ଆମ ଜିଲା ଖବର

ମୌଳିକ ସୁବିଧାରୁ ବଞ୍ଚିତ ନୂଆଗାଁ

ବାଲିମେଳା,୩ା୮(ଶିବଦତ୍ତ ସାହୁ): ବିକାଶର ଶବ୍ଦ ବୁଝାଇବା ପାଇଁ ସେମାନଙ୍କର ପଖରେ କେହି ନାହାନ୍ତି। ହେଲେ ସେଠାକାର ଲୋକେ ବୁଝନ୍ତି କେବଳ ସମସ୍ୟାର ଭାଷା। ଅଞ୍ଚଳର ବିକାଶ ନେଇ ଗ୍ରାମବାସୀ ପ୍ରଶାସନ ଓ ନିର୍ବାଚିତ ଜନ ପ୍ରତିନିଧିଙ୍କ ଆଗରେ ବହୁବାର ନେହୁରା ହୋଇଛନ୍ତି…

ମହାନଦୀ ବନ୍ୟାଜଳ ଘେରରୁ ଜଣେ ଉଦ୍ଧାର, ୧ ନିଖୋଜ

ବଡ଼ମ୍ବା,୩।୮(ମାୟାଧର ମଲ୍ଲିକ )ମହାନଦୀ ମଧ୍ୟଭାଗରେ ଥିବା କୁଦରେ ବୁଧବାର ୨ଜଣ ଗାଈ ଚରାଳିଙ୍କ ସହ ୫୦ରୁ ଊର୍ଦ୍ଧ୍ୱ ଗାଈ ଓ ମେଣ୍ଢା ଫସି ରହି ଯାଇଥିଲେ। ଗାଈ, ମେଣ୍ଢା ଚରାଇବାକୁ ଯାଇଥିବା ବେଳେ ମହାନଦୀର ବନ୍ୟା ଜଳ ବୃଦ୍ଧି ଯୋଗୁ ଏଭଳି…

ଅସଲି ବସ୍ତାରେ ନକଲି ସାର

ଉମରକୋଟ, ୩।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅଧୀନ କୋପେନା ଗ୍ରାମର ସାର ବ୍ୟବସାୟୀ ସୁଦେଇ ମାଳି ସ୍ଥାନୀୟ ଅଞ୍ଚଳ ଚାଷୀଙ୍କୁ ଡିଏପି ସାର ନାମରେ ଖାଲି ମାଟି ଓ ପଥର ଗୁଣ୍ଡ ବିକ୍ରି କରି ଠକିଥିବା ଚାଷୀ ଅଭିଯୋଗ…

ଓଏଏସ୍‌ ପାଇଲେ ବୋରିଗୁମ୍ମାର ସଂଗ୍ରାମ

ବୋରିଗୁମ୍ମା, ୩।୮(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକକୁ ଗର୍ବିତ କରିଛନ୍ତି ମାଳଦା ପଞ୍ଚାୟତ ବନ୍ଧଗୁଡ଼ା ଗ୍ରାମର ସଂଗ୍ରାମ ଭୂମିଆ। ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ସେ ସଫଳତା ହାସଲ କରିଛନ୍ତି। ଓପିଏସସି ଦ୍ୱାରା ପରିଚାଳିତ ଓଏଏସ୍‌ ପରୀକ୍ଷାରେ ସେ ୪୨୫…

ମହାପ୍ରଭୁଙ୍କ ସ୍ଥାନରେ ଅପରାଧର ସ୍ଥାନ ନାହିଁ

ପୁରୀ,୩।୮(ଅଜିତ୍‌ ମହାନ୍ତି)ପୁରୀ ପୋଲିସକୁ ଏକ ସଫଳତା ମିଳିଛି। ଡକାୟତି କରିବା ପାଇଁ ଯୋଜନା କରୁଥିବାବେଳେ ସଦର ଥାନା ପୋଲିସ ୬ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ବୀରହରେକୃଷ୍ଣପୁର ଗ୍ରାମର ଶ୍ରୀଧର ଜେନା…

କାଦୁଅରେ ଭର୍ତ୍ତି ବୋରିଖାଲ ଗାଁ ରାସ୍ତା

ମୁନିଗୁଡ଼ା,୩।୮(ରାଧେଶ୍ୟାମ ଅଗ୍ରଓ୍ବାଲ): ମୁନିଗୁଡ଼ା ବ୍ଲକ ତେଲେଙ୍ଗାପଦର ପଞ୍ଚାୟତର ବୋରିଖାଲ ଗାଁ ରାସ୍ତା ଶୋଚନୀୟ ହୋଇପଡ଼ିଛି। ପୂର୍ତ୍ତ ବିଭାଗ ରାସ୍ତାଠାରୁ ମାତ୍ର ୩୦୦ମିଟର ଦୂରରେ ଅବସ୍ଥିତ ବୋରିଖାଲ ଗାଁକୁ ଯାଇଥିବା ମାଟି ରାସ୍ତା କାଦୁଅରେ ପଚପଚ। ବର୍ଷା ଦିନେ ଗାଁକୁ ଚାରିଚକିଆ ଗାଡି…

