଲ ଖୋଲିବାକୁ କହିବାରୁ ଝାଡ଼ଖଣ୍ଡ ଧାନବାଦ ମଣ୍ଡଳ ରେଲଓ୍ବେ ହସ୍ପିଟାଲ ଆଟେଣ୍ଡାଣ୍ଟ ବସନ୍ତ ଉପାଧ୍ୟାୟଙ୍କୁ ଅର୍ଦ୍ଧନଗ୍ନ କରାଯିବା ଘଟଣାରେ ମାନବିକ ଅଧିକାର ଉଲ୍ଲଂଘନ ହୋଇଛି। ଏନେଇ ପୁରୀର ମାନବ ଅଧିକାର କର୍ମୀ…
ଶ୍ରୀମନ୍ଦିର, ଗୁଣ୍ଡିଚା ମନ୍ଦିର ଭିତର ଫଟୋ ଭାଇରାଲ୍
ପୁରୀ, ୨୬ା୬(ଅଜିତ୍ ମହାନ୍ତି): କିଛି ମାସ ତଳେ ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଦେଖିବାକୁ ମିଳିଥିଲା। ଏବେ ପୁଣି ଶ୍ରୀଗୁଣ୍ଡିଚା ମନ୍ଦିର ଓ ଶ୍ରୀମନ୍ଦିର ଭିତରବେଢ଼ା, ଆନନ୍ଦ ବଜାରର ଭିଡିଓ ଜଣେ ବ୍ୟକ୍ତି ତାଙ୍କ ଇନଷ୍ଟାଗ୍ରାମ୍ରେ ଭାଇରାଲ…
ଅର୍ଦ୍ଧଭଗ୍ନ ଅବସ୍ଥାରେ ରାଜ୍ୟର ପ୍ରଥମ ଡପ୍ଲର ରାଡାର କେନ୍ଦ୍ର
ପାରାଦୀପ,୨୬।୬(ଶରତ ରାଉତ): ଓଡ଼ିଶାର ପ୍ରଥମ ଡପ୍ଲର ରାଡାର ଘର ଏବେ ଅର୍ଦ୍ଧଭଗ୍ନ ଅବସ୍ଥାରେ ରହିଛି। ପ୍ରାୟ ୨୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖର୍ଚ୍ଚରେ ନିର୍ମାଣ ହୋଇଥିବା ୩୯ ମିଟର ଉଚ୍ଚତା ବିଶିଷ୍ଟ ଏହି ୭ ମହଲା ଘର ଏବେ ମଳିନ ଦେଖାଯାଉଛି।…

