ଆମ ଜିଲା ଖବର

ଅସ୍ତିତ୍ୱ ହରାଇବାକୁ ବସିଲାଣି ଜଳାଶୟ

ଖଣ୍ଡପଡ଼ା,୨୫।୬(ଅଜୟ କୁମାର ମହାରଣା)ଧାର୍ମିକ ତଥା ଐତିହ୍ୟପୂର୍ଣ୍ଣ କ୍ଷେତ୍ର ଭାବେ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ କଣ୍ଟିଲୋର ଶ୍ରୀନୀଳମାଧବ କ୍ଷେତ୍ର ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି ା କଂସା ଓ ପିତ୍ତଳ ବାସନ ଶିଳ୍ପ ପାଇଁ ମଧ୍ୟ କଣ୍ଟିଲୋ ପ୍ରସିଦ୍ଧି ଲାଭ କରିଛି…

ମରାମତି ଶେଷ ନ କରି ଠିକାଦାର ଫେରାର

କୋରେଇ,୨୫।୬(ଡି.ଏନ.ଏ.):ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗର କେତେଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ପାଇଁ ରାସ୍ତା ନିର୍ମାଣ ଓ ମରାମତିରେ ଦୁର୍ନୀତି ବଢ଼ିଚାଲିଛି। କେଉଁଠି କାମ ନ କରି ବିଲ୍‌ ପ୍ରେରିତ ହେଉଛି ତ କେଉଁଠି ନିମ୍ନମାନର କାମ କରି ଠିକାଦାର ଓ ଯନ୍ତ୍ରୀ…

ଦୂରହେଉନାହିଁ ଆବାସ ଦ୍ୱନ୍ଦ୍ୱ

ରସୁଲପୁର,୨୫।୬(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଦ୍ୱନ୍ଦ୍ୱ ଦୂର ହୋଇପାରୁନାହିଁ। ହିତାଧିକାରୀଙ୍କୁ ଯୋଡ଼ିବା ଓ ବାଦ୍‌ ଦେବା ପ୍ରକ୍ରିୟା ଜାରି ରହିଛି। ଏହାରି ଭିତରେ କେତେଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ସହ ପ୍ରଥମ କିସ୍ତି ପୈଠ କରି…

କାୟା ବିସ୍ତାର କରୁଛି ବେଆଇନ ମାଦକଦ୍ରବ୍ୟ କାରବାର

ଜଗତ୍‌ସିଂହପୁର,୨୫।୬(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ସଦର ମହକୁମା ସମେତ ସମଗ୍ର ଜିଲାରେ ମାଦକଦ୍ରବ୍ୟ କାରବାର ଚିନ୍ତାର କାରଣ ପାଲଟିଛି । ଚୋରା ମଦ ଓ ବ୍ରାଉନସୁଗାର ର଼୍ୟାକେଟ୍‌ ଯେଉଁଭଳି ଭାବରେ କାୟା ବିସ୍ତାର କରି ଚାଲିଛି ତାହା ସାଧାରଣ ଲୋକଙ୍କୁ ଅତିଷ୍ଠ କଲାଣି…

୫- ଟି ସଚିବଙ୍କ ଗସ୍ତ ପୂର୍ବରୁ ରାସ୍ତାରେ ଚାଲିଛି ତାଳିପକା

କୁଜଙ୍ଗ,୨୫।୬(ମନୋଜ ପ୍ରଧାନ)କୁଜଙ୍ଗର ଜୀବନ ରେଖା କୁହାଯାଉଥିବା ୬ କି.ମି. ବିଶିଷ୍ଟ କୁଜଙ୍ଗ-ଚଟୁଆ ରାସ୍ତା ୨୦୧୮ରୁ ଖାଲଖମାରେ ଭରି ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ଏହି ରାସ୍ତା ଖଣି ଖାଦାନ ରାସ୍ତାଠାରୁ ଅଧିକ ଜରାଜୀର୍ଣ୍ଣ ହୋଇପଡ଼ିଛି। ଏନେଇ ବାରମ୍ବାର ଅଭିଯୋଗ…

ଅପରାଧୀଙ୍କ ଆଡ୍ଡାସ୍ଥଳ ପାଲଟିଛି ବିଜୁ ଷ୍ଟାଡିୟମ

କେନ୍ଦ୍ରାପଡ଼ା,୨୫।୬(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ାର ଦୌଡରାଣୀ ଲିଜା ବେହେରା କ୍ରୀଡ଼ା ହଷ୍ଟେଲରୁ ଘରକୁ ଆସିଲେ ଦୌଡ ଅଭ୍ୟାସକୁ ରାସ୍ତାରେ ଜାରି ରଖିଛନ୍ତି ା ମହାକାଳପଡା ବ୍ଲକ ତେରଗଁା ପଞ୍ଚାୟତର ୩ ମହିଳା ଖେଳାଳୀ ସସ୍ମିତା ସେନାପତି, ସ୍ମୃତିରୂପା ମଲ୍ଲିକ ଓ ଲକ୍ଷ୍ମୀପ୍ରିୟା ବେହେରା କ୍ରିକେଟ…