ଭଟ୍ଟାରିକା ମନ୍ଦିରରେ ପଶିଲା ପାଣି

ବଡ଼ମ୍ବା,୩।୮(ମାୟାଧର ମଲ୍ଲିକ )କଟକ ଜିଲା ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ଭଜନ ମଣ୍ଡପ ଓ ମନ୍ଦିରରେ ମହାନଦୀର ପ୍ରଥମ ବନ୍ୟାଜଳ ବୁଧବାର ରାତିରେ ପଶିଛି। ସନ୍ଧ୍ୟା ସୁଦ୍ଧା ମନ୍ଦିର ସମ୍ମୁଖରେ ଥିବା ସମସ୍ତ ପାହାଚ ବୁଡ଼ିଯିବା ସହ ମନ୍ଦିର ବେଢ଼ା…

ମେଡିକାଲ କଲେଜରେ ନାମ ଲେଖାଇବାକୁ କହି ୧୮.୫ ଲକ୍ଷ ଠକେଇ

କଟକ,୩।୮ (କାର୍ତ୍ତିକ ସାହୁ)ମେଡିକାଲ କଲେଜରେ ନାମ ଲେଖାଇବାର ପ୍ରଲୋଭନ ଦେଖାଇ ୧୮.୫ ଲକ୍ଷ ଟଙ୍କାର ଠକେଇ ହୋଇଛି। ଏହି ଠକେଇର ମାଷ୍ଟର ମାଇଣ୍ଡଙ୍କୁ ଓଡ଼ିଶା କ୍ରାଇମବ୍ରାଞ୍ଚ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବିଷ୍ଣୁପୁର ଥାନା ଅଞ୍ଚଳରୁ ଗିରଫ କରିଛି।…

ମହରମ୍‌ ତାଜିଆରେ ଚନ୍ଦ୍ରୟାନ-୩ର ଅବିକଳ ନକଲ

ସୋର,୩।୮(ଜନ୍ମେଜୟ ମିଶ୍ର)ସୋର ପୌରପାଳିକା ଅଧୀନ ପାରମହଲା ବସ୍ତିରେ ଏଥର ମହରମ୍‌ ପର୍ବ ପାଳନ ବେଳେ ପରିକ୍ରମା କରୁଥିବା ତାଜିଆରେ ଚନ୍ଦ୍ରୟାନ-୩ର ଅବିକଳ ନକଲ ଦେଖିବାକୁ ମିଳିଛି। ଏବେ ଇସ୍ରୋ ପକ୍ଷରୁ ୩ୟ ଥର ପାଇଁ ପଠାଯାଇଥିବା ଚନ୍ଦ୍ରୟାନ-୩ ପୂର୍ବ ନିର୍ଦ୍ଧାରିତ ସମୟ…

ଯାଜପୁର ଜିଲାପାଳଙ୍କୁ ଲୋକାୟୁକ୍ତଙ୍କ ନୋଟିସ

ଯାଜପୁର,୩।୮(ହର୍ଷବର୍ଦ୍ଧନ ବେହେରା)ମାଙ୍କଡ଼ିଆ ସମ୍ପ୍ରଦାୟ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ୮୭ କଲୋନୀ ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଛି। ଯାଜପୁର ଜିଲା ସୁକିନ୍ଦା ବ୍ଲକ ରଁାସୋଲ ପଞ୍ଚାୟତ କୁସୁମୁଣ୍ଡିଆ ଗ୍ରାମରେ ହୋଇଥିବା ଏଭଳି ଅଭିଯୋଗ ଉପରେ ଯାଜପୁର ଜିଲାପାଳଙ୍କ ସମେତ ସୁକିନ୍ଦା ବିଡିଓ, ଯାଜପୁର…

ରାସ୍ତାରେ ପାଣି, ଭାରରେ ବୁହା ହେଲେ ପ୍ରସୂତି

ଔପଦା,୩।୮(ଧରିତ୍ରୀ ପଣ୍ଡା)ବାଲେଶ୍ୱର ଜିଲାର ଔପଦା ବ୍ଲକର ରାଇରମଚନ୍ଦ୍ରପୁର ପଞ୍ଚାୟତର ପାହାଡ଼ ପାଦଦେଶରେ ଅବସ୍ଥିତ ଆଦିବାସୀ ଅଞ୍ଚଳ ରାଜସ୍ବ ଗ୍ରାମ ମହିଷାଡାଳିର କୁରାଢ଼ୀବସା ସାହିକୁ ରାସ୍ତା ନ ଥିବାରୁ ଜଣେ ଆଦିବାସୀ ଗର୍ଭବତୀ ପ୍ରସବ ପରେ ଘରକୁ ଭାରରେ ବୁହା ହେଉଥିବା ଭିଡିଓ…

ନାଗାବଳୀ ନଦୀ ପୋଲରେ ଫାଟ

ରାୟଗଡ଼ା,୩।୮(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ୩ ଦିନ ତଳେ ଏକ କଲଭର୍ଟ ଭୁଶୁଡ଼ି ୫ଜଣଙ୍କ ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଲିଭି ନ ଥିବାବେଳେ ବ୍ଲକରେ ଥିବା ନାଗାବଳୀ ନଦୀ ପୋଲରେ ଫାଟ ସୃଷ୍ଟି ହୋଇଛି। ଲଗାଣ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?