ଆମ ଜିଲା ଖବର

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ ଘଟିଛି। ସୋମବାର ସକାଳେ ରାସ୍ତାରେ ଭାଲୁ ମରି ପଡିଥିବା ଦେଖି ସ୍ଥାନୀୟ ଲୋକ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା ୪ଜଣଙ୍କ ଉପରେ ମାଡି ଯାଇଥିଲା। ଏପରିକି କାର୍‌ଟି ଭାରସାମ୍ୟ ହରାଇ ଏକ ଅଟୋ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଭବାନୀପାଟଣା ସଦର…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି । ପ୍ରାୟ ୨୦୦ ଜନସଂଖ୍ୟା ଓ ୪୫ ପରିବାର ବିଶିଷ୍ଟ ଏହି ଆଦିବାସୀ ବହୁଳ…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ ସାନ୍ତୁନୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟର ଫାଇନାଲ…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ ଆକ୍ରମଣ ଘଟଣାରେ ଫର୍ଦ୍ଧାଫାଶ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ସାଢେ ୬…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ ବନ୍ଧୁଙ୍କୁ ହତ୍ୟା କରିଥିବା ଅଭିଯୋଗ ନୀଳଗିରି ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାର…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ ହେବାକୁ ଯାଇଥିବା ସମୟରେ ସାନ ଭଉଣୀକୁ ଅଭିଯୁକ୍ତମାନେ ନେଇ ଗଣବଳାତ୍କାର ହୋଇଥିବା…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସମସ୍ତ ଚୋରି ସାମଗ୍ରୀ ଜବତ କରିବାରେ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ବାଇକ୍ ଚାଳକ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ୧୧ କେଭି ବିଦ୍ୟୁତ୍‌ ତାର ସସ୍ପର୍ଶରେ ଆସି ୭ଟି ମଇଁସିଙ୍କ ମୃତ୍ୟୁ ଘଟିଛି।…

ମରୈଗାଁରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ, ରକ୍ତଦାନ କଲେ…

ହାଟଡିହୀ/ଛେନାପଦୀ,୧୫।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ସ୍ବେଛାକୃତ ଭାବେ ଅନେକ ବ୍ୟକ୍ତି ଉପସ୍ଥିତ ହୋଇ ରକ୍ତଦାନ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?