ଡାକ୍ତରଖାନା ପରିସରରେ କୁଢ଼ କୁଢ଼ ଅଳିଆ
ଗୋପ,୯।୨(ଡି.ଏନ୍.ଏ.): ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କାର୍ଯ୍ୟାଳୟ ଭିତରେ କୁଢ଼ କୁଢ଼ ଅଳିଆ ଆବର୍ଜନା ଗଦା ହେବା ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ପ୍ରକାଶ ଯେ, ସ୍ବାସ୍ଥ୍ୟକେନ୍ଦ୍ର ସହିତ ସ୍ବାସ୍ଥ୍ୟ କାର୍ଯ୍ୟାଳୟ ସ୍ବଚ୍ଛତା ପ୍ରତି ସରକାର ଗୁରୁତ୍ୱ ଦେଇ ଲକ୍ଷ ଲକ୍ଷ ଟଙ୍କା…
ପୁଣି ଶିମିଳିପାଳରୁ ହାତୀ ମୃତଦେହ ଠାବ: ଶୁଣ୍ଢ କାଟି ଦାନ୍ତ ନେଇଗଲେ
ବାରିପଦା ଅଫିସ,୯।୨: ଶିମିଳିପାଳ ଅଭୟାରଣ୍ୟରେ ହାତୀ ମଡକ ପିଛା ଛାଡୁନି। ପୁଣି ଏକ ଦନ୍ତାହାତୀର ମୃତଦେହକୁ ବନବିଭାଗ ଠାବ କରିଛି। ପିଠାବଟା ରେଞ୍ଜର ଗୋପୀନାଥପୁର ବିଟ ଅଧୀନ ଜଙ୍ଗଲରେ ପାଟ୍ରୋଲିଂ ସମୟରେ ବୁଧବାର ଅପରାହ୍ନରେ ବନକର୍ମଚାରୀ ହାତୀ ମୃତଦେହ ଦେଖି ଉପରିସ୍ଥ…
ଷଣ୍ଢ ପେଟରୁ ବାହାରିଲା ୬୦ କିଗ୍ରା ପଲିଥିନ୍
ବାଙ୍କୀ, ୯ା୨(ସ୍ବ.ପ୍ର.): ବାଙ୍କୀ ସହର ଅଞ୍ଚଳରେ ଏକ ବୁଲା ଷଣ୍ଢ ଅସୁସ୍ଥ ଅବସ୍ଥାରେ ପଡିଥିବାରୁ ତାର ପେଟକୁ ଅପରେଶନ କରାଯାଇ ୬୦କେଜିରୁ ଊର୍ଦ୍ଧ୍ୱ ପଲିଥିନ ବୁଧବାର ବାହାର କରାଯାଇଛି। ସୂଚନାଯୋଗ୍ୟ ବାଙ୍କୀ ସହରର ଗୋଟିଏ ବୁଲା ଷଣ୍ଢ ସପ୍ତାହେ ହେଲା ଖିଆପିଆ…
କେନ୍ଦ୍ରାପଡ଼ାରେ ସୀମିତ କର୍ମନିଯୁକ୍ତିକୁ ନେଇ ଚିନ୍ତା
କେନ୍ଦ୍ରାପଡ଼ା ଅଫିସ, ୯ା୨: ରାଜ୍ୟର ଅନ୍ୟ ଜିଲା ତୁଳନାରେ କେନ୍ଦ୍ରାପଡ଼ାରେ ସାକ୍ଷରଙ୍କ ସଂଖ୍ୟା କମ ନୁହେଁ । ଏଠାରେ ୮୫.୯୩ ପ୍ରତିଶତ ସାକ୍ଷର । ୫୭ ହଜାରରୁ ଅଧିକ ସ୍ନାତକ ଓ ତା’ଠାରୁ ଉପର ଡିଗ୍ରୀଧାରୀ ଜିଲା କର୍ମ ନିୟୋଜନ କେନ୍ଦ୍ରରେ…
ମେରାଇନ୍ ରାସ୍ତାକୁ ବିପଦ
ପାରାଦୀପ,୯ା୨(ସ୍ବ.ପ୍ର.): ପାରାଦୀପର ଷଣ୍ଢକୁଦ ସୀମାଠାରୁ ତୈଳ ବିଶୋଧନାଗାର ସାଉଥଗେଟ୍ ପର୍ଯ୍ୟନ୍ତ ସମୁଦ୍ର କୂଳରେ ଏବେ ଅବାଧରେ ବାଲି ଓ ମାଟି ଖୋଳା ଯାଉଥିବା ଦେଖିବାକୁ ମିଳିଛି। ଏହାଦ୍ୱାରା କେତେକ ଜାଗାରେ ସମୁଦ୍ର ଢେଉ ମେରାଇନ୍ ରାସ୍ତା ପାଖରେ ପହଞ୍ଚତ୍ ଗଲାଣି। ଏହାକୁ…
ସାମି…ସାମି… ଗୀତରେ ମନମୁଗ୍ଧ କଲେ ସୁନିଧି ଚୌହାନ୍
ଯାଜପୁର ଟାଉନ,୯ା୨(ଡି.ଏନ.ଏ.): ଯାଜପୁର ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦ୍ଘାଟିତ ହୋଇଯାଇଛି। ବୁଧବାର ସ୍ଥାନୀୟ ବାଳାଶ୍ରମ ପଡ଼ିଆଠାରେ ଅନୁଷ୍ଠିତ ୧୧ତମ ଯାଜପୁର ଜିଲା ମହୋତ୍ସବ ସଂଗମ ଓ ପଲ୍ଲିଶ୍ରୀ ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍ଘାଟନ କରି…
