ଆମ ଜିଲା ଖବର

କାଜୁ ଜଙ୍ଗଲ ସଂଲଗ୍ନ ସୁରକ୍ଷା ବନ୍ଧ ପ୍ରଭାବିତ

ମହାକାଳପଡ଼ା,୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ମହାନଦୀରେ ବନ୍ୟାଜଳ ପ୍ରବେଶ କରିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ରାମନଗର ପଞ୍ଚାୟତ ବାହାକୁଦ ଗ୍ରାମ ନିକଟରେ ମହାନଦୀ ବଙ୍ଗୋପସାଗର ମୁହାଁଣରେ…

ଲଗାଣ ବର୍ଷାରେ ବିଦ୍ୟାଳୟର ଅବସ୍ଥା ବେହାଲ

ସିନାପାଲି,୩।୮(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକରେ ୫-ଟି ବିଦ୍ୟାଳୟ ରୁପାନ୍ତରୀକରଣ କାର୍ଯ୍ୟକ୍ରମ ପ୍ରଶାସନର ଅବହେଳା ଯୋଗୁ ପ୍ରହସନରେ ପରିଣତ ହୋଇଛି। ଗତ ମେ ପ୍ରଥମ ସପ୍ତାହରେ ଜିଲାରେ ତୃତୀୟ ପର୍ଯ୍ୟାୟ ୫-ଟି ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ଦାରା ଉଦଘାଟିତ…

କଳାହାଣ୍ଡି ଜିଲାରେ ବର୍ଷା ବିତ୍ପାତ

ଭବାନୀପାଟଣା,୩।୮(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ କଳାହାଣ୍ଡି ଜିଲାରେ ଗତ ୩ ଦିନ ହେଲା ବର୍ଷା ଜାରି ରହିଛି। ଜୟପାଟଣା ବ୍ଲକ ବିମଳା ଗଁାର ଲକ୍ଷ୍ମଣ ନାଏକଙ୍କ ହଠାତ୍‌ ଘର ଭୁଶୁଡିଯିବାରୁ ୪ ଝିଅପୁଅ ଗୁରୁତର ଆହତ ହୋଇଛନ୍ତି।…

ଯାଜପୁର-ଢେଙ୍କାନାଳ ଯୋଗାଯୋଗ ବିଚ୍ଛିନ୍ନ

କାଳିଆପାଣି,୩।୮(ଅସିତ ମହାନ୍ତ):ଲଘୁଚାପ ଜନିତବର୍ଷା ଲାଗି ରହିଥିବାରୁ ଡମଶାଳ ନାଳେରେ ପାଣିଆସି ୨ ଯାଜପୁର ଓ ଢେଙ୍କାନାଳ ଜିଲାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ବହୁ ବର୍ଷ ପୂର୍ବରୁ ଡମଶାଳ ନାଳରେ ନିର୍ମାଣ ହୋଇଥିବା ପୋଲ ଭାଙ୍ଗି ଅସୁରକ୍ଷିତ ଅବସ୍ଥାରେ ରହିଥିବାବେଳେ ଦୁଇପଟ ସୁରକ୍ଷା…

ଅସ୍ଥାୟୀ ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ନୟାଗଡ଼,୩।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲାର ଶରଣକୁଳ ଲଡୁବାବାଙ୍କ ଧାମରୁ ଶ୍ରୀକ୍ଷେତ୍ର ପୁରୀକୁ ପଡିଥିବା ନୂଆ ଜଗନ୍ନାଥ ସଡ଼କର ଡିମିଶର ପନ୍ଦାରିଛକସ୍ଥିତ ଦୁଆଣ୍ଟ ପୋଲ ଭାଙ୍ଗିବାର ୨୦ ମାସ ବିତି ଯାଇଛି । ହେଲେ ସରକାର ପୋଲ ନିର୍ମାଣ କରିବାରେ ସକ୍ଷମ ହେଲେ ନାହିଁ…

ଛିଣ୍ଡା ପଲିଥିନ ତଳେ ବିତୁଛି ଜୀବନ

ଲହୁଣୀପଡ଼ା,୩ା୮(ଦାଶରଥି ପଣ୍ଡା): ମୁଣ୍ଡ ଗୁଞ୍ଜିବାକୁ ଭଲ ଘରେ ଖଣ୍ଡେ ନାହିଁ। ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ୭ ପ୍ରାଣୀ। ସରକାରୀ ଯୋଜନା କହିଲେ କେବଳ ୨୫ କେଜି ଚାଉଳ। ଏମାନଙ୍କ ପାଖରେ ନା ଅଛି ଘର, ନା ବିଜୁଳି, ନା ମିଳିଛି ଅନ୍ୟାନ୍ୟ…

ଫୁଲୁଛି ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ;୪ ପ୍ରମୁଖ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି

ରାଉରକେଲା,୩ା୮(ବିପ୍ଳବ ରଞ୍ଜନ ଦାଶ): ଲଗାଣ ବର୍ଷାରେ ରାଉରକେଲା ନିକଟସ୍ଥ ୪ ପ୍ରମୁଖ ଡ୍ୟାମ ମଧ୍ୟର ଜଳସ୍ତର ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩ଟି ଡ୍ୟାମରୁ ଜଳ ନିଷ୍କାସନ ହେଉଥିବାବେଳେ ଗୋଟିଏ ଡ୍ୟାମରୁ ଜଳ ନିଷ୍କାସନ କରାଯାଇ ନାହିଁ। ଡ୍ୟାମରୁ ନିଷ୍କାସିତ ପାଣି, ବର୍ଷା…

ବରଗଡ଼ ଜିଲାରେ ବର୍ଷା ବିତ୍ପାତ, ଜନଜୀବନ ଅସ୍ତବ୍ୟସ୍ତ

ବରଗଡ଼/ଗାଇସିଲେଟ୍‌/ବରପାଲି/ଅତାବିରା/ପଦ୍ମପୁର, ୩।୮(ପ୍ରେମାନନ୍ଦ ଖମାରୀ/ବେଦପ୍ରକାଶ କଲେତ୍‌/ଚିତ୍ତରଞ୍ଜନ ସାହୁ/ ହୃଷିକେଶ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ୨ଦିନ ହେଲା ବର୍ଷା ଲାଗି ରହିଛି । ଲଗାଣ ବର୍ଷା ଯୋଗୁ ଜିଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛି। କେଉଁଠାରେ ପୋଲ ଉପରେ ଆଣ୍ଠୁଏ ପାଣି ବହୁଛି…

ଝରିଗାଁ ବ୍ଲକର ୪୬ ଗାଁକୁ ନାହିଁ ରାସ୍ତା

ଝରିଗାଁ,୩।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ୨୩ ପଞ୍ଚାୟତରେ ରହିଛି ୧୧୧ ରାଜସ୍ବ ଓ ୩୬୫ ପଡ଼ା ଗାଁ। ୨୦୧୧ ଜନଗଣନା ଅନୁସାରେ ଏହି ବ୍ଲକରେ ୬୨.୩୭% ଆଦିବାସୀ ସମ୍ପ୍ରଦାୟର ଲୋକ ବସବାସ କରନ୍ତି। ସରକାର ସେମାନଙ୍କୁ ସ୍ବାସ୍ଥ୍ୟ,…

ମୋ ଘର ଯୋଜନା ପ୍ରତି ଆଗ୍ରହୀ ନାହାନ୍ତି ହିତାଧିକାରୀ

ସାକ୍ଷୀଗୋପାଳ,୩।୮(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ରାଜ୍ୟରେ ଗରିବଙ୍କ ନିମନ୍ତେ ସମସ୍ତ କଚ୍ଚାଘରକୁ ପକ୍କାଘର କରି ଯୋଗାଇଦେବା ଉଦ୍ଦେଶ୍ୟରେ ସରକାର ‘ମୋ ଘର ଯୋଜନା’ କରିଛନ୍ତି। ହେଲେ ପୁରୀ ଜିଲା ସତ୍ୟବାଦୀ ବ୍ଲକରେ ଏହି ଯୋଜନାର ସୁବିଧା ନେବା ପାଇଁ ହିତାଧିକାରୀଙ୍କ ଆଖିଦୃଶିଆ ସଂଖ୍ୟା ଛୁଇଁପାରିନାହିଁ।…

ମୌଳିକ ସୁବିଧାରୁ ବଞ୍ଚିତ ନୂଆଗାଁ

ବାଲିମେଳା,୩ା୮(ଶିବଦତ୍ତ ସାହୁ): ବିକାଶର ଶବ୍ଦ ବୁଝାଇବା ପାଇଁ ସେମାନଙ୍କର ପଖରେ କେହି ନାହାନ୍ତି। ହେଲେ ସେଠାକାର ଲୋକେ ବୁଝନ୍ତି କେବଳ ସମସ୍ୟାର ଭାଷା। ଅଞ୍ଚଳର ବିକାଶ ନେଇ ଗ୍ରାମବାସୀ ପ୍ରଶାସନ ଓ ନିର୍ବାଚିତ ଜନ ପ୍ରତିନିଧିଙ୍କ ଆଗରେ ବହୁବାର ନେହୁରା ହୋଇଛନ୍ତି…

ମହାନଦୀ ବନ୍ୟାଜଳ ଘେରରୁ ଜଣେ ଉଦ୍ଧାର, ୧ ନିଖୋଜ

ବଡ଼ମ୍ବା,୩।୮(ମାୟାଧର ମଲ୍ଲିକ )ମହାନଦୀ ମଧ୍ୟଭାଗରେ ଥିବା କୁଦରେ ବୁଧବାର ୨ଜଣ ଗାଈ ଚରାଳିଙ୍କ ସହ ୫୦ରୁ ଊର୍ଦ୍ଧ୍ୱ ଗାଈ ଓ ମେଣ୍ଢା ଫସି ରହି ଯାଇଥିଲେ। ଗାଈ, ମେଣ୍ଢା ଚରାଇବାକୁ ଯାଇଥିବା ବେଳେ ମହାନଦୀର ବନ୍ୟା ଜଳ ବୃଦ୍ଧି ଯୋଗୁ ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?