ଆମ ଜିଲା ଖବର

ପାଣି ପାଇଁ ଡହଳବିକଳ ଆତରସିଂବାସୀ

ଆର.ଉଦୟଗିରି,୨୩ା୬(ମନୋଜ କୁମାର ପାଢ଼ୀ): ଗଜପତି ଜିଲାର ଅନେକ ଅଞ୍ଚଳରେ ପିଇବା ପାଣିର ଘୋର ଅଭାବ ପରିଲକ୍ଷିତ ହେଉଛି। ଆର.ଉଦୟଗିରି ଥାନା ଆତରସିଂ ଗ୍ରାମରେ ଉତ୍କଟ ଜଳାଭାବ ଦେଖାଦେଇଛି। ମହିଳାମାନେ ଗ୍ରାମଠାରୁ କିଛି ଦୂରରେ ଥିବା ଝରଣା ଓ ସନ୍ତସନ୍ତିଆ ଜାଗାରୁ ପିଇବା…

୫ ବର୍ଷ ହେବ ଅଧାପନ୍ତରିଆ ତର୍ଲାକୋଟା ପୋଲ

ବାଲିମେଳା,୨୩ା୬(ଶିବଦତ୍ତ ସାହୁ): ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ନିର୍ମାଣାଧୀନ ଥିବା ପୋଲ କାର୍ଯ୍ୟ ଶେଷ ହେଉନାହିଁ। ଫଳରେ ଉକ୍ତ ଅଞ୍ଚଳରେ ବସବାସ କରୁଥିବା ଲୋକେ ବର୍ଷାଦିନେ ଯାତାୟାତରେ ବହୁ ଦୁର୍ଦ୍ଦଶା ଭୋଗୁଛନ୍ତି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବାଲିମେଳା ସହରକୁ…

ଆତଙ୍କର ନାଁ ‘କିଙ୍ଗ୍‌ ଅଫ୍‌ ଫରେଷ୍ଟ’

କାମାକ୍ଷାନଗର,୨୩।୬(ସୁଧୀର ପରିଡ଼ା): ଢେଙ୍କାନାଳ ଏବଂ ଅନୁଗୋଳ ଜିଲାରେ ଆତଙ୍କର ବାତାବରଣ ସୃଷ୍ଟି କରି ଦାଦାବଟି ଆଦାୟ କରୁଥିବା ‘କିଙ୍ଗ୍‌ ଅଫ୍‌ ଫରେଷ୍ଟ’ ଗ୍ୟାଙ୍ଗର ମୁଖା ଖୋଲିଛି। ଯୁବ ବିଜେଡି ନେତା ତଥା ଠିକାଦାର କାହ୍ନୁ ଚରଣ ସାହୁଙ୍କୁ ହତ୍ୟା ଉଦ୍ୟମ ମାମଲାରେ…

ଆକ୍ରମଣରେ ଗଲାଣି ୩୧ ଲୋକଙ୍କ ଜୀବନ

କେନ୍ଦୁଝର,୨୩ା୬(ଦୀପକ ମିଶ୍ର): କେନ୍ଦୁଝର ଜିଲାରେ ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ଯୋଗୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ଅଧିକାଂଶ ସମୟରେ ଲୋକଙ୍କ ମୁହାଁମୁହିଁ ପରିସ୍ଥିତି ଉପୁଜୁଛି। ବନ୍ୟପ୍ରାଣୀଙ୍କ ଆକ୍ରମଣରେ ଅନେକ ଜୀବନ ଯାଉଥିବା ବେଳେ ଧନ ସମ୍ପତ୍ତି କ୍ଷତି ହେଉଛି। ବନ୍ୟପ୍ରାଣୀଙ୍କ…

ମା’ ମାଣିକେଶରୀଙ୍କୁ ଦର୍ଶନ କଲେ ନଡ୍ଡା

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶୁକ୍ରବାର ପୂର୍ବାହ୍ନ ସାଢେ ୧୧ରେ ଭବାନୀପାଟଣାରେ ପହଞ୍ଚି ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶରୀଙ୍କ ଦର୍ଶନ କରିଛନ୍ତି। ଏହାପରେ ସେ ଲାଲାବାହଦୂର ଷ୍ଟାଡ଼ିୟମରେ ଆୟୋଜିତ ମହାଜନସମ୍ପର୍କ ସମାବେଶରେ ଦଳୀୟ କର୍ମକର୍ତ୍ତାଙ୍କୁ ଉଦ୍‌ବୋଧନ…

ଫୁଲ, ଫଳ ଚାଷ କରି ପାଲଟିଛନ୍ତି ପ୍ରେରଣା

ନିଶ୍ଚିନ୍ତକୋଇଲି, ୨୩।୬(ଅଶୋକ କୁମାର ମହାପାତ୍ର) : ସାମ୍ପ୍ରତିକ ସମାଜରେ ଉଚ୍ଚ ଶିକ୍ଷତ ଯୁବତୀ, ଯୁବକମାନେ ଚାକିରି ପଛରେ ଗୋଡ଼ାଉଛନ୍ତି। ଶେଷରେ ନ ପାଇ ବେକାର ହୋଇଯାଉଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତ ଅନ୍ତର୍ଗତ ଏକରୁଖି ଗ୍ରାମର ଜଣେ ଉଚ୍ଚ ଶିକ୍ଷିତ…

କାମରେ ଆସୁନି ଜଳସେଚନ ପ୍ରକଳ୍ପ, ଚିନ୍ତାରେ ଚାଷୀ

ବେଗୁନିଆ,୨୩ା୬(ହର ପ୍ରସନ୍ନ ପଣ୍ଡା): ଆଉ ଦିନ କେଇଟା ପରେ ଜୁନ୍‌ ମାସ ସରିବାକୁ ଥିବା ବେଳେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ଖରିଫ୍‌ ଚାଷ କାର୍ଯ୍ୟ ଆଗେଇ ପାରୁନି। କଁା ଭଁା ଜମିରେ ଚାଷୀ ବିହନ ବୁଣି ଚାଷକାର୍ଯ୍ୟ ଆରମ୍ଭ…

ଭବାନୀପାଟଣାରେ ନଡ୍ଡା: ସରକାରଙ୍କ ସଫଳତାର ରଖିବେ ହିସାବ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭବାନୀପାଟଣାରେ ପହଞ୍ଚିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ସେ ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍‌ରୀଙ୍କ ଦର୍ଶନ କରିବେ। ଏହାପରେ ଲାଲାବାହଦୂର ଷ୍ଟାଡ଼ିୟମରେ ଆୟୋଜିତ ମହାଜନସମ୍ପର୍କ ସମାବେଶରେ ଦଳୀୟ କର୍ମକର୍ତ୍ତାଙ୍କୁ ଉଦ୍‌ବୋଧନ ଦେବେ । ଏହି…

ବର୍ଷାରେ ସହରତଳି ଅଞ୍ଚଳ ଜଳମଗ୍ନ

କଟକ,୨୩ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ମୌସୁମୀ ପ୍ରଭାବରେ ଲଗାଣ ବର୍ଷା ଯୋଗୁ କଟକ ସହରର ଅଧିକାଂଶ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ବିଶେଷକରି ନୂଆ ରାଉସାପାଟଣା, ମକରବାଗ ସାହି, ସୂତାହାଟ, ଖ୍ରୀଷ୍ଟିଆନ୍‌ ଲେନ୍‌ ଆଦି ଅଞ୍ଚଳ ରାସ୍ତାରେ ବର୍ଷାପାଣି ଜମିଥିବା ଦେଖିବାକୁ ମିଳିଥିଲା। ପ୍ରତିବର୍ଷ…

ଦୁର୍ଘଟଣା ଆଶଙ୍କା ବଢ଼ାଉଛି ରାସ୍ତାରେ ଗର୍ତ୍ତ

କଟକ,୨୩ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶାରେ ମୌସୁମୀ ପ୍ରବେଶ କଲାଣି। ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। କଟକରେ ମଧ୍ୟ ବର୍ଷା ହୋଇଛି। ବର୍ଷା ଦିନରେ ସହରରେ ଜଳବନ୍ଦୀ ସମସ୍ୟା ବହୁ ପୁରୁଣା ହୋଇଥିବା ବେଳେ ଏବେ ରାସ୍ତାରେ ଗର୍ତ୍ତ ସୃଷ୍ଟି ହେବା…

ସ୍ମାର୍ଟ ସ୍କୁଲ ସିଲିଂରୁ ଖସିଲା ପ୍ଲାଷ୍ଟର

ଗୋପ,୨୩।୬(ଭାରତୀ ଭୂଷଣ ଉପାଧ୍ୟାୟ): ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷା ସହିତ ଅଧ୍ୟୟନରତ ଛାତ୍ରୀଛାତ୍ର କିପରି ଶୃଙ୍ଖଳିତ ଓ ଅତ୍ୟାଧୁନିକ ଜ୍ଞାନକୌଶଳରେ ଶିକ୍ଷା ଲାଭ କରିବେ, ସେଥିପାଇଁ ସ୍ମାର୍ଟ ସ୍କୁଲ ୫-ଟି ଯୋଜନାରେ ଅନ୍ତର୍ଭୁକ୍ତ କଲେ। ଏହି ଯୋଜନାରେ ଗୋପ ବ୍ଲକର ଅଧିକାଂଶ…

୫-ଟିରେ ସାମିଲ ହେଲା ନୀଳକଣ୍ଠେଶ୍ୱର ଉଚ୍ଚ ବିଦ୍ୟାଳୟ

ଖଣ୍ଡପଡ଼ା,୨୩ା୬(ଅଜୟ କୁମାର ମହାରଣା): ରାଜ୍ୟରେ ଥିବା ହାଇସ୍କୁଲଗୁଡ଼ିକର ଭିତ୍ତିଭୂମି ବିକାଶ ନିମନ୍ତେ ରାଜ୍ୟ ସରକାର ୫-ଟି ରୂପାନ୍ତରଣ ଯୋଜନାରେ ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ଏହି କ୍ରମରେ ଖଣ୍ଡପଡ଼ା ବ୍ଲକ ଅଧୀନ ଗୁଣ୍ଠୁଣି ପଞ୍ଚାୟତସ୍ଥିତ ନୀଳକଣ୍ଠେଶ୍ୱର ଉଚ୍ଚ ବିଦ୍ୟାଳୟଟି ୫-ଟି ରୂପାନ୍ତରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?