ନକଲି ସାର କାରଖାନା ଠାବ, ୯ ଗିରଫ
ବରଗଡ଼ ଅଫିସ୍,୧।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅଧୀନ ଜାମମାଲ ଗ୍ରାମରେ ଶୁକ୍ରବାର ପୋଲିସ ଏକ ନକଲି ସାର କାରଖାନା ଠାବ କରିଛି । ସେଠାରୁ ଗୋଟିଏ ଟାଟା ପିକ୍ଅପ୍ ଭ୍ୟାନ୍ (ନଂ.ଓଡ଼ି୨୧ଏଚ୍/୫୯୫୪), ୨୫ କି.ଗ୍ରା ବିଶିଷ୍ଟ ୬୦…
ଗୁଜୁରାଣ ମେଣ୍ଟାଉଛି ଚାରକୋଳି
ନରେଶ ଚନ୍ଦ୍ର ପଟ୍ଟନାୟକ କେନ୍ଦୁଝର,୧ା୪: ଗ୍ରୀଷ୍ମଋତୁରେ ଫଳୁଥିବା ଚାର (ଚାହାର) କୋଳି ଖାଇବାକୁ ଯେପରି ସ୍ବାଦିଷ୍ଟ, ସ୍ବାସ୍ଥ୍ୟପକ୍ଷେ ମଧ୍ୟ ସେପରି ହିତକର। ଏହାଛଡ଼ା ଏହା ମିଠା, କେକ୍ ଆଦିରେ ବ୍ୟବହାର ହେଉଥିବାରୁ ଚାରକୋଳିର ଚାହିଦା ବଜାରରେ ବଢ଼ିବାରେ ଲାଗିଛି। ମଞ୍ଜି କେଜିକୁ…
ଆଜି ୧୨ ଘଣ୍ଟିଆ ତାଳଚେର ବନ୍ଦ
ତାଳଚେର, ୧ା୪ (ନି.ପ୍ର.): ଅନୁଗୋଳ ଜିଲା ତାଳଚେରଠାରେ ଏମ୍ସିଏଲ୍ ପକ୍ଷରୁ ନିର୍ମାଣ ହୋଇଥିବା ମେଡିକାଲ କଲେଜ ବା ମହାନଦୀ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ମିମ୍ସାର)କୁ ରାଜ୍ୟ ସରକାର ଏଯାଏ କାର୍ଯ୍ୟକ୍ଷମ କରୁନାହାନ୍ତି। ଏହାର ପ୍ରତିବାଦରେ ତାଳଚେର ସରକାରୀ…
ମୋବାଇଲ ଟାଓ୍ବାରରେ ନିଆଁ ଲଗାଇଦେଲେ ମାଓବାଦୀ
ମାଲକାନଗିରି,୩୧ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଅଞ୍ଚଳରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ମାଓବାଦୀମାନେ ଛତିଶଗଡ଼ର କୋଣ୍ଡାଙ୍ଗାବ ଜିଲାରେ ଥିବା ଏକ ମୋବାଇଲ ଟାୱାରକୁ ନିଆଁ ଲଗାଇ ପୋଡ଼ିିଦେଇଛନ୍ତି । ବୟନାର ଥାନା ଅନ୍ତର୍ଗତ ଚେରଙ୍ଗ ଗ୍ରାମରେ ଏହି…
ନକଲୀ ସାର କାରଖାନା ଠାବ: ୯ଗିରଫ
ବରଗଡ଼ ଅଫିସ୍,୩୧।୩: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅନ୍ତର୍ଗତ ଜାମମାଲ ଗ୍ରାମରେ ଶୁକ୍ରବାର ପୋଲିସ ଏକ ନକଲୀ ସାର କାରଖାନା ଠାବ କରିଛି । ସେଠାରୁ ଗୋଟିଏ ଟାଟା ପିକ୍ଅପ୍ ଗାଡ଼ି(ଓଡ଼ି୨୧ଏଚ୍ ୫୯୫୪), ୨୫କି.ଗ୍ରା ବିଶିଷ୍ଟ ୬୦ ପକେଟ୍…
ମା’ ସମଲେଶ୍ୱରୀଙ୍କ ଅନ୍ନପୂର୍ଣ୍ଣା ବେଶ
ବରଗଡ଼ ଅଫିସ୍,୩୧।୩: ଚୈତ୍ର ଶୁକ୍ଲପକ୍ଷ ମହାଦଶମୀ ଅବସରରେ ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କୁ ଶୁକ୍ରବାର ଅନ୍ନପୂର୍ଣ୍ଣା ବେଶରେ ପୂଜାର୍ଚ୍ଚନା କରାଯାଇଥିଲା। ଏହା ସହିତ ମା’ ସମଲେଶ୍ୱରୀଙ୍କ ଚୈତ୍ର ନବରାତ୍ର ପୂଜା ପୂର୍ଣ୍ଣାହୂତି ସହ ସମ୍ପନ୍ନ ହୋଇଛି। ଦିନ ୯ଟା ୧୦ମିନିଟରୁ…
ପୋଲିସ କର୍ମଚାରୀଙ୍କୁ ମାଡ଼ : ଗ୍ରାମବାସୀଙ୍କ ନାମରେ ମାମଲା