ଯେଉଁଠି ଶତାଧିକ ବର୍ଷ ଧରି ଟଣା ହୋଇନି ରଥ

କେନ୍ଦ୍ରାପଡ଼ା,୨୫।୬ (ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ସହରଠାରୁ ମାତ୍ର ୧୨ କିଲୋମିଟର ଦୂରରେ ଇନ୍ଦୁପୁର ା ଏଠାରୁ ଦେଢ଼ କିଲୋମିଟର ହାବେଳି (ପତି ସାହି) ଠାରେ ଥିବା ପ୍ରାୟ ୩୦୦ ବର୍ଷର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ଅବସ୍ଥାନ କରୁଛନ୍ତି ା ୩…

‘ଆପ୍‌ ଫ୍ରଡ୍‌ କରିଥିଲେ କାର୍ଯ୍ୟାନୁଷ୍ଠାନ’

ପୁରୀ,୨୫।୬(ଅଜିତ୍‌ ମହାନ୍ତି)ଅନଲାଇନ୍‌ ଆପ୍‌ ‘ଉତ୍ସବ’ରେ ଶ୍ରୀମନ୍ଦିର ନଁାରେ ଠକେଇ ହେଉଥିବା ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ମହାପ୍ରଭୁଙ୍କ ନଁାରେ ବିଭିନ୍ନ ପ୍ରକାର ପୂଜା ଏବଂ ଭୋଗ ପ୍ରଦାନ କରିବା ନଁାରେ ସମ୍ପୃକ୍ତ ସଂସ୍ଥା…

ପ୍ରତି ବର୍ଗକି.ମି.ରେ ୯୦ ପ୍ରାଣୀ

ସମ୍ବଲପୁର,୨୫।୬(ଶୁଭାଶିଷ ପାଢ଼ୀ)ସମ୍ବଲପୁର ଡେବ୍ରିଗଡ଼ ଅଭୟାରଣ୍ୟରେ ବନ୍ୟପ୍ରାଣୀ ଗଣନା ଶେଷ ହୋଇଛି। ପ୍ରାୟ ୩୫୦ ବର୍ଗକିଲୋମିଟର ପରିମିତ ଅଭୟାରଣ୍ୟରେ ବନ୍ୟପ୍ରାଣୀ ସଂଖ୍ୟା ଚଳିତବର୍ଷ ବୃଦ୍ଧି ପାଇଛି। ଏଥିରେ ଉଭୟ ତୃଣଭୋଜୀ ଓ ମାଂସାହାରୀ ବନ୍ୟପ୍ରାଣୀ ଗଣନା କରାଯାଇଥିଲା। ବୈଜ୍ଞାନିକ ଓ ବୈଷୟିକ ପଦ୍ଧତିରେ…

ପାହାଡ଼ ଉପର ଗଁାକୁ ଘେରିଛି ଦୁର୍ଦ୍ଦଶା

ଯାଜପୁର,୨୫।୬(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ଅନ୍ତର୍ଗତ ନଗଡ଼ାରେ ଅପପୁଷ୍ଟି ଯୋଗୁ ଶିଶୁମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୭ ବର୍ଷ ବିତିଛି। ସ୍ବାସ୍ଥ୍ୟ, ଶିକ୍ଷା, ଗମନାଗମନ, ବିଜୁଳି ଆଦି କ୍ଷେତ୍ରରେ ନଗଡ଼ାର ବହୁବିଧ ବିକାଶ ହୋଇଛି ବୋଲି ସରକାର କହୁଛନ୍ତି।…

ଦେଶ ଚାଖିବ କଳାହାଣ୍ଡି ଆମ୍ବ

ଭବାନୀପାଟଣା,୨୫।୬(ଉତ୍ତମ କୁମାର ଦାଶ)ପ୍ରଥମଥର ପାଇଁ ଦିଲ୍ଲୀରେ ପହଞ୍ଚତ୍ଛି କଳାହାଣ୍ଡିର ସାଦିଷ୍ଟ ଆମ୍ବ। ଓର୍‌ମାସ ଉଦ୍ୟମକ୍ରମେ ଏହି ଆମ୍ବ ଟିଟିଲାଗଡ଼ ରେଳ ଷ୍ଟେଶନରୁ ଦିଲ୍ଲୀ ଯାଇଥିଲା। ପ୍ୟାକେଟରେ ଓଡ଼ିଶା ଆମ୍ବ ଲେଖାଯାଇଥିବା ଷ୍ଟିକରିଂ କରାଯାଇଛି। ଦିଲ୍ଲୀର ମଦର୍‌ ଡାଏରୀ ସହିତ ଯୋଗାଯୋଗ କରି…

ଦିନକରେ ୨ ସ୍ଥାନରେ କେନ୍ଦ୍ରକୁ ନେଇ ଅସନ୍ତୋଷ

କଟକ,୨୫।୬( ସୁପ୍ରିୟା ପ୍ରିୟଦର୍ଶିନୀ)ଆସନ୍ତା ଜୁଲାଇ ୧ରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଅନୁଷ୍ଠିତ ହେବ। ଉକ୍ତ ଦିନ ପରୀକ୍ଷାର୍ଥୀମାନେ ଦୁଇଟି ପେପର ପରୀକ୍ଷା ଦେଇପାରିବେ। କିଛି ପରୀକ୍ଷାର୍ଥୀ ପେପର-୧ ଗୋଟିଏ ସ୍ଥାନରେ ଏବଂ ପେପର-୨ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?