ଆମ ଜିଲା ଖବର

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା ଧକ୍କା ଦେଇ ଚମ୍ପଟ ମାରିଛି। ମୃତ ଯୁବକ ଜଣକ ମୟୂରଭଞ୍ଜ ଜିଲ୍ଲା ଉଦଳା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା ଦେଇଛନ୍ତି। ଗରଦପୁର ବ୍ଲକର ବିଜେଡି ପଞ୍ଚାୟତ ସଭାପତି ଓ ବିଭିନ୍ନ ପଞ୍ଚାୟତର ସରପଞ୍ଚ,…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା ଅଭିଯୋଗ ହେଉଥିଲା। ଏହାକୁ ଦୃଷ୍ଟିରେ ରଖି ଜିଲାପାଳ ରଘୁରାମ ଆର ଆୟର ଶନିବାର…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏହି ଅଭିଯୋଗ ଚର୍ଚ୍ଚ କମିଟିର ସମ୍ପାଦକ…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। କୌଣସି କାମରେ ରଙ୍କ ତାଙ୍କ ସମ୍ପର୍କୀୟ ଚଳାଉଥିବା ସ୍କୁଟି ପଛରେ ବସି ଯାଉଥିବା…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଚଢ଼ାଉ କରିଥିଲା। ଏହି ସମୟରେ ରେଷ୍ଟୁରାଣ୍ଟରୁ ୪ଟି ଘରୋଇ ଏଲ୍‌ପିଜି…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏନେଇ ଆୟୋଜିତ ଉତ୍ସବରେ ଅଧ୍ୟକ୍ଷ ବିଭାସ କୁମାର ଦାସ ମୁଖ୍ୟ ଅତିଥି…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ ମୃତଦେହ ବ୍ୟବଚ୍ଛେଦ ହୋଇପାରି ନ ଥିବା ବେଳେ ଗାଡ଼ିଚାଳକଙ୍କୁ ମଧ୍ୟ ପୋଲିସ ଗିରଫ…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ନଦୀରେ ବିପୁଳ ପରିମାଣର ମାଛ ମରି ଭାସୁଥିବା ଦେଖିବାକୁ ମିଳିଛି। ମାଛ ମରିବା…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’ ସଇତାନ ସାଜିଛନ୍ତି। ସ୍ବାମୀଙ୍କ ସହ ଝଗଡା ପରେ ରାଗ ସୁଝାଇବା ପାଇଁ ନିଜର…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର ପ୍ରମୋଦ ପ୍ରଧାନଙ୍କ ପୁଅ ଶୁଭଙ୍କର ପ୍ରଧାନ (୧୪ ବର୍ଷ)ଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ ଘରେ କୁଆଡ଼େ ପୁରୀ ଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପର ଖଣ୍ଡୋଲାଇଟ୍‌ ପଥର ବ୍ୟବହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri