ଆମ ଜିଲା ଖବର

ସନ୍ଧ୍ୟାରେ ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୩। ୬(ଅଜିତ ମହାନ୍ତି): ଜନ୍ମ ବେଦୀରେ ତିନି ଠାକୁରଙ୍କ ଦର୍ଶନ ଲାଗି ଭକ୍ତଙ୍କ ଜନସମାଗମ ହେଉଛି। ତେବେ ଶୁକ୍ରବାର ସନ୍ଧ୍ୟାରେ ୪ଘଣ୍ଟା ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଯୋଗୁ ଦର୍ଶନ ବନ୍ଦ ରହିବା ନେଇ ସୂଚନା ମିଳିଛି। ଦ୍ୱିତୀୟ ଭୋଗମଣ୍ଡପ…

୫୦ ହଜାର ଭକ୍ତଙ୍କ ପାଇଁ ବାହାରିଲା ଆଡ଼ପ ଅବଢ଼ା

ପୁରୀ,୨୩। ୬(ଅଜିତ ମହାନ୍ତି): ଜନ୍ମ ବେଦୀରେ ତିନି ଠାକୁର। ଶୁକ୍ରବାର ଆଡ଼ପ ଅବଢା ବାହାରିଛି । ୫୦ ହଜାର ଭକ୍ତଙ୍କ ପାଇଁ ଆଜି ସୁଆର ମହାସୁଆର ନିଯୋଗ ପକ୍ଷରୁ ଆଡ଼ପ ଅବଢ଼ା ବ୍ୟବସ୍ଥା କରାଯାଇଛି। ଭକ୍ତମାନେ ଯେଭଳି ସୁବିଧାରେ ମହାପ୍ରସାଦ ସେବନ…

ଭବାନୀପାଟଣାରେ ଭାଜପାର ମହାଜନସମ୍ପର୍କ ଅଭିଯାନ: ବିଭିନ୍ନ ପ୍ରସଙ୍ଗରେ କଂଗ୍ରେସ, ବିଜେଡି ଉପରେ ବର୍ଷିଲେ ନଡ୍ଡା

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୂର ଷ୍ଟାଡିୟମଠାରେ ଶୁକ୍ରବାର ମହାଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଖେଳ ପଡ଼ିଆରେ ହେଲିକପ୍ଟରରେ ପହଞ୍ଚି ପଥମେ ମା’ ମାଣିକେଶ୍ୱରୀଙ୍କ ଦର୍ଶନ…

ପୂର୍ବତନ ଡିଏସ୍‌ଡବ୍ଲ୍ୟୁଓ ଗିରଫ

ଭୁବନେଶ୍ୱର,୨୩ା୬(ସତ୍ୟଜିତ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ଭଦ୍ରକ ଜିଲା ସମାଜ ମଙ୍ଗଳ ଅଧିକାରିଣୀ(ଡିଏସ୍‌ଡବ୍ଲ୍ୟୁଓ) ଜୟନ୍ତୀ ବେହେରା ଶୁକ୍ରବାର ଗିରଫ ହୋଇଛନ୍ତି। ଦୁଇ ଦିନର ଚଢ଼ାଉରେ ଭିଜିଲାନ୍ସ ତାଙ୍କଠାରୁ ବିପୁଳ ପରିମାଣର ସମ୍ପତ୍ତି ଠାବ କରିଛି। ଯାହାକି ତାଙ୍କ…

ମୁକ୍ତ ଯୋଜନା ପ୍ରକଳ୍ପ ନିର୍ମାଣ ପ୍ରକ୍ରିୟା ଆରମ୍ଭ

ଗଞ୍ଜାମ,୨୩ା୬(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସିରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ପାଇଁ ୧ କୋଟି ୯୦ ଲକ୍ଷ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ମୁକ୍ତା ଯୋଜନାରେ ଆସିଥିବା ଏହି ଅନୁଦାନରେ ସହରର ଉନ୍ନତିକରଣ କରାଯିବ। ଏହାର ପ୍ରକ୍ରିୟା…

ଛିଣ୍ଡିଯାଇଛି ଖାଦ୍ୟନଳୀ, ଯନ୍ତ୍ରଣାରେ ଛଟପଟ

ଖପ୍ରାଖୋଲ,୨୩ା୬(ଅଭୟ ତ୍ରିପାଠୀ): ମନରେ ଅସୁମାରୀ ଆଶା, ଆଖିରେ ଆଖିଏ ସ୍ବପ୍ନ। ପୁଅ ବଡ ହେବ, ଭଲ ମଣିଷ ହେବ ଆଉ ଗରିବ ପରିବାରର ଦୁଃଖ ଯିବ। ହେଲେ କିଏ ଜାଣିଥିଲା ସାଇକେଲ ଚଳାଉ ଚଳାଉ ପଡ଼ି ଯିବା ଏତେବଡ ଅଘଟଣାକୁ ଡାକି…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଅଜାଣତରେ କଟା ଖନନ

କୁଚିଣ୍ଡା,୨୩ା୬(ବିରଞ୍ଚତ୍ ଦର୍କା): ବାମରା ବ୍ଲକ ଅନ୍ତର୍ଗତ କେଶାଇବାହାଲ ପଞ୍ଚାୟତ ଭିକାପାଲି ଗ୍ରାମରେ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଅଜାଣତରେ ଏକ ବୁଢିକଟା ଖନନ (ମାଟିକାମ) ଚାଲିଛି। ଏହି କାର୍ଯ୍ୟ ସମ୍ପର୍କିତ କୌଣସି ସୂଚନା ଫଳକ ନ ଥିବାରୁ ଜନସାଧାରଣ କଟା ଖନନରେ କେତେ ଅର୍ଥ…

ଜବରଦଖଲକାରୀଙ୍କ କବ୍‌ଜାରେ ପ୍ରାକୃତିକ ନାଳ, ଜଳାଶୟ

ସୋନପୁର,୨୩।୬(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରରେ ପ୍ରାକୃତିକ ନାଳ ଓ ଜଳାଶୟଗୁଡିକ ଜବରଦଖଲ ହେବାରେ ଲାଗିଛି । ଜବରଦଖଲକାରୀଙ୍କ ବିରୋଧରେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଭବିଷ୍ୟତରେ ଏହା ସହରବାସୀଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ। ଏପରି କି ବର୍ଷାଦିନେ…

ସାଗୁନଡୁଙ୍ଗୁରୀରେ ପାନୀୟ ଜଳର ସମସ୍ୟା ଉତ୍କଟ

ଖଡ଼ିଆଳ,୨୩।୬(ସୁଜିତ୍‌ ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗଡରାମୁଣ୍ଡା ଗ୍ରାମପଞ୍ଚାୟତ ସାଗୁନଡଙ୍ଗରି ଗ୍ରାମରେ ପିଇବା ପାଣିର ଉତ୍କଟ ସମସ୍ୟା ଦେଖାଦେଇଛି। ଗ୍ରାମରେ ବସୁଧା ଯୋଜନା ଫେଲ ମାରିଛି। ଗ୍ରାମରେ ଗତ କିଛି ବର୍ଷ ହେଲା ବସୁଧା ଯୋଜନାରେ ପାଇପ ଯୋଗେ ପିଇବା…

ଅସୁବିଧା ଭୋଗୁଛନ୍ତି ବସ୍ତିବାସୀ

ରାଉରକେଲା,୨୩ା୬(ଦିନେଶ ମିଶ୍ର): ରାଉରକେଲା ମନାନଗର ନିଗମ ଅଧୀନ ଶୀତଳପଡା ବସ୍ତି ଅଞ୍ଚଳର ଲୋକମାନଙ୍କୁ ସରକାରଙ୍କ ସର୍ବନିମ୍ନ ସୁବିଧା ମିଳୁ ନ ଥିବା ଅଭିଯୋଗ ହୋଇଛି। ଉକ୍ତ ବସ୍ତି ଅଞ୍ଚଳ କୌଣସି ପଞ୍ଚାୟତ କି ଆର୍‌ଏମ୍‌ସି ଅଧୀନରେ ଯାଉ ନ ଥିବାରୁ ଫଳରେ…

ମୁଖ୍ୟ ରାସ୍ତା ଚକାଚକ୍‌, ବସ୍ତିରେ ଆବଡ଼ାଖାବଡା

ରାଉରକେଲା,୨୩।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ବିଭିନ୍ନ ବସ୍ତି ଅଞ୍ଚଳ ରାସ୍ତା ଶୋଚନୀୟ ହୋଇପଡିଛି। ସହରର ମୁଖ୍ୟ ରାସ୍ତାଗୁଡିକ ଚକାଚକ୍‌ ହୋଇଥିବା ବେଳେ ଗଳିକନ୍ଦି ରାସ୍ତାକୁ ମରାମତି କରାଯାଉନାହିଁ। ଫଳରେ ବିଭିନ୍ନ ସମୟରେ ଛୋଟବଡ ଦୁର୍ଘଟଣା ଘଟୁଥିବା ଅଭିଯୋଗ…

ଏକ୍ସପ୍ରେସ ଟ୍ରେନ୍‌ ବିଳମ୍ବ, ଯାତ୍ରୀ ହଇରାଣ

ରାଉରକେଲା,୨୩।୬(ସଙ୍ଗୀତା ଜେନା): ରାଉରକେଲା ଦେଇ ଚଳାଚଳ କରୁଥିବା ଅଧିକାଂଶ ଏକ୍ସପ୍ରେସ ଟ୍ରେନ୍‌ ଘଣ୍ଟା ଘଣ୍ଟା ଧରି ବିଳମ୍ବରେ ଚାଲୁଥିବାରୁ ଯାତ୍ରୀ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରାୟ ୬ ମାସରୁ ଅଧିକ ହେଲାଣି ଯାତ୍ରୀବାହୀ ଟ୍ରେନଗୁଡ଼ିକରେ ଏଭଳି ବ୍ୟତିକ୍ରମ ପରିଲକ୍ଷିତ ହୋଇଛି। ଦୂରଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?