ଭୋଗରାଇ,୩୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଟୁକୁରୀହାଜିରା ବାଗଞ୍ଜର ପାହିଠାରେ ଗୁରୁବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିବାକୁ ଯାଇ ପୋଲିସ ମାଡ଼ ଖାଇବା ଘଟଣା ଭିନ୍ନମୋଡ଼ ନେଇଛି। ଏହି ଘଟଣାରେ ଭୋଗରାଇ ଥାନା ପକ୍ଷରୁ ପୃଥକ୍ ଭାବେ…
ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ
ଫୁଲବାଣୀ ଅଫିସ, ୩୧ା୩: ନାବାଳିକା ବଳାତ୍କାର ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଫାଷ୍ଟ ଟ୍ରାକ୍ ପୋକ୍ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ…
ବିଧାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ
କାମାକ୍ଷାନଗର ୩୧।୩(ଡି.ଏନ୍.ଏ.): ରାଉରକେଲା ବିଧାୟକ ଶାରଦା ପ୍ରସାଦ ନାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ବିଧାୟକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ବିଧାୟକ ଏକ କାର୍ ଯୋଗେ ଭୁବନେଶ୍ବର ଯାଉଥିବା ବେଳେ ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏନ୍ଏଚ୍ ୫୩ ବାଉଁଶପାଳ…
ଚଳନ୍ତା ଟ୍ରେନରୁ ଯାତ୍ରୀଙ୍କୁ ଠେଲିଦେଲେ
କୋରାପୁଟ,୩୧।୩(ସ୍ବ.ପ୍ର.): କିରଣ୍ଡଳରୁ ବିଶାଖାପାଟଣା ଯାଉଥିବା ପାସେଞ୍ଜର ଟ୍ରେନ୍ରେ ଏକ ଅଭାବନୀୟ ଘଟଣା ଘଟିଛି। କେତେକ ଯାତ୍ରୀ ଚଳନ୍ତା ଟ୍ରେନ୍ରୁ ଜଣେ ଯାତ୍ରୀଙ୍କୁ ତଳକୁ ଠେଲି ଦେଇଥିବା ଅଭିଯୋଗ ହୋଇଛି। ଫଳରେ ଟ୍ରେନ୍ ଚକ ତଳେ ପଡ଼ି ଯୁବକଙ୍କ ଗୋଡ଼ କଟିଯାଇଛି। ସେ…
୫ ପୋଲିସକୁ ଅଧିକାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଅଭିଯୁକ୍ତ
ସଜନାଗଡ଼,୩୧।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଜଡ଼ିଦା ପଞ୍ଚାୟତ ଜାମୁଡ଼ିହି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ୫ ଜଣ ପୋଲିସକୁ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି ଅଭିଯୁକ୍ତ। ଏଥିରେ ଏସ୍ଆଇ ବିରଞ୍ଚି ସାହୁ ୨ ଜଣ ଏଏସ୍ଆଇ ପ୍ରବୋଧ ମଲିକ,…
ମୁଗ ଅମଳ କରୁଥିଲେ: ବଜ୍ରପାତରେ ଜଳିଲେ ଯୁବତୀ
ବାଲିପାଟଣା ୩୧।୩(ଡି.ଏନ୍.ଏ.): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ବ୍ଲକ ରଘୁଆଗରଡ଼ା ଗ୍ରାମରେ ଶୁକ୍ରବାର ବଜ୍ରପାତ ଘଟି ଯୁବତୀଙ୍କ ମୃତ୍ୟୁ ଘଟିଛି । ମୃତକ ହେଉଛନ୍ତି ରଶ୍ମୀତା ବେହେରା । ସୂଚନାଯୋଗ୍ୟ, ରଶ୍ମୀତା ବିଲରେ ମୁଗ ଅମଳ କରୁଥିବା ବେଳେ ହଠାତ ପ୍ରବଳ ବର୍ଷା…
Archives