ଜନକଲ୍ୟାଣ ଯୋଜନାରେ ଦୁର୍ନୀତି, ହରିଲୁଟ୍
ଯାଜପୁର ଅଫିସ/ କୋରେଇ, (ଡି.ଏନ.ଏ.)୯ା୨: ଯାଜପୁର ଜିଲା କୋରେଇ ବ୍ଲକରେ ଏମଜିଏନଆର୍ଇଜିଏସ୍ ଯୋଜନା, ଆବାସ, ଡ୍ରେନେଜ, ଜଳସେଚନ ଆଦି ଜନହିତକର ଯୋଜନାରେ ଦୁର୍ନୀତି ବରଗଛ ଓହଳ ପରି ଲମ୍ବି ଚାଲିଛି । ଏନେଇ ଅଞ୍ଚଳବାସୀ ଯେତେ ଅଭିଯୋଗ କଲେ ବି କୌଣସି…
ବେଆଇନ ଇଟାଭାଟିକୁ ପ୍ରଶାସନର ଲଗାମ ନାହିଁ
କୋରେଇ,୯ା୨(ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ କୋରେଇ ଅଞ୍ଚଳରେ ଗଢ଼ିଉଠିଥିବା ବେଆଇନ ଇଟାଭାଟିଗୁଡ଼ିକ ଉପରେ ପ୍ରଶାସନର ଲଗାମ ନାହିଁ। କୋରେଇ ବ୍ଲକର ମୂଳାପାଳ, ପଥରପଦା, ବନ୍ଦାଳ, ରଣପୁର, ମକୁନ୍ଦୁପୁର ଆଦି ପଞ୍ଚାୟତରେ ଚିମିନି ଇଟାଭାଟି ଥିବା ସହିତ ଅନେକ ଗ୍ରାମ…
ବିଭାଗ ବଦଳାଇ ଲୁଟ୍ ଯୋଜନା: ନିମ୍ନମାନର କାମକରି ବାରମ୍ବାର କରାଯାଉଛି ଟେଣ୍ଡର
ଚଣ୍ଡିଖୋଲ,୯ା୨(ଡି.ଏନ୍.ଏ.): ରାସ୍ତା ନିର୍ମାଣ ନାମରେ କେତେକ ବିଭାଗ ତରଫରୁ ଲୁଟ୍ କରାଯାଉଥିବା ଅଭିଯୋଗ ହେଉଛି। ଏପରି କି ଗୋଟିଏ ରାସ୍ତାକୁ ବିଭାଗ ବଦଳାଇ ନିମ୍ନମାନର କାମକରି ବାରମ୍ବାର ଟେଣ୍ଡର କରାଯାଉଛି। ଏହାଦ୍ୱାରା ବିଭାଗୀୟ ଅଧିକାରୀ ଓ ଠିକାଦାର ମାଲାମାଲ ହେଉଥିବାବେଳେ ସାଧାରଣ…
ପ୍ରଥମ କାମାକ୍ଷାନଗର ମହୋତ୍ସବ ଆରମ୍ଭ
କାମାକ୍ଷାନଗର, ୯।୨(ଡି.ଏନ୍.ଏ.): ଗ୍ରାମାଞ୍ଚଳରେ ରହୁଥିବା ଲୋକେ ମନୋରଞ୍ଜନ ପାଇଁ ସୁଯୋଗ ଖୋଜୁଥାଆନ୍ତି। ପ୍ରଥମଥର ଆୟୋଜିତ କାମାକ୍ଷାନଗର ମହୋତ୍ସବ ଉପଖଣ୍ଡ ଅଞ୍ଚଳବାସୀଙ୍କ ଏହି ଆଶା ପୂରଣ କରିବ ବୋଲି କହିଛନ୍ତି ଖଣିମନ୍ତ୍ରୀ ତଥା କାର୍ଯ୍ୟକ୍ରମର ଉପଦେଷ୍ଟା ପ୍ରଫୁଲ୍ଲ ମଲ୍ଲିକ। ମହୋତ୍ସବ ଉପଲକ୍ଷେ ସାରଙ୍ଗଧର…
ଭୟ ବଢ଼ାଇଲାଣି ବନାଗ୍ନି
ଢେଙ୍କାନାଳ ଅଫିସ, ୯।୨: ଫେବୃୟାରୀ ପ୍ରଥମ ସପ୍ତାହରୁ ପାରଦ ଛୁଇଁଲାଣି ୩୩ ଡିଗ୍ରୀ। ଚଳିତବର୍ଷ ଆକାଶରୁ ଅଗ୍ନି ବର୍ଷିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କରିଥିବା ଅନୁମାନ ଏଥିରୁ ଜଳଜଳ ହୋଇ ଦିଶିଲାଣି। ଏସବୁ ଭିତରେ ଓଡ଼ିଶାରେ ଜଙ୍ଗଲ ନିଅଁାକୁ ନେଇ…
ଅନୁଗୋଳ ସହରବାସୀଙ୍କୁ ଅଥୟ କଲାଣି ମଶା
ଅନୁଗୋଳ ଅଫିସ, ୯ା୨: ଅନୁଗୋଳ ପୌରାଞ୍ଚଳରେ ମଶା ବଂଶ ବୃଦ୍ଧି ଚିନ୍ତାର କାରଣ ହୋଇଛି। ପରିମଳ ବ୍ୟବସ୍ଥା ପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଉ ନ ଥିବାରୁ ମଶା ସହରବାସୀଙ୍କୁ ଅଥୟ କରିଦେଲେଣି। ଏ ନେଇ ଅନୁଗୋଳ ଜିଲା କଂଗ୍ରେସ ପକ୍ଷରୁ ସାଧାରଣ…
Archives


